No Result
View All Result
୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ମୋହନା ବ୍ଲକ ବୈଠକ ଗୃହରେ ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ, ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ସାରଦା ପ୍ରସାଦ ପଣ୍ଡା, ଆଶିଷ କୁମାର ଶତପଥୀ,
ସମସ୍ତ ସହକାରୀ ଯନ୍ତ୍ରୀ, କନିଷ୍ଟ ଯନ୍ତ୍ରୀ, ସମସ୍ତ ବିଭାଗର ଅଧିକାରୀ, ସରପଞ୍ଚ, ସମିତି ସଭ୍ୟ/ସଭ୍ୟ, ଜନ ପ୍ରତିନିଧି, ବିଭାଗୀୟ ଅଧିକାରୀ ମାନଙ୍କ ଉପସ୍ଥିତିରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ମାଧ୍ୟମରେ ହୋଇଥିବା କାର୍ଯ୍ୟ ଗୁଡିକର ସମୀକ୍ଷା କରିଥିଲେ । ଏହି ଦୁର୍ଗମ ଅଞ୍ଚଳରେ ବିଭାଗ ଦ୍ଵାରା ଯୋଜନା ର ସୁଫଳ ଲୋକେ ପାଇଥିବା ଜଣାପଡିଛି ।
No Result
View All Result