• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୭୪ତମ ସ୍ୱାଧୀନତା ଦିବସ : ସବୁଠି ଉଡ଼ିଲା ତ୍ରିରଙ୍ଗା

Proprietor Abhimanyu Maharana by Proprietor Abhimanyu Maharana
August 16, 2020
in Uncategorized, ଓଡ଼ିଶା, ହୋମ୍
0
୭୪ତମ ସ୍ୱାଧୀନତା ଦିବସ : ସବୁଠି ଉଡ଼ିଲା ତ୍ରିରଙ୍ଗା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନିଉଜ (୧୬ ଅଗଷ୍ଟ ରବିବାର) ହିଞ୍ଜିଳିକାଟୁ :- ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଆତଙ୍କ ରଚି ଥିବା ବେଳେ ଚଳିତ ବର୍ଷ ୭୪ତମ ସ୍ୱାଧୀନତା ଦିବସ ନିରାଡ଼ମ୍ବର ସହକାରେ ପାଳନ କରିବାକୁ ସରକାରଙ୍କ ପକ୍ଷରୁ ନିବେଦନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଶନିବାର ହିଞ୍ଜିଳିକାଟୁ ପ୍ରେସକ୍ଳବ ଓ ଗାୟତ୍ରୀ ପରିବାରର ମିଳିତ ସହଯୋଗରେ ସ୍ଥାନୀୟ ପ୍ରେସକ୍ଳବ ଭବନ ପରିସରରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ପ୍ରେସକ୍ଳବ ସମ୍ପାଦକ ଦ୍ୱୀତିକୃଷ୍ଣ ପଣ୍ଡା ପତକା ଉତୋଳନ କରିବା ସହ ସ୍ୱାଧିନତା ଦିବସ ସର୍ମ୍ପକରେ ମତବ୍ୟକ୍ତ କରିଥିଲେ । ସାମ୍ବାଦିକ ଶେଷଦେବ ସାହୁ, ବିଶ୍ୱମ୍ବର ସାହୁ, ବିଭୁ ପ୍ରସାଦ ପଣ୍ଡା, ପ୍ୟାରିମୋହନ ପାଢି, ନିଳୟ ରଞ୍ଜନ ପଟ୍ଟନାୟକ, ଗାୟତ୍ରୀ ପରିବାରର ସଭ୍ୟ ଅଶୋକ ମହାନ୍ତିଙ୍କ ସମେତ ବହୁ ସାମ୍ବାଦିକ ଓ ଗାୟତ୍ରୀ ପରିବାରର ପରିଜନ ଉପସ୍ଥିତ ଥିଲେ ।

ସେହିପରି ସ୍ଥାନୀୟ ଜେଏମଏଫସି ନ୍ୟାୟଳୟରେ ବିଚାରପତି ରାଜଶ୍ରୀ ପଟ୍ଟନାୟକ, ଥାନାରେ ଆଇଆଇସି ଅଭିମନ୍ୟୁ ଦାସ, ତହସିଲ ଓ ସବରେଜିଷ୍ଟାର କାର୍ଯ୍ୟାଳୟରେ ଅତିରିକ୍ତ ତହସିଲଦାର ଦେବରାଜ ପାତ୍ର, ବ୍ଳକ କାର୍ଯ୍ୟାଳୟରେ ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ଉପଖଣ୍ଡ ଚିକିତ୍ସାଳୟରେ ଶିଶୁରୋଗ ବିଶେଷଜ୍ଞ ଡ଼ାକ୍ତର ଦୁର୍ଗାପ୍ରସାଦ ପଣ୍ଡା, କେନ୍ଦ୍ରୀୟ ବିଦ୍ୟାଳୟରେ ବିଡ଼ିଓ ପ୍ରସନ କୁମାର ପାତ୍ର, ଶାସନ ଆମ୍ବଗାଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅଧ୍ୟକ୍ଷ ଅରୁଣ କୁମାର ପଟେଲ, ପୋଚିଲିମା ଆଇଟିଆଇରେ ଅଧ୍ୟାପକ ମୃତ୍ୟୁଞ୍ଜୟ ପଟ୍ଟନାୟକ, ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟକ୍ଷା ଡ଼ଃ. ସ୍ୱସ୍ତିକା ପାଢି, ପୋଚିଲିମା କନିଷ୍ଠ ମହାବିଦ୍ୟାଳୟରେ ଅଧ୍ୟକ୍ଷ ରବିନ୍ଦ୍ର ପାଣିଗ୍ରାହୀ, ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରଶାସକ ଦ୍ୱିତୀକୃଷ୍ଣ ସାବତ, ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭଗବାନ ମହାନ୍ତି, ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନି, ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଓ ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏବିଇଓ ବିନାୟକ ସେଠି, ବୁରୁପୋଡ଼ା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଆରଆଇ ସୁଧାଂଶୁ ଶେଖର ପାଣିଗ୍ରାହୀ, ଶ୍ୟାମଳାଇ ଅଟୋ ଷ୍ଟାଣ୍ଡରେ ସଂଘର ସଭାପତି ଶରତ କୁମାର ସାବତ ପତକା ଉତୋଳନ କରିଥିଲେ ।

ସ୍ଥାନୀୟ ବ୍ଳକର ୨୧ଟି ପଂଚାୟତ କାର୍ଯ୍ୟାଳୟରେ ସଂପୃକ୍ତ ପଂଚାୟତର ସରଂପଚ ମାନେ ପତକା ଉତୋଳନ କରିଥିଲେ । ପୌରାଂଚଳ ତ୍ରିରଙ୍ଗା ସେବା ସଂଘ ପକ୍ଷରୁ ଲକ୍ଷ୍ମୀ ନୃସିଂହ କଳା ମନ୍ଦିର ପରିସରରେ ସ୍ତ୍ରୀ ଓ ପ୍ରସ୍ତୁତି ରୋଗ ବିଶେଷଜ୍ଞ ଡ଼ାକ୍ତର ମାଧବ କୁମାର ସାହୁ ପତକା ଉତୋଳନ କରିଥିଲେ । ଏଥିସହ ସ୍ଥାନୀୟ ପୌରାଂଚଳର ଧରିତ୍ରୀ ପବ୍ଳିକ ସ୍କୁଲ, ପ୍ରଭୁପାଦ ବିଦ୍ୟା ମନ୍ଦିର, ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିର, ଓଁ ଶ୍ରୀ ଇଂଟରନ୍ୟାସାନାଲ ସ୍କୁଲ, ବିଏନଇଏମ ସ୍କୁଲ, ବୃନ୍ଦାବନ ନାୟକ ଶିଳ୍ପ ତାଲିମ ଅନୁଷ୍ଠାନ ସମେତ ସ୍ଥାନୀୟ ବ୍ଳକ ଓ ପୌରାଂଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ପକ୍ଷରୁ ନିରାଡ଼ମ୍ବର ସହକାରେ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ଚଳିତ ବର୍ଷ ମହାମାରୀ କରୋନା ଭୁତାଣୁ ଆତଙ୍କ ଯୋଗୁଁ ସରକାରଙ୍କ ନିୟମ ପ୍ରକାରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଶିକ୍ଷାର୍ଥୀ ମାନେ ଅଂଶ ଗ୍ରହଣ କରିପାରିନଥିବା ଯୋଗୁଁ ଅସନ୍ତୋଷ ପ୍ରକାଶ କରିଥିଲେ । ( ରିପୋର୍ଟ – ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version