• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଭାରତ ସିକ୍ୟୁରିଟି ସର୍ଭିସ ତରଫରୁ ଜାତୀୟ ପତାକା ଉତ୍ତଳନ କରାଯାଇଥିଲା

Proprietor Abhimanyu Maharana by Proprietor Abhimanyu Maharana
August 16, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଭାରତ ସିକ୍ୟୁରିଟି ସର୍ଭିସ ତରଫରୁ ଜାତୀୟ ପତାକା ଉତ୍ତଳନ କରାଯାଇଥିଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ଅଗଷ୍ଟ ରବିବାର) ଭବାନୀପାଟଣା :- କାଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମହକୁମା ଠାରେ ୭୪ ତମ ସ୍ବାଧିନତା ଦିବସ ଉପଲକ୍ଷେ ଶାଖା ଅଫିସ ଭବାନୀପାଟଣା ଠାରେ ସ୍ଵାଧୀନତା ଦିବସ ପାଳନ କରାଯାଇଥିଲା । ଭାରତର ସିକୁରୁଟି ସର୍ଭିସ୍ ର ମେନେଜିଙ୍ଗ ଡାଇରେକ୍ଟର ଶ୍ରୀ ଯୁକ୍ତ ଭିକାରୀ ଚରଣ ସାହୁ Ex-army ଏବଂ ଭବାନୀପାଟଣା ଶାଖା ପ୍ରବନ୍ଧକ ଶ୍ରୀ ଯୁକ୍ତ ଶ୍ୟାମସୁନ୍ଦର ପଣ୍ଡା (ସେନାନିଯୁକ୍ତି) ଙ୍କ ନେତୃତ୍ୱରେ କୋଭିଟ ୧୯ କୁ ଆଖି ଆଗରେ ରଖି ୭୪ତମ ସ୍ବାଧିନତା ଦିବସ ପାଳନ କରାଯାଇଥିଲା ।

ଉଦଘାଟନ ଉତ୍ସବରେ ଶ୍ରୀ ଯୁକ୍ତ ଭବାନି ସଂଙ୍କର ନିହାଲ (ଷ୍ଟେଟ୍ କାଉନସିଲର ମେମ୍ବର) ପତାକା ଉତ୍ତଳନ କରିଥିଲେ, ଉପସ୍ଥିତ ଥିବା କର୍ମକର୍ତ୍ତା ମିସ ମାନିନୀ କୁମାର (କୋଡିନେଟର) ସୁରେଶ ପ୍ରଧାନ (ଫିଲ୍ଡ ଅଫିସର) ସୁପରଭାଇଜର ସୁରେଶ ଚନ୍ଦ୍ର ସାହୁ , ମତିରାମ ଗୈଡିଆ, ରଞ୍ଜିତ ବିହାର, ଅକ୍ଷୟ କୁମାର ଭୋଇ, ପ୍ରତାପ ସାହୁ ଓ ମେନେଜିଙ୍ଗ ଅଫିସର ଉପସ୍ଥିତ ଥିଲେ ସମସ୍ତ ପ୍ରସିକ୍ଷଣ ଛାତ୍ର ମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ଏବଂ ଭାରତ ସିକ୍ୟୁରିଟି ର ମେନେଜିଙ୍ଗ ଡାଇରେକ୍ଟର ଙ୍କ ତରଫରୁ ଭାରତ ସିକ୍ୟୁରିଟି ସର୍ଭିସ୍ ଜିଲ୍ଲା ର ଜେନେରାଲ ମ୍ୟାନେଜର ଶ୍ରୀ ଯୁକ୍ତ ସ୍ଵରାଜ ସାହୁ ମଧ୍ୟ ସ୍ଵାଧୀନତା ଦିବସ ରେ ଯୋଗଦେଇ ସମନ୍ତଙ୍କୁ ଶେଷରେ ଧନ୍ୟବାଦ ଜଣାଇ ଥିଲେ।(ରିପୋର୍ଟ,ଛାୟାକାନ୍ତ ନାୟକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version