୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋରାପୁଟ :-> ମାନ୍ୟବର ସାଂସଦ, କୋରାପୁଟଙ୍କ ଅଧ୍ୟକ୍ଷତାରେ କୋରାପୁଟ ଜିଲ୍ଲା ଦକ୍ଷତା ବିକାଶ କେନ୍ଦ୍ର ଠାରେ ଜିଲ୍ଲାରେ ଆଜି ' ଦିଶା ' ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯ ସମ୍ପର୍କରେ ସମୀକ୍ଷା କରାଯାଇଛି ।

ଏହି ବୈଠକରେ ମାନ୍ୟବର ଲଷ୍ମୀପୁର ବିଧାୟକ ଶ୍ରୀଯୁକ୍ତ ପବିତ୍ର ସାଉଁନ୍ତା ମହୋଦୟ ଯୋଗଦେଇଥିଲେ ଏବଂ ଲଷ୍ମୀପୁର ନିର୍ବାଚନ ମଣ୍ଡଳୀର ସାମୁହିକ ବିକାଶ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରିଥିଲେ l