• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍ସର୍ଗ ପରିବାର ଓ ସବୁଜ ସଂକଳ୍ପ ସଂଗଠନକୁ ଆଶାପ୍ରଦୀପ ସମ୍ବାଦପତ୍ର ପକ୍ଷରୁ ସମ୍ମାନ 2024 ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
September 27, 2024
in ଓଡ଼ିଶା, ପୁରୀ, ହୋମ୍
0
ଉତ୍ସର୍ଗ ପରିବାର ଓ ସବୁଜ ସଂକଳ୍ପ ସଂଗଠନକୁ ଆଶାପ୍ରଦୀପ ସମ୍ବାଦପତ୍ର ପକ୍ଷରୁ ସମ୍ମାନ 2024 ପ୍ରଦାନ
Share on FacebookShare on TwitterWhatsapp

୨୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :-> ରାଜଧାନୀ ଭୁବନେଶ୍ଵରସ୍ଥ ଗୀତ ଗୋବିନ୍ଦ ସଦନଠାରେ “ ଆଶାପ୍ରଦୀପ” ସମ୍ବାଦପତ୍ରର ୨୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ସମ୍ପାଦିକା ବ୍ରାହ୍ମୀପ୍ରିୟା ସାମନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ ଡ଼. ରବିନାରାୟଣ ବେହେରା ଯୋଗଦେଇଥିବା ସ୍ଥଳେ ଉଦ୍‌ଘାଟକ ତଥା ବିଶିଷ୍ଟ ଅତିଥି ଭାବରେ ଡ଼. ପ୍ରସନ୍ନ କୁମାର ପାଟ୍ଟଶାଣୀ ଯୋଗଦେଇ ସମ୍ବାଦପତ୍ରର ଭବିଷ୍ୟତ ଉଜ୍ଜ୍ବଳ ବୋଲି ଦର୍ଶାଇଥିଲେ ।

ସମ୍ମାନିତ ଅତିଥିଭାବେ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢ଼ାଲି, ଡ଼.ସରୋଜ ମହାପାତ୍ର, ସ୍ଵାରାଜ ହସ୍ପିଟାଲ ପରିଚାଳକ ଡ଼. ସ୍ଵାଧୀନ ମିଶ୍ର, ସିଦ୍ଧାର୍ଥ ପଣ୍ଡା ପ୍ରମୁଖ ଯୋଗଦେଇ ସାରବର୍ଦ୍ଧକ ଉପଯୋଗୀ ମତାମତ ମାନ ଉପସ୍ଥାପନ କରିଥିଲେ । “ ଆଶାପ୍ରଦୀପ ”ର ସ୍ଵତନ୍ତ୍ର ସଂଖ୍ୟା ଓ ଆଶା ସ୍ରୋତସ୍ଵିନୀ ପତ୍ରିକାର ପୂଜା ସଂଖ୍ୟା ସହିତ ଡ଼. ପ୍ରସନ୍ନ ପାଟ୍ଟଶାଣୀଙ୍କ ର ଡ଼ିଜିଟାଲ ପୁସ୍ତକର ଏଇଠୁ ଆରମ୍ଭ ଏବଂ ଶ୍ରୀମଦ୍ ଭଗବତ୍ ଗୀତାର ଡି଼ଜିଟାଲ ପରିବେଷଣ ଲୋର୍କାପିତ ହୋଇଥୁଲା ଓ କବି ମନ୍ଦରଧର ସାହୁ ଏବଂ ଦୟାନିଧୁ ବେହେରାଙ୍କ ପୁସ୍ତକ ଉନ୍ମୋଚନ ଉନ୍ମୋଚନ ହୋଇଥିଲା ।

ମାନ୍ୟବର ସାଂସଦ ରବି ନାରାୟଣ ବେହେରାଙ୍କୁ ସର୍ବଶ୍ରେଷ୍ଠ ସାଂସଦ ଭାବେ ଆଶାପ୍ରଦୀପ ର ସ୍ଵତନ୍ତ୍ର ସମ୍ମାନ ପ୍ରଦାନ କରାଯାଇଥିଲା । ବଲାଙ୍ଗୀର ସ୍ଵାରାଜ ମେଡ଼ିକାଲ ଚେୟାରମ୍ଯାନ ସୁଜ୍ଞାନେନ୍ଦ୍ର ମିଶ୍ରଙ୍କୁ । ଆଶାପ୍ରଦୀପ ସ୍ଵତନ୍ତ୍ର ସମ୍ମାନ ପ୍ରଦାନ କରାଯାଇଥିଲା । ଡ଼. ସରୋଜ ମହାପାତ୍ର (ଇଂରାଜୀ ବିଭାଗ ବିଜେବି କଲେଜ) ସେହିପରି ସାମ୍ବାଦିକତା କ୍ଷେତ୍ରରେ ଓଡିଶା ଏକ୍ସପ୍ରେସ ଖବର କାଗଜର ସାମ୍ବାଦିକ ସଚ୍ଚିଦାନନ୍ଦ ଗୋଛାୟତ ଙ୍କୁ ଶ୍ରେଷ୍ଠ ସାମ୍ବାଦିକ ସମ୍ମାନ ରେ ସମ୍ମାନିତ କରିବା ସହିତ ଗୋପ ବ୍ଲକ ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଉତ୍ସର୍ଗ ପରିବାର ଓ ସବୁଜ ସଂକଳ୍ପ ସଂଗଠନ କୁ ବୃକ୍ଷରୋପଣ ପରିବେଶ ସୁରକ୍ଷା ଏବଂ ସ୍ବଚ୍ଛତା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ଆଶାପ୍ରଦୀପ ସମ୍ବାଦପତ୍ର ପକ୍ଷରୁ ଶ୍ରେଷ୍ଠ ସ୍ୱେଚ୍ଛାସେବୀ ସମ୍ମାନ 2024 ପ୍ରଦାନ କରାଯାଥିଲା l ମଞ୍ଚ ପରିଚାଳନା କରିଥିଲେ ଆନି ଶତପଥୀ ଆଉ ଧନ୍ୟବାଦ ଅର୍ପଣ କରିଥିଲେ ସଂଜୀବ ଦାଶ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version