• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହର୍ଷୋଲ୍ଲାସରେ ଉଦ୍ଘାଟିତ ହେଲା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ବିକାଶ ମେଳା

Proprietor Abhimanyu Maharana by Proprietor Abhimanyu Maharana
September 23, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ହର୍ଷୋଲ୍ଲାସରେ ଉଦ୍ଘାଟିତ ହେଲା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ବିକାଶ ମେଳା
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> ମୟୂରଭଞ୍ଜର ବାରିପଦା ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ବିକାଶ ମେଳାକୁ ରବିବାର ଅପରାହ୍ନରେ ମାନ୍ୟବର ମନ୍ତ୍ରୀ, ଗୃହ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଓଡ଼ିଶା ସରକାର ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ଏବଂ ମାନ୍ୟବର ମନ୍ତ୍ରୀ, ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଓଡ଼ିଶା ସରକାର ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ ଉଦ୍‌ଘାଟନ କରିଛନ୍ତି। ରାଜ୍ୟ ସରକାରଙ୍କ ୧୦୦ ଦିନର ପୂର୍ତ୍ତିରେ ଆୟୋଜିତ ଏହି ବିକାଶ ମେଳା ବାରିପଦା ଛଉ ପଡିଆ ଠାରେ ମହାସମାରୋହ ଏବଂ ହର୍ଷୋଲ୍ଲାସରେ ପାଳିତ ହୋଇଛି । ରାଜ୍ୟରେ ନୂତନ ସରକାର ଗଠନ ପରେ ୧୦୦ ଦିନ ମଧ୍ୟରେ ମୟୂରଭଞ୍ଜରେ ହୋଇଥିବା ବିକାଶୋନ୍ମୁଖୀ କାର୍ଯ୍ୟକ୍ରମ ଏବଂ ଜନମଙ୍ଗଳକାରୀ ଯୋଜନାକୁ ଅଧିକ ରୁ ଅଧିକ ଲୋକାଭିମୁଖୀ କରିବା ପାଇଁ ଜିଲ୍ଲା ପ୍ରଶାସନର ପ୍ରୟାସରେ ଏହି ବିକାଶ ମେଳାର ଶୁଭ ଆୟୋଜନ ହୋଇଥିଲା  ଏବଂ ଏହା ଆଗାମୀ ୨ଦିନ ଯାଏଁ ଚାଲିବ ।

ଏହି କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ, ରାଜ୍ୟସଭା, ଶ୍ରୀମତୀ ମମତା ମହାନ୍ତ, ମାନ୍ୟବର ସାଂସଦ, ଲୋକସଭା, ଶ୍ରୀଯୁକ୍ତ ନବ ଚରଣ ମାଝୀ, ମାନ୍ୟବର ବିଧାୟକ, ଉଦଳା, ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ମଢେଇ, ମାନ୍ୟବର ବିଧାୟକ, ବାରିପଦା,ଶ୍ରଯୁକ୍ତ ପ୍ରକାଶ ସୋରେନ, ମାନ୍ୟବର ବିଧାୟକ, ବଡ଼ସାହି, ଶ୍ରୀଯୁକ୍ତ ସନାତନ ବିଜୁଳି, ମାନ୍ୟବର ବିଧାୟକ, ସାରସକଣା ଶ୍ରୀଯୁକ୍ତ ଭାଦବ ହାଁସଦା ମାନ୍ୟବର ବିଧାୟକ, କରଞ୍ଜିଆ, ଶ୍ରୀଯୁକ୍ତ ପଦ୍ମ ଚରଣ ହାଇବୁରୁ, ମାନ୍ୟବର ବିଧାୟକ, ରାଇରଙ୍ଗପୁର ଶ୍ରୀଯୁକ୍ତ ଜଲେନ ନାଏକ, ମାନ୍ୟବର, ବିଧାୟିକା, ବାଙ୍ଗିରିପୋଷି, ସୁଶ୍ରୀ ସଞ୍ଜଳୀ ମୂର୍ମୁ ପ୍ରମୁଖ ଯୋଗ ଦେଇ ଏହି ସମରହକୁ ଭବ୍ୟ ଏବଂ ସୁରମ୍ୟ କରିଥିଲେ। ନିଜ ବକ୍ତବ୍ୟରେ ମାନ୍ୟବର ମନ୍ତ୍ରୀ ଡଃ ମହାପାତ୍ର କହିଥିଲେଯେ, ନୂଆ ସରକାର ଲୋକ ମାନଙ୍କର ସରକାର ଏବଂ ଜନହିତ ପାଇଁ ପ୍ରତିଶ୍ରୁତି ରଖି ସରକାର ଶ୍ରୀମନ୍ଦିର ୪ ଦ୍ଵାର ଖୋଲିବା ସହ ରତ୍ନଭଣ୍ଡାର ଖୋଲିଛନ୍ତି ।

ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପୋସ ଫଣ୍ଡର ବ୍ୟବସ୍ଥା କରିଛନ୍ତି । ସୁଭଦ୍ରା ଯୋଜନା ଆରମ୍ଭ କରି ମହିଳାଙ୍କୁ ସ୍ୱାବଲମ୍ବୀ ର ରାସ୍ତା ଦେଖାଇଛନ୍ତି । ଚାଷୀର ଉନ୍ନତି ପାଇଁ ଧାନର ମୂଲ୍ୟକୁ ୩୧ଶହ ଟଙ୍କା କରାଯାଇଛି। ଧାନ ବିକ୍ରିର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଟଙ୍କା ମିଳିବ । ଆଳୁ ମିଶନକୁ ଗତିଶାଳ କରି ପ୍ରତି ଉପଖଣ୍ଡରେ ଶୀତଳ ଭଣ୍ଡାର ଖୋଲାଯିବ । ପିଏମ କିଷାନ ସହ ଏବେ ସିଏମ କିଷାନରେ ଚାଷିଙ୍କୁ ସହାୟତା ଦିଆଯାଉଛି। ସେହିଭଳି ଆୟୁଷ୍ମାନ ଭାରତ ଓଡିଶାରେ ଲାଗି କରାଯାଇଛି ବୋଲି ମାନ୍ୟବର ମନ୍ତ୍ରୀ ଡଃ ମହାପାତ୍ର କହିଛନ୍ତି । ଅନ୍ୟତମ ସମ୍ମାନୀତ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ ଯୋଗଦେଇ ସରକାରଙ୍କ ୧୦୦ ଦିନର ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ ଓ ମୟୂରଭଞ୍ଜ ପାଇଁ ରାଜ୍ୟ ସରକାରଙ୍କର ବିଶେଷ ଦୃଷ୍ଟି ଅଛି ବୋଲି ଉଦ୍ବୋଧନ ଦେଇଥିଲେ ।

ଏହି ସଭାରେ ସମ୍ମାନନୀୟ ଜିଲ୍ଲାପାଳ ଶ୍ରୀ ହେମା କାନ୍ତ ସୟ ସ୍ୱାଗତ ଭାଷଣ ଦେବା ସହିତ ସହ ପ୍ରାରମ୍ଭିକ ସୂଚନା ଦେଇ ନୂଆ ସରକାର ସମୟରେ ଜିଲ୍ଲାରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ଏହି ଅବସରରେ ସମସ୍ତ ଅତିଥି ବୃନ୍ଦ ସୁଭଦ୍ରା, ସାମାଜିକ ସୁରକ୍ଷା, ରାଜ୍ୟ ଶ୍ରମ ଯୋଜନାର ହିତାଧିକାରୀଙ୍କୁ ଅତିଥିମାନେ ଅର୍ଥରାଶି ଓ ଆବଶ୍ୟକୀୟ ଉପକରଣ ବଣ୍ଟନ କରିଥିଲେ । ପରିଶେଷରେ ମାନ୍ୟବର ବିଧାୟକ, ବାରିପଦା ଶ୍ରୀ ସୋରେନ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା ।ଏହିପ୍ରରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ତରଫରୁ ବିକାଶ ମେଳରେ ୫୦ ଟି ଷ୍ଟଲ କରାଯାଇଛି ଯେଉଁଥିରେ ବିଭିନ୍ନ ବିଭାଗର ବିକାଶ ଓ ସଫଳତା ସମ୍ପର୍କରେ ପ୍ରଦର୍ଶନୀ ହେଉଛି, ଏହା ସହିତ ଓର୍ମାସ ମହିଳା ଗୋଷ୍ଠୀ ର ସଦସ୍ୟ ମାନେ ବିଭିନ୍ନ ହସ୍ତତନ୍ତ ଏବଂ ଗୃହ ଉପଯୋଗୀ ପଦାର୍ଥ ମଧ୍ୟ ବିକ୍ରି କରୁଥିଲେ ।

ଏହି ଉଦ୍ଘାଟନୀ ସମାରୋହରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଏସ. ସୁଶ୍ରୀ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, ସମସ୍ତ ଉପଜିଲ୍ଲାପାଳ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ବିସ୍ବରାଜ ବେହେରା ଓ ବାରିପଦା ପୌରପାଳିକା ନିର୍ବାହୀ ଅଧିକାରିଣୀ ଡଃ ମଧୁସ୍ମିତା ସାମନ୍ତରାୟଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ବିଶେଷ କରି ସୂଚନା ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା ଯୋଗ ଦେଇଥିଲେ। ଜିଲ୍ଲା ପ୍ରଶାସନର ଏହି ଜିଲ୍ଲା ସ୍ତରୀୟ ମେଳା ଆୟୋଜନ ପାଇଁ ମାନ୍ୟବର ମନ୍ତ୍ରୀ ଜିଲ୍ଲାପାଳଙ୍କୁ ଭୁରି ଭୁରି ପ୍ରଶଂସା କରିଥିଲେ । ସୂଚନା ଥାଉକି, ଆଜିର ଏହି ବିକାଶ ମେଳା କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ସରକାର, ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମହୋଦୟ ଯୋଗ ଦେଇ ଉଦ୍ଘାଟନ କରିବାର ନିର୍ଦ୍ଧାରଣ ଥିଲା କିନ୍ତୁ ସାମୟିକ ଅସୁବିଧା ଦୃଷ୍ଟିରୁ ମୟୂରଭଞ୍ଜ ଜିଲ୍ଲାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ହୋଇ ପାରିଲା ନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

July 22, 2026
ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version