• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶୁଭ ଉଦଘାଟନ

Proprietor Abhimanyu Maharana by Proprietor Abhimanyu Maharana
October 1, 2024
in ଓଡ଼ିଶା, ଗଜପତି, ହୋମ୍
0
ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶୁଭ ଉଦଘାଟନ
Share on FacebookShare on TwitterWhatsapp

୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼  :-> ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦଘାଟନ କରିଛନ୍ତି। ସମ୍ମାନିତ ଅତିଥି ଭାବରେ ପ୍ରକଳ୍ପ ପ୍ରଶାସକ,ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା,ଜିଲ୍ଲା ମଙ୍ଗଳ ଅଧିକାରୀ ସୁଶ୍ରୀ ମମତା ରାଣୀ ପରିଡ଼ା,ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ, ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ଶ୍ୟାମଘନ ଭୂୟାଁ, ଗଜପତି ଜିଲ୍ଲା ଶିକ୍ଷା ନିରୀକ୍ଷକ ଶ୍ରୀ ରମେଶ ଚନ୍ଦ୍ର ଦାସ, ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସୁରେଶ କୁମାର ସାହୁ ପ୍ରମୁଖ ମଞ୍ଚାସିନଥିଲେ।

ଏହି ପ୍ରଶିକ୍ଷଣ ଶିବିର କାର୍ଯକ୍ରମ ତାରିଖ ୩୦.୯.୨୦୨୪ ଓ ୧.୧୦.୨୦୨୪ ରିଖପଯ୍ୟନ୍ତ ଦୁଇ ଦିନ ଧରି ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଆରମ୍ଭ ହୋଇଅଛି। ଏହି ପ୍ରଶିକ୍ଷଣ ଶିବିରରେ ରାୟଗଡ଼ା ଜିଲ୍ଲାରୁ ୬୭ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଓ ଗଜପତି ଜିଲ୍ଲାରୁ ୪୦ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏହାର ଉଦ୍ଧେଶ୍ୟ ଛାତ୍ରଛାତ୍ରୀ ମାନଙ୍କର ଏକବିଂଶ ଶତାବ୍ଦୀର ଦକ୍ଷତା ପ୍ରତିପୋଷଣ,ସାମାଜିକ ଭାବପ୍ରବଣ ଶିକ୍ଷାର ବିକାଶ ଓ ଆଦିବାସୀ ପରିଚୟ ଏବଂ ସଂସ୍କୃତିର ବିକାଶ । ସେହିପରି ଛାତ୍ରଛାତ୍ରୀମାନଙ୍କର ମଧ୍ୟରେ ବିକାଶ ହେବାକୁ ଥିବା ଦକ୍ଷତା ଯଥା ଚିନ୍ତନ,ଯୋଗାଯୋଗ, ସମସ୍ୟା ସମାଧାନ,ସହଯୋଗ,

ସୃଜନୀ ଶିଳତାର ବିକାଶ ଓ ପିଲାମାନଙ୍କୁ ବିଭିନ୍ନ ମାଧ୍ୟମରେ ସଚେତନତା କରିବା ଯଥା ଆତ୍ମ ପରିଚାଳନା, ସାମାଜିକ ସଚେତନତା, ସମ୍ପର୍କ ଦକ୍ଷତା ଓ ଦାୟିତ୍ଵ ବାନ ନିଷ୍ପତ୍ତି ଇତ୍ୟାଦି। ପ୍ରକଳ୍ପ ଆଧାରିତ ଶିକ୍ଷଣ ହେଉଛି ଏକ ଶିକ୍ଷାଦାନ ପ୍ରଣାଳୀ, ଯେଁଉ ଥିରେ ଛାତ୍ରଛାତ୍ରୀମାନେ ବାସ୍ତବ ଦୁନିଆଁ ଏଵଂ ଅର୍ଥ ପୂର୍ଣ୍ଣ ପ୍ରକଳ୍ପର ସକ୍ରିୟ ଭାବରେ ଯୋଡ଼ିତ ହୋଇ ଶିଖିତାନ୍ତି। ଏହି ପ୍ରଶିକ୍ଷଣ କାର୍ଯକ୍ରମ ଅନୁସୂଚୀତ ଜନଜାତି ଓ ଅନୁସୂଚିତ ଜାତି ସଂଖ୍ୟା ଲଘୁ ଓ ପଛୁଆ ବର୍ଗ ବିଭାଗ ର ମିଳିତ ସହଯୋଗ ରେ ଅନୁଷ୍ଠିତ ହୋଇଛି । ଏହି ଦୁଇ ଦିନିଆ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସ୍ଥାନୀୟ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026
କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

October 2, 2026
ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

October 2, 2026
ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026
କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version