• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଭିନ୍ନ ବ୍ଲକରେ ଉତ୍କଳ ସାମ୍ବାଦିକ ସଂଘ ସାଂଗଠନିକ ବୈଠକ : ଆତ୍ମସ୍ୱାର୍ଥ ନୁହେଁ, ଏକତାକୁ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
September 23, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିଭିନ୍ନ ବ୍ଲକରେ ଉତ୍କଳ ସାମ୍ବାଦିକ ସଂଘ ସାଂଗଠନିକ ବୈଠକ : ଆତ୍ମସ୍ୱାର୍ଥ ନୁହେଁ, ଏକତାକୁ ଗୁରୁତ୍ୱ
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ନିର୍ଦ୍ଦେଶରେ ଆଜି ବିଭିନ୍ନ ବ୍ଲକରେ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଛି । ଶାଖା ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ବୈଦ୍ୟଭୂଷଣ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଭିନ୍ନ ବ୍ଲକକୁ ଯାଇ ଅନେକ ବିଷୟରେ ଆଲୋଚନା କରିଛନ୍ତି । ଭାପୁର ବ୍ଲକରେ ଭାପୁର ପ୍ରେସ କ୍ଲବ ଶିଶିର କୁମାର ସାହୁ, ରଞ୍ଜନ କୁମାର ମହାପାତ୍ରଙ୍କ ସହ ଅନେକ ସାମ୍ବାଦିକ ଉପସ୍ଥିତ ରହି ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଆଲୋଚନା କରିଥିଲେ ।

ସେହିଭଳି ଭାବେ ଭାପୁର ଆଞ୍ଚଳିକ ସାମ୍ବାଦିକ ସଂଘ ବରିଷ୍ଠ ସାମ୍ବାଦିକ ଶୁଭ୍ରେନ୍ଦ୍ର ପଟ୍ଟନାୟକ, ସଂଗ୍ରାମ ପଟ୍ଟନାୟକଙ୍କ ସମେତ ଅନେକ ପ୍ରତିନିଧି ଉପସ୍ଥିତ ରହି ଆଲୋଚନା କରିବା ସହ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ସାମ୍ବାଦିକତା ଆରମ୍ଭରୁ ଆମେ ଉତ୍କଳ ସାମ୍ବାଦିକ ସଂଘ ସହ ରହି ଆସିଛୁ ଏବଂ ଆଗକୁ ମଧ୍ୟ ସଂଘକୁ ମଜବୁତ୍ କରି ସାମ୍ବାଦିକ ଏକତାକୁ ବଜାୟ ରଖିବୁ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ କହିଥିଲେ । ଖଣ୍ଡପଡ଼ାରେ ବରିଷ୍ଠ ସାମ୍ବାଦିକ ଭବାନୀ ଶଙ୍କର ସିଂସାମନ୍ତଙ୍କ ତତ୍ୱାବଧାନରେ ଆୟୋଜିତ ଆଲୋଚନା ଚକ୍ରରେ ବହୁ ସାମ୍ବାଦିକ ଯୋଗ ଦେଇ ସାମାଜିକ କାର୍ଯ୍ୟ ହାତକୁ ନେବାକୁ ଆହ୍ୱାନ ଦେଇଥିଲେ ।

ସେହିଭଳି ଭାବେ ଦଶପଲ୍ଲା ପ୍ରେସ କ୍ଲବଠାରେ ଆୟୋଜିତ ବୈଠକରେ ପ୍ରଫୁଲ କୁମାର ଦାଶ, ପ୍ରଶାନ୍ତ କୁମାର ସାହୁ, ଗଙ୍ଗାଧର ରଣାଙ୍କ ସମେତ ଅନେକ ସାମ୍ବାଦିକ ଉପସ୍ଥିତ ରହି ଜିଲ୍ଲା ଶାଖାରୁ ଗ୍ରସ୍ତ କରିଥିବା ପ୍ରତିନିଧିଙ୍କୁ ସ୍ୱାଗତ କରିବା ସହ ଗୁରୁତ୍ୱପୂର୍ଣ୍ଣ ସାଂଗଠନିକ ଆଲୋଚନା କରିଥିଲେ । ସେହିଭଳି ଭାବେ ନୂଆଗାଁ ବିଜୁ ୟୁଥ୍ କ୍ଲବଠାରେ ଆୟୋଜିତ ବୈଠକରେ ଧନେଶ୍ୱର ସାହୁ, ଶିବଦତ୍ତପାତ୍ରଙ୍କ ସମେତ ବହୁ ସାମ୍ବାଦିକ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ଉତ୍କଳ ସାମ୍ବାଦିକ ସଂଘର ଏକତା ବଜାୟ ରଖିବାକୁ ସମ୍ପାଦକ ଶ୍ରୀଯୁକ୍ତ ମହାପାତ୍ର ଆହ୍ୱାନ ଦେବା ସହ କୈାଣସି ପରିସ୍ଥିତିରେ ଆତ୍ମସ୍ୱାର୍ଥକୁ ସଂଘରେ ପ୍ରଶୟ ଦିଆଯିବ ନାହିଁ ବୋଲି କହିଥିଲେ । ସଂଘର ନିଷ୍ପତ୍ତି ଅନୁସାରେ ପ୍ରତି ତିନିମାସରେ ଥରେ ଗୋଟିଏ ବ୍ଲକରେ ଜିଲ୍ଲା ସ୍ତରୀୟ ସାଂଗଠନିକ ସଭା କରାଯିବାକୁ ସ୍ଥିର ହୋଇଛି । ନୟାଗଡ଼ ଶାଖା ପକ୍ଷରୁ ସାମ୍ବାଦିକ ଅନୀଲ କୁମାର ପଣ୍ଡା, ବିଶ୍ୱଜିତ ନାୟକ, ନିହାର ରଞ୍ଜନ ପଟ୍ଟନାୟକ, ରବି ଦାଶ ପ୍ରମୂଖ ପ୍ରତ୍ୟେକ ସଭାରେ ସାମିଲ ହୋଇ ବ୍ଲକ ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version