• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା ଉପଖଣ୍ଡରେ ନକଲି କନ୍ଧମାଳ ହଳଦୀ ଗୁଣ୍ଡ ସହ ବିଭିନ୍ନ ସାମଗ୍ରୀ ବିକ୍ରି : ବିଭାଗ ନୀରବ ଦ୍ରଷ୍ଟା

Proprietor Abhimanyu Maharana by Proprietor Abhimanyu Maharana
September 22, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା ଉପଖଣ୍ଡରେ ନକଲି କନ୍ଧମାଳ ହଳଦୀ ଗୁଣ୍ଡ ସହ ବିଭିନ୍ନ ସାମଗ୍ରୀ ବିକ୍ରି : ବିଭାଗ ନୀରବ ଦ୍ରଷ୍ଟା
Share on FacebookShare on TwitterWhatsapp

୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ସମେତ ସମଗ୍ର ବାଲିଗୁଡା ଉପଖଣ୍ଡରେ ବିଭିନ୍ନ ପ୍ରକାର ନକଲି ଖାଦ୍ୟ ସାମଗ୍ରୀ ବିକ୍ରି ବୃଦ୍ଧି ଚାଲିଛି l ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ନିୟମିତ ଦୃଷ୍ଟି ଦେଉନଥିବାରୁ ଖାଉଟି ମହଲରେ ତିବ୍ର ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି l ବର୍ତ୍ତମାନ ପାର୍ବଣ, ପର୍ଯ୍ୟଟନ ତଥା ବର୍ଷା ଓ ଶୀତ ଋତୁକୁ ଆଖି ଆଗରେ ରଖି ବାଲିଗୁଡା ସମେତ ଜିଲ୍ଲାର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି ଦିନ ପରେ ଶାରଦୀୟ ଛୁଟିରେ ପ୍ରବଳ ଭିଡ଼ ଜମିବ। ହେଲେ ଅଞ୍ଚଳକୁ ଆସୁଥିବା ପର୍ଯ୍ୟଟକ ମାନେ କନ୍ଧମାଳରେ ଅମଳ ହେଉଥିବା ବିଶ୍ୱ ବିଖ୍ୟାତ ହଳଦୀ ସମେତ ମହୁ, ଝୁଣା, ଅଦା, ସୋରିଷ, ଗୋଲମରିଚ, କଫି, ଖୁଦ୍ରଦାନା ଶସ୍ୟ ମଧ୍ୟରେ କୁଏରୀ, କାଙ୍ଗୁ,

ମାଣ୍ଡିଆ, ପାଳୁଅ ଆଦି କିଣିବାକୁ ବେଶ ଆଗ୍ରହ ପ୍ରକାଶ କରନ୍ତି, କିନ୍ତୁ ହଳଦୀ ଭଳି କିଛି କିସମର ସାମଗ୍ରୀ ଏଠାରେ ଉତ୍ପାଦନ କରାଯାଉଥିବା ବେଳେ କିନ୍ତୁ ତାକୁ ପ୍ରସ୍ତୁତି କରାଯିବା ପରେ ଗୁଣ୍ଡ ଆକାରରେ ବିକ୍ରୀ କରାଯାଉଛି। ଏକାଧିକ ରଙ୍ଗର ହଳଦୀ ଗୁଣ୍ଡ ବିକ୍ରି କରାଯାଉଥିବା ବେଳେ ଅନେକ ବ୍ୟବସାୟୀ ନକଲି ହଳଦୀ ଗୁଣ୍ଡ ଯାହାକି ବ୍ରହ୍ମପୁର ବଜାରରୁ ଅପମିଶ୍ରିତ ଗୁଣ୍ଡ ଆଣି କନ୍ଧମାଳର ପ୍ରତ୍ୟେକ ଅଞ୍ଚଳରେ ବିକ୍ରି କରାଯାଉଛି। ଏନେଇ ଖାଦ୍ୟ ନିରାପତ୍ତା ଓ ମାନଦଣ୍ଡ ଦାୟିତ୍ୱରେ ଥିବା ବିଭାଗ କୌଣସି ପଦକ୍ଷେପ ନେଉ ନ ଥିବାରୁ ପ୍ରକୃତ କନ୍ଧମାଳ ହଳଦୀ ବିକ୍ରି କରୁଥିବା ବ୍ୟବସାୟୀ ଓ ଜିଲା ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯାଇଛି।

ସେହିପରି ଦାରିଙ୍ଗବାଡି କଫି ବଗିଚା ସମ୍ମୁଖରେ କଫି ଗୁଣ୍ଡ ପ୍ରସ୍ତୁତ କରି ବିକ୍ରି କରାଯାଉଛି। ତେବେ ଜିଲା ପ୍ରଶାସନ ପକ୍ଷରୁ କଫି ସଂଗ୍ରହ କରିବାକୁ ପଦକ୍ଷେପ ନେଉ ନ ଥିବା ବେଳେ କଫି ପ୍ରସ୍ତୁତ ଓ ପ୍ୟାକିଂ କୌଣସି ସ୍ବୀକୃତିପ୍ରାପ୍ତ କମ୍ପାନୀ କିମ୍ବା ଜିଲା ପ୍ରଶାସନ ପକ୍ଷରୁ କରାଯାଉ ନ ଥିବା ବେଳେ ଦାରିଙ୍ଗବାଡି କଫି ନାମରେ ଲେବୁଲ ମାରି ଅବାଧରେ ବିକ୍ରି କରାଯାଉଛି, ଯାହାକି ଖାଉଟି ମାନଙ୍କ ଖାଦ୍ୟ ନିରାପତ୍ତା ଉପରେ ବିପଦ ରହିଥିବା ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଯାଉଛି।

ଏହି କନ୍ଧମାଳ ଜିଲ୍ଲାରେ କେବଳ ହଳଦୀ ଛଡା ଅନ୍ୟ କୌଣସି ମସଲା ଜାତୀୟ ଯଥା ଡାଲଚିନି, ଗୁଜୁରାତି, ଜୁଆଣି, ଜୁଆଣିର ଫୁଲ, ଧଳା ସୋରିଷ, ଚେରୀ କୋଳି, ପୁସ୍ତା, ତେଜପତ୍ର, ଭଳି ସାମଗ୍ରୀ ଅମଳ ହେଉ ନ ଥିଲେ ସୁଦ୍ଧା କନ୍ଧମାଳ ଅଞ୍ଚଳର ନାମରେ ପ୍ୟାକିଂ କରି ବିକ୍ରି କରାଯାଉଛି । ଉକ୍ତ ଅଞ୍ଚଳରେ ଓଜନ ଓ ମାପ ବିଭାଗ ସହ ଖାଦ୍ୟ ନିରାପତ୍ତା ଓ ଏହାର ମାନଦଣ୍ଡକୁ ପରୀକ୍ଷା କରିବାକୁ ବିଭାଗ ବ୍ଲକ ସ୍ତରରେ ନ ଥିବାବେଳେ ଜିଲାସ୍ତରୀୟ ଅଧିକାରୀ ମାନେ ଏହାକୁ ଯାଞ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି।

ଫଳରେ ଜିଲା ତଥା ଜିଲା ବାହାରୁ ଓ ବିଦେଶୀ ପର୍ଯ୍ୟଟକଙ୍କ ପାଇଁ ମଧ୍ୟ ଖାଦ୍ୟ ନିରାପତ୍ତା ନେଇ ବିପଦ ରହୁଛି। ଭୁବନେଶ୍ୱରର ଜଣେ ପର୍ଯ୍ୟଟକ ସମରେନ୍ଦ୍ର ସାହୁ କୁହନ୍ତି, ସେ ଅନେକ ଥର ଦାରିଙ୍ଗବାଡି ବୁଲିବାକୁ ଆସିଛନ୍ତି ହଳଦୀ ଗୋଟିଏ ପ୍ରକାର ଆମେ ଜାଣିଛୁ କିନ୍ତୁ ଏହି ଅଞ୍ଚଳରେ କିଛି ବ୍ୟବସାୟୀ ମାନେ ଅପମିଶ୍ରିତ ହଳଦୀ ବିଭିନ୍ନ ଦରରେ ବିକ୍ରି କରୁଛନ୍ତି। ସେଠାକାର ଜନଜାତି କିମ୍ବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ସଠିକ ଅଞ୍ଚଳର ଅମଳ ସାମଗ୍ରୀ ବିକ୍ରି କରୁଛନ୍ତି ବୋଲି ସେ କହିଛନ୍ତି। ଏନେଇ କନ୍ଧମାଳ ଜିଲା ଖାଦ୍ୟ ନିରାପତ୍ତା ଓ ମାନଦଣ୍ଡ କର୍ତ୍ତୃପକ୍ଷ ସତ୍ୟବ୍ରତ ଷେଣ୍ଢଙ୍କୁ ପଚାରିବାରୁ ସେ କହିଛନ୍ତି, କେବଳ ହଳଦୀ ନୁହଁ ଏକାଧିକ ସାମଗ୍ରୀ ନକଲି ଆଶଙ୍କାରେ ଯାଞ୍ଚ ପାଇଁ ବିହିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version