No Result
View All Result
୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋରାପୁଟ :-> କୋରାପୁଟ ଜିଲ୍ଲା ପରିଷଦର ଆଜି ୫୫ତମ ବୈଠକ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସଶ୍ମିତା ମେଲେକା ମହୋଦୟାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲା ଦକ୍ଷତା ବିକାଶ କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଥିଲା l ଏହି ବୈଠକରେ ମାନ୍ୟବର ଲଷ୍ମୀପୁର ବିଧାୟକ ଶ୍ରୀଯୁକ୍ତ ପବିତ୍ର ସାଉଁନ୍ତା ମହୋଦୟ ସନମାନିତ ଅତିଥି ଭାବେ ଯୋଗଦେଇ ଲଷ୍ମୀପୁର ନିର୍ବାଚନ ମଣ୍ଡଳୀର ରାସ୍ତା,
ପାନୀୟ ଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ଏମିତି ବିଭିନ୍ନ ପ୍ରସଙ୍ଗକୁ ନେଇ ଏହି ବୈଠକରେ ଜିଲ୍ଲା ପ୍ରଶାସନ ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରିଥିଲେ l ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା l

No Result
View All Result