• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ର ଦଳୀୟ କର୍ମକର୍ତ୍ତା ଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
September 29, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ରାଜନୀତି, ହୋମ୍
0
ନୟାଗଡ ଜିଲ୍ଲା ର ଦଳୀୟ କର୍ମକର୍ତ୍ତା ଙ୍କୁ ଭେଟିଲେ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଜନଜାତି cell ବୈଠକ ରେ ମଧ୍ୟ ଯୋଗ ଦେଲେ

ସଂଗଠନ କୁ ମଜବୂତ କରିବା ପାଇଁ ପରାମର୍ଶ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ ରେ ସକ୍ରିୟ ରହିବାକୁ ପରାମର୍ଶ ଦେଲେ – ନବୀନ ପଟ୍ଟନାୟକ

ଭୁବନେଶ୍ୱର  :-> ଶଙ୍ଖ ଭବନ ଠାରେ ନୟାଗଡ ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା. ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା. ନୟାଗଡ଼ ର ବିକାଶ ପାଇଁ ବିଜେଡି ସରକାର ସମୟ ରେ ଅନେକ କାମ ହୋଇଛି.

ଶ୍ରୀ ପଟନାୟକ କହିଥିଲେ ଲୋକଙ୍କ ସହିତ ସମ୍ପର୍କ କୁ ଅଧିକ ମଜବୁତ କରିବାକୁ ହେବ.ଏଥିପାଇଁ ଦଳ ର ପଦଯାତ୍ରା କାର୍ଯ୍ୟକ୍ରମ ଓ ସଭ୍ୟ ସଂଗ୍ରହ ଅଭିଯାନ ରେ ସକ୍ରିୟ ଭାବରେ ଅଂଶ ଗ୍ରହଣ କରିବାକୁ ଶ୍ରୀ ପଟ୍ଟନାୟକ ଦଳୀୟ କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ. ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ବିଜେପି ସରକାରର ବିଫଳତା ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜେପି ସରକାରକୁ ଆସିବାର ଶହେଦିନ ବିତିଗଲାଣି. ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ଦରବୃଦ୍ଧି ଓ ବିକାଶ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ସେବା ଯୋଗାଇବାରେ ବିଫଳ ହୋଇଛନ୍ତି.

ତେଣୁ ସାଧାରଣ ଲୋକଙ୍କ ସୁଖ ଦୁଃଖ ରେ ସାମିଲ ହେବା ସହ ସରକାରଙ୍କ ବିଫଳତା ବିଷୟରେ ଲୋକଙ୍କୁ ଙ୍କୁ ସଚେତନ କରିବାକୁ ସେ ପରାମର୍ଶ ଦେଇଥିଲେ. ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା.ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି.ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ. ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଶ୍ରୀ ଅରୁଣ ସାହୁ,ବିଧାୟକ ଶ୍ରୀ ରମେଶ ବେହେରା ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ ଜିଲ୍ଲା ସଭାପତି ଦେବାଶିଷ ପଟ୍ଟନାୟକ,

ଖଣ୍ଡପଡା ର ବେଣୁଧର ପଟ୍ଟନାୟକ,ଇରାନୀ ରାୟ ,ଙ୍କ ସମେତ ଦ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ ଏବଂ ପଂଚାୟତ ପ୍ରତିନିଧି ମାନେ ଉଦବୋଧନ ଦେଇ ବିଜେଡି କୁ ଶକ୍ତିଶାଳୀ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇ କାମ କରିବେ ବୋଲି ଘୋଷଣା କରଥିଲେ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ର ଚାରି ବିଧାନସଭା ନିର୍ବାଚନ ମଣ୍ଡଳୀ,ଆଠ ବ୍ଲକ ୩NAC ଓ ନୟାଗଡ ମୁନିସିପାଲିଟି ଅଂଚଳ ରେ ଦଳୀୟ ନେତା ମାନେ ଭାଗ ନେଇଥିଲେ. ପୂର୍ବରୁ ଶ୍ରୀ ନବୀନ ପଟ୍ଟନାୟକ ଦଳ ର ST cell ର ବୈଠକରେ ଯୋଗ ଦେଇ ଜନଜାତି ଭାଇଭଉଣୀଙ୍କ କଲ୍ୟାଣ ପାଇଁ କାମ କରୁଛି ଓ କରିଚାଳିବ ବୋଲି ଘୋଷଣା କରିଥିଲେ.

ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ନିରଞ୍ଜନ ବିଶି ବିଧାୟକ ମନୋହର ରନ୍ଧାରୀ,ବିଧାୟକ ପ୍ରଦୀପ ଦିଶାରୀ,ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ,ପୂର୍ବତନ ମନ୍ତ୍ରୀ ସୁଦାମ ମାଣ୍ଡ୍ରି,ଜଗନ୍ନାଥ ସାରକା,ରମେଶ ମାଝୀ,ପୂର୍ବତନ ଉପ ବାଚସ୍ପତି ସାନନ୍ଦ ମାରାଣ୍ଡି ପୂର୍ବତନ ସାଂସଦ ଝିନ ହିକକା ପ୍ରମୁଖ ଜନଜାତି କଲ୍ୟାଣ ଦିଗରେ ବିଜେଡ଼ି ସରକାର ର ବିଭିନ୍ନ କାର୍ଯ୍ୟକ୍ରମ ବିଷୟ ରେ ଆଲୋଚନା କରିବା ସହ ST cell କୁ ଅଧିକ କ୍ରିୟାଶୀଳ କରିବା ଦିଗରେ ସୁଚିନ୍ତିତ ପରାମର୍ଶ ଦେଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version