• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ବଚ୍ଛତା ହିଁ ସେବା ବାର୍ତ୍ତା ନେଇ ମହଲପଡା ପଞ୍ଚାୟତ ଗ୍ରାମ ପଞ୍ଚାୟତ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
September 23, 2024
in ଓଡ଼ିଶା, ପୁରୀ, ହୋମ୍
0
ସ୍ବଚ୍ଛତା ହିଁ ସେବା ବାର୍ତ୍ତା ନେଇ ମହଲପଡା ପଞ୍ଚାୟତ ଗ୍ରାମ ପଞ୍ଚାୟତ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋଣାର୍କ :->  କୋଣାର୍କ ଥାନା ଅଧିନସ୍ଥ ମହଲପଡା ଗ୍ରାମପଞ୍ଚାୟତର ୧୪ ଗ୍ରାମରେ ସ୍ବଚ୍ଛତା ହିଁ ସେବାର ବାର୍ତ୍ତା ନେଇ ଅଙ୍ଗନବାଡି କର୍ମୀ, ଆଶ କର୍ମୀ ସହାୟିକା ଓ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀର ସଦସ୍ୟା ମାନଙ୍କୁ ନେଇ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହଲପଡା ଗ୍ରାମପଞ୍ଚାୟତର ସରପଞ୍ଚ ଶୀର୍ଷ ରଂଜନ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ସଫେଇ କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତର ୧୪ଗୋଟି ଗ୍ରାମରେ ଜନସାଧାରଣ ମାନଙ୍କୁ ଡେଙ୍ଗୁ, ମ୍ଯାଲେରିଆ ଓ ବିଭିନ୍ନ ପ୍ରକାର ରୋଗର ନିରାକରଣ ଓ ପ୍ରତିକାର ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା ।

ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଅଳିଆ ଆବର୍ଜନା ଓ ଅନାବନା ଗୁଡିକ ଅଙ୍ଗନବାଡି କର୍ମୀ, ସହାୟିକା, ଆଶା କର୍ମୀ ଓ ମହିଳା ସ୍ଵୟଂ ଗୋଷ୍ଠୀର ସଦସ୍ୟା ମାନଙ୍କ ଦ୍ଵାରା ସଫେଇ କରାଯାଇଥିଲା । ବ୍ଯକ୍ତିଗତ ସ୍ବଚ୍ଛତା ଓ ପରିଛନ୍ନତା ଉପରେ ମଧ୍ୟ ସଚେତନତା ସୃଷ୍ଟି କରାଯାଇଥିଲା । ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି ଙ୍କ ସ୍ବଚ୍ଛତା ହିଁ ସେବା ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମକୁ ମହଲପଡା ଗ୍ରାମପଞ୍ଚାୟତର ସମସ୍ତ ଅଙ୍ଗନବାଡି କର୍ମୀ, ଆଶା କର୍ମୀ ଓ ମହିଳା ମହାସଂଘର ସଦସ୍ୟା ମାନେ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାର୍ତ୍ତିକ ବ୍ରତରୁ ପଞ୍ଚୁକ, ଆଧ୍ୟାତ୍ମିକତାରେ ମହକେ ଓଡ଼ିଶା

କାର୍ତ୍ତିକ ବ୍ରତରୁ ପଞ୍ଚୁକ, ଆଧ୍ୟାତ୍ମିକତାରେ ମହକେ ଓଡ଼ିଶା

October 27, 2026
ରଣପୁର ବ୍ଲକ ଶଙ୍ଖମୂଳରେ ୧୬ ହାତୀଙ୍କ ଆତଙ୍କ, ଭୟରେ ଲୋକ :  ୬ ମାଣ ଧାନ ଫସଲ ନଷ୍ଟ

ରଣପୁର ବ୍ଲକ ଶଙ୍ଖମୂଳରେ ୧୬ ହାତୀଙ୍କ ଆତଙ୍କ, ଭୟରେ ଲୋକ : ୬ ମାଣ ଧାନ ଫସଲ ନଷ୍ଟ

October 27, 2026
ଓଡିଶାର ସମସ୍ତ ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିରାପତ୍ତା ରକ୍ଷୀ ଓ ପିଅନ ନିଯୁକ୍ତି ଦାବୀ

ଓଡିଶାର ସମସ୍ତ ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିରାପତ୍ତା ରକ୍ଷୀ ଓ ପିଅନ ନିଯୁକ୍ତି ଦାବୀ

October 27, 2026
ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ

ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ

October 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାର୍ତ୍ତିକ ବ୍ରତରୁ ପଞ୍ଚୁକ, ଆଧ୍ୟାତ୍ମିକତାରେ ମହକେ ଓଡ଼ିଶା

କାର୍ତ୍ତିକ ବ୍ରତରୁ ପଞ୍ଚୁକ, ଆଧ୍ୟାତ୍ମିକତାରେ ମହକେ ଓଡ଼ିଶା

October 27, 2026
ରଣପୁର ବ୍ଲକ ଶଙ୍ଖମୂଳରେ ୧୬ ହାତୀଙ୍କ ଆତଙ୍କ, ଭୟରେ ଲୋକ :  ୬ ମାଣ ଧାନ ଫସଲ ନଷ୍ଟ

ରଣପୁର ବ୍ଲକ ଶଙ୍ଖମୂଳରେ ୧୬ ହାତୀଙ୍କ ଆତଙ୍କ, ଭୟରେ ଲୋକ : ୬ ମାଣ ଧାନ ଫସଲ ନଷ୍ଟ

October 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version