• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଚିବସ୍ତରୀୟ ବୈଠକ ଅନୁଷ୍ଠିତ : ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
September 25, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ : ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
Share on FacebookShare on TwitterWhatsapp

ସେପ୍ଚେମ୍ବର ୨୭ ଓ ୨୮ରେ ଜିଲ୍ଲାପାଳ ସମ୍ମିଳନୀ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଭିତ୍ତିକ ଆଲୋଚନା ହେବ ।

୨୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ସହଯୋଗରେ ଜନକଲ୍ୟାଣକାରୀ ‘ସୁଭଦ୍ରା’ ଯୋଜନା ସଫଳତାର ସହିତ ଆରମ୍ଭ ହୋଇଥିବାରୁ ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଥିଲେ । ରାଜ୍ୟ ସରକାରଙ୍କ ୧୦୦ ଦିନର କାର୍ଯ୍ୟ ସଫଳତା ମଧ୍ୟରେ ଯେଉଁ ସବୁ ଯୋଜନା ଏବଂ କାର୍ଯ୍ୟକ୍ରମ ଜାରି ରହିଛି, ସେସବୁକୁ ତ୍ୱରାନ୍ୱିତ କରି ବିଭାଗୀୟ କାର୍ଯ୍ୟ ପ୍ରଦର୍ଶନରେ ଅଧିକ ଉନ୍ନତି ଆଣିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଏଥି ସହିତ ମୁଖ୍ୟ ଶାସନ ସଚିବ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଭଲ ଭାବେ ବୁଝିବା ସହିତ ସେସବୁ ଦକ୍ଷତା ଏବଂ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଛନ୍ତି ।

ବିଭିନ୍ନ ଯୋଜନାର କାର୍ଯ୍ୟକାରିତାରେ ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା, ସମସ୍ୟାର ସମାଧାନ, ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ ସହ ବିଭନ୍ନ ଅଂଚଳରେ ଜନସାଧାରଣଙ୍କର ପାନୀୟ ଜଳ, ରାସ୍ତା, ସ୍ୱାସ୍ଥ୍ୟସେବା ଭଳି ସର୍ବନିମ୍ନ ଆବଶ୍ୟକତାକୁ ପୂର୍ଣ୍ଣମାତ୍ରାରେ ଉପଲବ୍ଧ କରାଇବା ସୁନିଶ୍ଚିତ କରାଯିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଗ୍ରାମାଂଚଳ ଓ ସହରାଂଚଳ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ, ଭୂ ସଂସ୍କାର, ପର୍ଯ୍ୟଟନ ସମେତ ବିଭିନ୍ନ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ପାଇଁ ରାଜ୍ୟକୁ କେନ୍ଦ୍ର ସରକାରଙ୍କର ପୁଞ୍ଜି ବିନିଯୋଗ ପାଇଁ ସ୍ୱତନ୍ତ୍ର ସହାୟତା ପାଣ୍ଠି ଅନୁଦାନ-୨୦୨୪-୨୫ର ବିନିଯୋଗ ସ୍ଥିତି ଓ ପ୍ରସ୍ତାବ ସଂପର୍କରେ ଆଲୋଚନା କରାଯାଇ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଥିଲା ।

ବୈଠକରେ ନୀତି ଆୟୋଗ ତରଫରୁ କେନ୍ଦ୍ର ବଜେଟ୍ ୨୦୨୪-୨୫ରେ ଘୋଷଣା ଅନୁଯାୟୀ ‘ପୂର୍ବୋଦୟ’ ରାଜ୍ୟମାନଙ୍କ ପାଇଁ ଏକ ବ୍ୟାପକ ଦୂରଦୃଷ୍ଟି ଯୋଜନା ପ୍ରଣୟନ ପାଇଁ ନୀତି ଆୟୋଗଙ୍କ ଦ୍ୱାରା ଗଠିତ ପରାମର୍ଶଦାତା କମିଟି ପାଇଁ ଆବଶ୍ୟକୀୟ ମତାମତ ପ୍ରଦାନ ନିମନ୍ତେ ମୁଖ୍ୟ ଶାସନ ସଚିବ ବିଭାଗୀୟ ସଚିବମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଗତ ଜୁଲାଇ ମାସରେ ନୀତି ଆୟୋଗଙ୍କ ୯ମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକରେ ଆଲୋଚିତ ନିର୍ଦ୍ଦିଷ୍ଟ କାର୍ଯ୍ୟପନ୍ଥାଗୁଡିକର କାର୍ଯ୍ୟାନ୍ୱୟନ ନେଇ ଆଲୋଚନା କରାଯାଇଥିଲା । ଚଳିତ ସେପ୍ଟେମ୍ବର ୨୭ ଓ ୨୮ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେବ ।

ଏହି ସମ୍ମିଳନୀରେ ବିଭିନ୍ନ ବିଭାଗର ସଚିବମାନଙ୍କ ସମେତ ପ୍ରଥମ ଦିନରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଦ୍ୱିତୀୟ ଦିନରେ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକମାନେ ଯୋଗଦାନ କରି ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଭିତ୍ତିକ ଆଲୋଚନା କରିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂଙ୍କ ସମେତ ଅନ୍ୟ ସମସ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version