• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚାହା ଦେକାନ ଖୋଲିବାକୁ ଅନୁରୋଧ

Proprietor Abhimanyu Maharana by Proprietor Abhimanyu Maharana
August 16, 2020
in Uncategorized, ଓଡ଼ିଶା, ହୋମ୍
0
ଚାହା ଦେକାନ ଖୋଲିବାକୁ ଅନୁରୋଧ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନିଉଜ (୧୬ ଅଗଷ୍ଟ ରବିବାର) ହିଞ୍ଜିଳିକାଟୁ :- କରୋନା ମହାମାରୀ ଯୋଗୁଁ ଦୀର୍ଘ ୪ମାସ ଧରି କଟକଣା ଲାଗୁ କରାଯାଇଥିଲା । କରୋନା ସଂକ୍ରମଣକୁ ପ୍ରତିହିତ କରିବା ଲାଗି ଉଭୟ ସରକାର ଓ ପ୍ରଶାସନ ପକ୍ଷରୁ ବହୁ କଟକଣା ଜାରି କରାଯାଇଥିଲା । ଫଳରେ ଅଂଚଳର ପ୍ରାୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଥିଲା । ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ବର୍ତମାନ ସ୍ଥିତିରେ ସ୍ୱାବ ନମୁନା ଓ ଟେଷ୍ଟ ଯେତିକି ପରିମାଣରେ ବୃଦ୍ଧି ପାଉଛି ସେହି ଅନୁପାତରେ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । କହିବାକୁ ଗଲେ ସ୍ଥାନୀୟ ଅଂଚଳରେ କରୋନାରେ ସାମାନ୍ୟ ସୁଧାର ଆସିଛି । ଅଗଷ୍ଟ ମାସ ପହିଲାରୁ ଅନଲକ-୩ କାର୍ଯ୍ୟକାରୀ କରାଯିବା ସହ କଟକଣାରେ କିଛିଟା କୋହଳ କରାଯାଇଛି । କେବଳ ଚାହା, ପାନ ଓ ଗୁଟଖା ଦୋକାନକୁ ବାଦ୍ ଦେଲେ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକ ପ୍ରତ୍ୟହ ଭୋର ୫ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲିବା ସକାଶେ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି । ପ୍ରଶାସନର ଏଭଳି ନିଷ୍ପତି ଯୋଗୁଁ ସ୍ଥାନୀୟ ପୌରାଂଚଳର ଚାହା, ପାନ ଓ ଗୁଟଖା ଦେକାନୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଗ୍ରାମାଂଚଳ ଗୁଡ଼ିକରେ ପ୍ରଶାସନିକ ଅଧିକାରୀଙ୍କ ପକ୍ଷରୁ ତଦାରଖ କରାଯାଉନଥିବା ବେଳେ ଗ୍ରାମାଂଚଳ ଗୁଡ଼ିକରେ ଚାହା, ପାନ ଓ ଗୁଟଖା ଦୋକାନୀ ମାନେ ବ୍ୟବସାୟ ଚଲାଇ ଆସୁଛନ୍ତି । କିନ୍ତୁ ସ୍ଥାନୀୟ ପୌରାଂଚଳରେ ପ୍ରତ୍ୟହ ପୁଲିସ, ରାଜସ୍ୱ ଓ ପୌର ପ୍ରଶାସନ ପକ୍ଷରୁ ଏନଫୋର୍ସମେଂଟ ଟିମ୍ ଗଠନ କରାଯାଇ ଚଢାଉ ଜୋରଦାର କରାଯାଉଥିବାରୁ ଚାହା, ପାନ ଓ ଗୁଟଖା ଦୋକାନୀ ମାନେ ଗ୍ରାମାଂଚଳ ପରି ବ୍ୟବସାୟ କରିପାରୁନାହାନ୍ତି । ଦୀର୍ଘ ୪ ମାସ କାଳ ପ୍ରଶାସନର ଲକଡ଼ାଉନ, ସଟଡ଼ାଉନ, କଂଟେନମେଂଟ ଓ ବଫରଜୋନ ଘୋଷଣା କରାଯାଇଥିବାରୁ ସ୍ଥାନୀୟ ପୌରାଂଚଳର ଚାହା, ପାନ ଓ ଗୁଟଖା ଦୋକାନୀ ମାନେ ସେମାନଙ୍କ ଦୋକାନ ଖୋଲି ପାରିନାହାନ୍ତି । ଫଳରେ ସେମାନଙ୍କ ରେୀାଜଗାର ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି । ଏଭଳି ପରିସ୍ଥିତିରେ ପରିବାର ପ୍ରିତିପୋଷଣ କରିବା ସେମାନଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଛି । ତେଣୁ ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବା ପରି ସ୍ଥାନୀୟ ପୌରାଂଚଳର ଚାହା, ପାନ ଓ ଗୁଟଖା ଦୋକନକୁ ମଧ୍ୟ କୋଭିଡ଼ ନିୟମ ପାଳନ ପୂର୍ବକ ଖୋଲିବାକୁ ଅନୁମତି ପ୍ରଦାନ କରିବା ସକାଶେ ସ୍ଥାନୀୟ ପୌରାଂଚଳର ବହୁ ଚାହା, ପାନ ଓ ଗୁଟଖା ଦୋକାନୀ ଅନୁରୋଧ କରିଛନ୍ତି । ( ରିପୋର୍ଟ – ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version