• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆପଣ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ଏହି ଚିଠି ଲେଖୁଛି …

Proprietor Abhimanyu Maharana by Proprietor Abhimanyu Maharana
September 23, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଆପଣ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ଏହି ଚିଠି ଲେଖୁଛି …
Share on FacebookShare on TwitterWhatsapp

ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ସରକାର

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମହାଶୟ, ସାଦର ନମସ୍କାର ! ଆପଣ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ଏହି ଚିଠି ଲେଖୁଛି । ଓଡ଼ିଶାବାସୀଙ୍କର ଏହି ଆଶା ଓ ଆକାଂକ୍ଷାର ପଦବୀରେ ବସିଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ତଥା ଆପଣ ନିଜକୁ ଲୋକଙ୍କ ମୁଖ୍ୟମନ୍ତ୍ରୀ କହୁଥିବାରୁ ଆପଣଙ୍କ ଉପରେ ଅନେକ ଆଶା ଓ ଭରସା ରଖିଛି । ଅନେକ ବର୍ଷ ପୂର୍ବେ ମୋ ବାପା ସ୍ୱର୍ଗତ ନବକୃଷ୍ଣ ଚୌଧୁରୀ ଏହି ପଦାନସୀନ ଥିଲେ । ତାଙ୍କୁ ପାଖରୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିଥିବାରୁ ଆପଣ ସାଧାରଣ ଲୋକଙ୍କ ସମସ୍ୟା ସମାଧାନର କେନ୍ଦ୍ରବିନ୍ଦୁ ପାଲଟିବେ, ଏହି ଆଶା ବି ରଖୁଛି ।

ଏବେ ସୋସିଆଲ ମିଡ଼ିଆରୁ ଭୁବନେଶ୍ୱରର ଏକ ଥାନାରେ ଜଣେ ଝିଅ ପ୍ରତି ପୁଲିସ ଦ୍ୱାରା ହୋଇଥିବା ବର୍ବରୋଚିତ ଅଶାଳୀନ ବ୍ୟବହାର ବାବଦରେ ସେ ଝିଅ କହୁଥିବା ଶୁଣିଲି । ଏହା ଦେଖି ମୁଁ ସତେ ଯେମିତି ନିର୍ବାକ ହୋଇଯାଇଛି। ସରକାରୀ କର୍ମଚାରୀ ପୁଣି ସମାଜରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଦାୟିତ୍ୱରେ ଥିବା ପୋଲିସର ବ୍ୟବହାର ଯଦି ମହିଳାମାନଙ୍କ କ୍ଷେତ୍ରରେ ଏପରି ହେବ, ତେବେ ମହିଳାମାନେ ଏହି ପୁରୁଷକୈନ୍ଦ୍ରିକ ସମାଜରେ କିପରି ବଞ୍ଚିବେ, ତାହା ମୁଁ ବୁଝିପାରୁ ନାହିଁ।

ମହାତ୍ମା ଗାନ୍ଧୀ ପରା ୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ କହିଥିଲେ ଯେ, “ରାତ୍ରୀ ଅର୍ଦ୍ଧରେ ଯୁବତୀ ଝିଅଟିଏ ନିର୍ବିଘ୍ନରେ ଯେଉଁଦିନ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଯାଇପାରିବ, ସେହିଦିନ ଯାଇ ବୁଝିବ ଯେ, ଏ ଦେଶକୁ ସ୍ୱାଧୀନତା ମିଳିଛି ବୋଲି ।” ଓଡ଼ିଶାର ରାଜଧାନୀର ଛାତି ଉପରେ ଯେଉଁ ହୃଦୟ ବିଦାରକ ଘଟଣା ଝିଅଟି ସହ ଘଟିଲା, ସେଥିରେ କଣ ମୁଁ ଓ ଆପଣ ନିଜକୁ ସ୍ୱାଧୀନ ବୋଲି କହିପାରିବା ? ଆମ ଦେଶ ପାଇଁ ତିଳ ତିଳ ଜଳି ଆମକୁ ବ୍ରିଟିଶ କବଳରୁ ମୁକ୍ତ କରି ଆମରି ହାତରେ ଆମ ଶାସନ ଡୋରି ଟେକି ଦେଇଥିବା ସେ ବୁଢା ଲୋକଟିର ଆତ୍ମା ଏ ଘଟଣା ଦେଖି ଉପରେ ରହି କାନ୍ଦୁଥିବ ନିଶ୍ଚେ।

ବାରାଣସୀ ଠାରେ ଉତ୍ତରପ୍ରଦେଶ ସରକାର ଓ ରେଳ ବିଭାଗ ପକ୍ଷରୁ ଅନୈତିକ ଭାବରେ ଗାନ୍ଧୀ – ବିନୋବା – ଜୟପ୍ରକାଶଙ୍କ ସର୍ବୋଦୟ ସାଧନା କେନ୍ଦ୍ର ଉପରେ ବୁଲଡୋଜର ଚଲା ଯାଇଥିବା ଘଟଣାକୁ ବିରୋଧ କରି ସତ୍ୟାଗ୍ରହରେ ବସିଥିବା ବେଳେ ଓଡ଼ିଶାର ଏହି ମର୍ମନ୍ତୁଦ ଘଟଣା ମୋତେ ଥରାଇ ଦେଇଛି। ମହିଳାମାନଙ୍କୁ ପୁରୁଷମାନଙ୍କ ସହ ସମକକ୍ଷ ଭାବରେ ସମ୍ମାନ ଦେଉଥିବା ଆଦିବାସୀ ସମାଜର ଜଣେ ପୁଅ ହିସାବରେ ଏହି ଦୁଃଖଦ ଘଟଣାରେ ଦୋଷୀ ସମସ୍ତଙ୍କ ପ୍ରତି ଆପଣ ବ୍ୟକ୍ତିଗତ ଭାବରେ ଦୃଷ୍ଟି ଦେବା ସହ ତୁରନ୍ତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଆଶା ରଖୁଛି।

                                                            ଆପଣଙ୍କର ଶୁଭାନୁଧ୍ୟାୟୀ କୃଷ୍ଣା ମହାନ୍ତି ସଭାନେତ୍ରୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୟଭୀତ ପରିବେଶ ମଧ୍ୟରେ ଟାଙ୍ଗୀ ଗୋଷ୍ଠୀ କେନ୍ଦ୍ର ର କେତେକ କର୍ମଚାରୀ କାର୍ଯ୍ୟ କରୁଛନ୍ତି

ଭୟଭୀତ ପରିବେଶ ମଧ୍ୟରେ ଟାଙ୍ଗୀ ଗୋଷ୍ଠୀ କେନ୍ଦ୍ର ର କେତେକ କର୍ମଚାରୀ କାର୍ଯ୍ୟ କରୁଛନ୍ତି

August 20, 2026
କେନ୍ଦ୍ରୀୟ ବିଦ୍ୟାଳୟ ଜାତୀୟ ସ୍ତରୀୟ ତାଇକୋନ୍‌ଡୁ ପ୍ରତିଯୋଗୀତାରେ ଜିଲ୍ଲା ଡାଇକୋଡୁ ଅନୁଷ୍ଠାନ,ଗଜପତି ଛାତ୍ରୀର ସଫଳତା

କେନ୍ଦ୍ରୀୟ ବିଦ୍ୟାଳୟ ଜାତୀୟ ସ୍ତରୀୟ ତାଇକୋନ୍‌ଡୁ ପ୍ରତିଯୋଗୀତାରେ ଜିଲ୍ଲା ଡାଇକୋଡୁ ଅନୁଷ୍ଠାନ,ଗଜପତି ଛାତ୍ରୀର ସଫଳତା

August 20, 2026
ମହୁରୀ ଗଡ ଅଷ୍ଟଶମ୍ଭୁ ସମେତ ଅନ୍ୟାନ୍ୟ ଶିବ ପୀଠରେ ଗୁଡ଼ିକରେ ମନ୍ତ୍ରୀ ବିଭୁତି ଭୁଷଣ ଜେନା ଙ୍କ ରୁଦ୍ରାଭିଷେକଓ ପୂଜାର୍ଚନା କାର୍ଯ୍ୟ ଅନୁଷ୍ଠିତ

ମହୁରୀ ଗଡ ଅଷ୍ଟଶମ୍ଭୁ ସମେତ ଅନ୍ୟାନ୍ୟ ଶିବ ପୀଠରେ ଗୁଡ଼ିକରେ ମନ୍ତ୍ରୀ ବିଭୁତି ଭୁଷଣ ଜେନା ଙ୍କ ରୁଦ୍ରାଭିଷେକଓ ପୂଜାର୍ଚନା କାର୍ଯ୍ୟ ଅନୁଷ୍ଠିତ

August 20, 2026
ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନିର୍ବାଚନୀ ସାକ୍ଷରତା କାର୍ଯ୍ୟକ୍ରମ

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନିର୍ବାଚନୀ ସାକ୍ଷରତା କାର୍ଯ୍ୟକ୍ରମ

August 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୟଭୀତ ପରିବେଶ ମଧ୍ୟରେ ଟାଙ୍ଗୀ ଗୋଷ୍ଠୀ କେନ୍ଦ୍ର ର କେତେକ କର୍ମଚାରୀ କାର୍ଯ୍ୟ କରୁଛନ୍ତି

ଭୟଭୀତ ପରିବେଶ ମଧ୍ୟରେ ଟାଙ୍ଗୀ ଗୋଷ୍ଠୀ କେନ୍ଦ୍ର ର କେତେକ କର୍ମଚାରୀ କାର୍ଯ୍ୟ କରୁଛନ୍ତି

August 20, 2026
କେନ୍ଦ୍ରୀୟ ବିଦ୍ୟାଳୟ ଜାତୀୟ ସ୍ତରୀୟ ତାଇକୋନ୍‌ଡୁ ପ୍ରତିଯୋଗୀତାରେ ଜିଲ୍ଲା ଡାଇକୋଡୁ ଅନୁଷ୍ଠାନ,ଗଜପତି ଛାତ୍ରୀର ସଫଳତା

କେନ୍ଦ୍ରୀୟ ବିଦ୍ୟାଳୟ ଜାତୀୟ ସ୍ତରୀୟ ତାଇକୋନ୍‌ଡୁ ପ୍ରତିଯୋଗୀତାରେ ଜିଲ୍ଲା ଡାଇକୋଡୁ ଅନୁଷ୍ଠାନ,ଗଜପତି ଛାତ୍ରୀର ସଫଳତା

August 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version