• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଯାପିତ

Proprietor Abhimanyu Maharana by Proprietor Abhimanyu Maharana
September 24, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଯାପିତ
Share on FacebookShare on TwitterWhatsapp

୨୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ତିନି ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଆଜି ଉଦ୍‌ଯାପିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ଶହେ ଦିନ ପୁରଣ ମଧ୍ୟରେ ଆରମ୍ଭ ହୋଇଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ୨୧ ଠାରୁ ୨୩-ସେପ୍ଟେମ୍ବର, ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲିଥିଲା , ଏହାର ଉଦ୍ଧେଶ୍ୟ ସରକାରଙ୍କ ସମସ୍ତ ଯୋଜନା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଏହାର ମୂଳ ଲକ୍ଷ ରହିଥିଲା । ଆଜିର ଏହି ଉଦଯାପନ ଦିବସରେ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ।

ସେହିପରି ଓରମାସ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗ ଦ୍ଵାରା ଷ୍ଟଲ ଖୋଲାଯାଇ ସରକାରୀ ଯୋଜନା ଉପରେ ସଚେତନତା କରଯାଇଅଛି। ସେହିପରି ପ୍ରତିଦିନ ସନ୍ଧ୍ୟାରେ ଜିଲ୍ଲାର କଳାକାର ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଅଛି। ଏହି ଅବସରରେ ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳାମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀ ବିକ୍ରୟ ହୋଇଥିଲା।ଆଜିର ଉଦଯାପନୀ ସନ୍ଧ୍ୟାରେ ମଧ୍ୟ ସ୍ଥାନୀୟ କଳାକାରଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଅନୁଷ୍ଠିତ ହୋଇଥିଲା।ଏହି ବିକାଶ ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର,

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ପ୍ରଦର୍ଶନ କରିବା ସହିତ ସଚେତନତାକରାଯାଇଛି ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇ ଥିଲା।

ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ.ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି, ଓରମାସ ଡେପୁଟି ସିଇଓ ଶ୍ରୀ ସୁବଳ ଜେନାମଣି, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ମିଶନ ଶକ୍ତି ଶ୍ରୀ ଟିମନ ବାରା, ଡେପୁଟି କଲେକ୍ଟର ଶ୍ରୀ ପାଣକୃଷ୍ଣ ପାଣିଗ୍ରାହୀ ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

ଆଇଆଇଟି ଭୁବନେଶ୍ୱରରେ ଓଡିଆପ୍ରେନ୍ୟୁର୍ ୩.୦ ରାଜ୍ୟସ୍ତରୀୟ ହ୍ୟାକାଥନ୍ ଉଦ୍‌ଘାଟିତ

October 1, 2026
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

ଆଇଆଇଟି ଭୁବନେଶ୍ୱରରେ ଓଡିଆପ୍ରେନ୍ୟୁର୍ ୩.୦ ରାଜ୍ୟସ୍ତରୀୟ ହ୍ୟାକାଥନ୍ ଉଦ୍‌ଘାଟିତ

October 1, 2026
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version