• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତପୁର ଥାନା ନିର୍ଯ୍ୟାତନା ଘଟଣା : ନବୀନ ପଟ୍ଟନାୟକ ଙ୍କ ଦୃଢ଼ ନିନ୍ଦା

Proprietor Abhimanyu Maharana by Proprietor Abhimanyu Maharana
September 21, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଭାରତପୁର ଥାନା ନିର୍ଯ୍ୟାତନା ଘଟଣା : ନବୀନ ପଟ୍ଟନାୟକ ଙ୍କ ଦୃଢ଼ ନିନ୍ଦା
Share on FacebookShare on TwitterWhatsapp

କୋର୍ଟ ତତ୍ୱାବଧାନ ରେ SIT ତଦନ୍ତ ଦାବୀ ସହ; ବିଚାର ବିଭାଗୀୟ ତଦନ୍ତ ଦାବୀ କଲେ ନବୀନ ପଟ୍ଟନାୟକ

ପୁରୀ ରାଜଭବନ ଘଟଣା ରେ କୋହଳ ମନୋଭାବ ଅପରାଧ ପାଇଁ ଅନ୍ୟ ମାନଙ୍କୁ ଉତ୍ସାହିତ କରୁଛି.

ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମ କୁ ବନ୍ଦ କରିବା ଦ୍ୱାରା ଏଭଳି ଘଟଣା ବୃଦ୍ଧି ପାଉଛି

୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭରତପୁର ଥାନା ରେ ଯେପରି ଭାବରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳା ଙ୍କୁ ନିର୍ଯ୍ୟାତନାଦିଆଗଲା ତାକୁ ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିବା ସହ ଏ ଘଟଣା କୁ ଲୋମହର୍ଷଣ କାରି ଓ କଳ୍ପନାତୀତ ବୋଲି ବର୍ଣ୍ଣନା କରିଛନ୍ତି.ଥାନା ଭିତରେ ପୋଲିସ ଯେଭଳି ନିର୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି ତାହା ସାରା ଦେଶ ର ବିବେକ କୁ ଦୋହଲାଇ ଦେଇଛି.ଓଡିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଦାୟକ ବୋଲି ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିଛନ୍ତି.

ଏହି ନାରକୀୟ ଘଟଣାର ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣା ରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧ ରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି. ଶ୍ରୀ ପଟ୍ଟନାୟକ କହିଛନ୍ତି ତାଙ୍କ ସରକାର ସମୟ ରେ ମୋ ସରକାର ବ୍ୟବସ୍ଥା ଥିଲା.ଏଥିରେ ମୁଖ୍ୟମନ୍ତ୍ରୀ ଙ୍କ ଠାରୁ ଆରମ୍ଭ କାରି ମନ୍ତୀ ଓ ବରିଷ୍ଠ ଅଧିକାରୀ ମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ କୁ ଯାଉଥିବା ନାଗରିକ ମାନଙ୍କ ଠାରୁ କର୍ମଚାରୀ ମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସଂମ୍ପର୍କ ରେ feedback ସଂଗ୍ରହ କରୁଥିଲେ. ବିଜେପି ସରକାର ଶାସନ କୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମ କୁ ବନ୍ଦ କରିଦେଲେ,ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ.

ପୁରୀ ରାଜଭବନ ଘଟଣା ରେ ଦାୟିତ୍ୱ ସମ୍ପାଦନ କରୁଥିବା ଜଣେ ସରକାରୀ ଅଧିକାରୀଙ୍କ ବ ଉପରେ ରାଜ୍ୟପାଳ ଙ୍କ ପୁଅ ଆକ୍ରମଣ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ମନା କରିଦେବା ଦ୍ୱାରା ଏହା ଅପରାଧୀ ମାନଂକୁ ଉତ୍ସାହିତ କରିଛି. ରାଜ୍ୟପାଳ ଙ୍କ ପୁଅ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଁ ପୁଣି ଥରେ ସରକାର ଙ୍କୁ ଅନୁରୋଧ କରୁଛି. ଭରତପୁର ଥାନା ରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳା ଙ୍କ ଉପରେ ଯେଭଳି ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନ ରେ SIT ତଦନ୍ତ ସହ ଶ୍ରୀ ପଟ୍ଟନାୟକ ବିଚାରବିଭାଗୀୟ ତଦନ୍ତ ଦାବୀ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version