No Result
View All Result
୨୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡ ରେ ସାପ କାମୁଡି ଦେଇଥିଲା ।
ଏହା ପରେ ପରିବାର ଲୋକ ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ଚେଷ୍ଟା କରିଥିଲେ କିନ୍ତୁ ଗାଁ କୁ ରାସ୍ତା ନଥିବାରୁ ବଣ ପାହାଡ ଦେଇ ଆଣିବା ପାଇଁ ସାହସ କରି ପାରିନଥିଲେ l ସକାଳୁ କୌଣସି ମତେ ମେଡିକାଲକୁ ଆଣୁଥିବା ବେଳେ ଅଧା ରାସ୍ତାରେ ଉଷପର ମୃତ୍ୟୁ ହୋଇଥିଲା ।
No Result
View All Result