• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ସ୍ତରୀୟ ପ୍ରଧାନ ମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ଯୋଜନା(PM-JUGA)ର ମହା ଶିବିରର ସଫଳ ଆୟୋଜନ ନିମନ୍ତେ ପ୍ରାକ୍ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
September 28, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା ସ୍ତରୀୟ ପ୍ରଧାନ ମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ଯୋଜନା(PM-JUGA)ର ମହା ଶିବିରର ସଫଳ ଆୟୋଜନ ନିମନ୍ତେ ପ୍ରାକ୍ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୨୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ :-> ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ ଆଦିବାସୀ ମନ୍ତ୍ରଣାଳୟ ଭାରତ ସରକାରଙ୍କ ନିର୍ଦ୍ଦେଶରେ ପ୍ରଧାନ ମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ଯୋଜନାର(PM-JUGA) ଜିଲ୍ଲା ସ୍ତରୀୟ ମହା ଶିବିରକୁ ସଫଳ ଆୟୋଜନ ଲାଗି ଏକ ପ୍ରାକ୍ ପ୍ରସ୍ତୁତି ବୈଠକ, ଅତିରିକ୍ତ ଜିଳାପାଳ ନୟାଗଡଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ମଙ୍ଗଳ ଅଧିକାରୀ, ନୟାଗଡ ପ୍ରଧାନ ମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ଯୋଜନାର(PM-JUGA) ର ଆଭିମୂଖ୍ୟ ବିଷୟରେ ସୂଚନା ଦେଇଥିଲେ ।

ଏହି ଜିଲ୍ଲାର ଦଶପଲ୍ଲା,ଗଣିଆ ଓ ନୂଆଗାଁର ଅନୁସୂଚିତ ଜନଜାତି ବହୁଳ ମୋଟ ୧୧୩ ଟି ଗ୍ରାମକୁ ଏହି ଯୋଜନା ମାଧ୍ୟମରେ ସାମିଲ୍ କରାଯାଇଛି । ଆଗାମୀ ତା- ୦୨.୧୦.୨୦୨୪ ରିଖ ଦିନ ମାନ୍ୟବର ପ୍ରଧାନ ମନ୍ତ୍ରୀ ଏହି ଯୋଜନାକୁ ଲୋକାର୍ପଣ କରିବେ ଯାହା ନୟାଗଡର ଦଶପଲ୍ଲା ଅନ୍ତର୍ଗତ ବାଣୀଗୋଛା ଉଚ୍ଚ ବିଦ୍ୟାଳୟରେ ଆଭାସି ମାଧ୍ୟମରେ ଅନୁଷ୍ଠିତ ହେବ । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ସମସ୍ତ ଯୋଜନା କିପରି ଅନୁସୂଚିତ ଜନଜାତି ଲୋକମାନଙ୍କ ପାଖରେ ପହଁଚିବ ତେଣୁ ଜିଲ୍ଲାର ସମସ୍ତ ବିଭାଗର ଷ୍ଟଲଗୁଡିକ ସ୍ଥାପନା କରାଯାଇ ଲୋକଙ୍କୁ ଅବଗତ କାରଯିବା ଲାଗି ସ୍ଥିର କରାଯାଇଛି । ଏହି ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ସହ ବିଡିଓ ତହସିଲଦାର ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

June 15, 2026
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

June 15, 2026
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version