• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲା କରଣ ସମାଜ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 24, 2024
in ଓଡ଼ିଶା, ଗଜପତି, ହୋମ୍
0
ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲା କରଣ ସମାଜ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
Share on FacebookShare on TwitterWhatsapp

୨୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> ଗଜପତି ଜିଲ୍ଲା ପାରଳାଖେମୁ>ଣ୍ଡି ସ୍ଥିତ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ରବିବାର ଦିନ ଦଶଟା ବେଳେ ଗଜପତି କରଣ ସମାଜର ପ୍ରଥମ ବାର୍ଷିକ ଉତ୍ସବ ପାଳନ ଉପଲକ୍ଷେ ବିଦ୍ୟାର୍ଥୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଗଜପତି କରଣ ସମାଜର ଉପଦେଷ୍ଟା ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା ଙ୍କ ସଂଯୋଜନାରେ ସଭାପତି ଶ୍ରୀ ଭେଙ୍କେଟେଶ୍ୱର୍ ପଟନାୟକଙ୍କ ସଭାପତିତ୍ବରେ ମୁଖ୍ୟ ସମ୍ପାଦକ ଶ୍ରୀ ଅମିତ କୁମାର ପଟ୍ଟନାୟକ, ସମ୍ପାଦିକା ଅରୂପଞ୍ଜଳି ମହାନ୍ତି, କୋଷାଧ୍ୟକ୍ଷ ଶ୍ରୀ ହରି ମୋହନ ପଟ୍ଟନାୟକ ଙ୍କ ସହ ଅନ୍ୟ ଅତିଥି ଜଜ୍ ମାନେ ମଞ୍ଚସ୍ଥ ହୋଇ ଆଜିର ପ୍ରତିଯୋଗୀତା ସମର୍କରେ ମତ ପ୍ରକାଶ କରିଥିଲେ।

ଏହି ଅବସରରେ ଦୁଇ ବର୍ଗଙ୍କ ପାଇଁ ଚିତ୍ରାଙ୍କନ, ତର୍କ ଏବଂ ଶାସ୍ତ୍ରୀୟ ଗୀତ ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା । ଏଥିରେ ଚିତ୍ରାଙ୍କନ ପ୍ରତିଯୋଗିତା କନିଷ୍ଠ ବିଭାଗ ନିମନ୍ତେ ମା ପାଈଁ ଗଛଟିଏ ବିଷୟ ଉପରେ ଆଦର୍ଶ ମାଳି ଗାନ୍ଧୀ ( ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ)ଦ୍ଵିତୀୟ ଗୌତମ ଶବର ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ଵପ୍ନ।ରାଣୀ ଗମାଙ୍ଗ ସେଞ୍ଚୁରିଆନ ପବ୍ଲିକ ସ୍କୁଲ,ତୃତୀୟ ଶୁଭଶ୍ରୀ ସାହୁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରସ୍ୱର୍ଣ୍ଣ ଲକ୍ଷ୍ମୀ ବେହେରା ସେଞ୍ଚୁରିଆନ ପବ୍ଲିକ ସ୍କୁଲ,ସିନିୟର୍ ନିମନ୍ତେ ସନ୍ଧ୍ୟା କଳିନ ପଲ୍ଲୀର ଦୃଶ୍ୟ ବିଷୟ ବସ୍ତୁ ଉପରେ ପ୍ରଥମ ଏରିଶ୍ମିତ ମଣ୍ଡଳ ମହେନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଦ୍ଵିତୀୟ ତୁଙ୍ଗାନି ହର୍ଶ ମହେନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ସୁଧାଂଶୁ ଶେଖର ବିଶୋଇ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର,ତୃତୀୟ ବିଶ୍ୱଜିତ୍ ପଲେଇ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର,ଆଲିକାଳ ଭୂୟାଁ ଗାନ୍ଧୀସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,

ସେହିପରି ତର୍କ ପ୍ରତିଯୋଗିତାରେ ଜୁନିଅର୍ ନିମନ୍ତେ ମୋ ଜୀବନ ର ଲକ୍ଷ୍ୟ ବିଷୟ ବସ୍ତୁ ଉପରେପ୍ରଥମ – ତନିଷ୍କା ଦାସ (ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଦ୍ଵିତୀୟଏଲ.ସୌମ୍ୟା ଶୁଭ ଦର୍ସନି ଗାନ୍ଧୀ ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ତୃତୀୟଅଙ୍କିତା ରାଇକା ଗାନ୍ଧୀ ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଜସ୍ମିନ ବରାଡ ଗାନ୍ଧୀ ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟସାୟୀ ସ୍ନିଗ୍ଧା ପଟ୍ଟନାୟକ କେନ୍ଦ୍ରୀୟ ବିଦ୍ୟାଳୟଏବଂ ତର୍କ ସିନିୟର୍ ବର୍ଗ ପାଇଁ ବାସ୍ତବରେ ମୁଁ ସ୍ବାଧିନ କି?ବିଷୟ ବସ୍ତୁ ଉପରେ ପ୍ରଥମ ସ୍ନୋୟୀ ଯୋଷିକା ଦାସ ସେଞ୍ଚୁରିଆନ ପବ୍ଲିକ ସ୍କୁଲଦ୍ଵିତୀୟ – ଏଲ ପ୍ରଜ୍ଞା ପ୍ରିୟ ଦର୍ଶିନୀ ଗାନ୍ଧୀ ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ତୃତୀୟକ୍ରିଷ୍ଣା କୁମାରୀ ରାଉତ ବର୍ଶିତା ଦାସ,ଅରୂପା ପଣ୍ଡା ସେହିପରି ଶାସ୍ତ୍ରୀୟ ଗୀତ ପ୍ରତିଯୋଗୀତା ସିନିୟର୍ ବର୍ଗ ଗୋପାଳ କୃଷ୍ଣ ପଦ୍ୟାବଳୀ ରେ ପ୍ରଥମ – ନୟନା ପଟ୍ଟନାୟକ ଦ୍ଵିତୀୟ ଅଂଶୁମାନ ଶତପଥୀ, ନିକିତା ପାଣିଗ୍ରାହି ତୃତୀୟ ଅର୍ଚ୍ଚନା ରଥ ଏବଂ ଜୁନିଅର ବର୍ଗ ରେ ପ୍ରଥମ ଆଦିତ୍ୟ କୁମାର ପାଢୀ ଦ୍ଵିତୀୟ ସଲିଲ କୁମାର ମହାନ୍ତି ତୃତୀୟ ସୂଜଲ କୁମାର ମହାନ୍ତିରାସେଶ୍ୱରୀ ପଣ୍ଡାପ୍ରମୁଖ କୃତି ହାସଲ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶ୍ରୀ ନେତ୍ରାନନ୍ଦ ପଟ୍ଟନାୟକ ମତାଙ୍ଗିନି ଗୁରୁ,ଦେବୀ ପ୍ରାସାଦପଟ୍ଟନାୟକଙ୍କ ସହ ଅନ୍ୟ ମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

October 2, 2026
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version