• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି : ଗୋଷାଣୀ ବ୍ଲକ୍ କେରାଣ୍ଡି ପଞ୍ଚାୟତ ରୁ ଆନ୍ଧ୍ର ପ୍ରଦେଶ କୁ ଦେଶୀମଦ ଚୋରା ଚାଲାଣ ବେଳେ ଆନ୍ଧ୍ର ପ୍ରଦେଶର ଅବକାରୀ ବିଭାଗର ହାବୁଡ଼ରେ ପଡ଼ି ୪ ଗିରଫ,

Proprietor Abhimanyu Maharana by Proprietor Abhimanyu Maharana
August 17, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଗଜପତି : ଗୋଷାଣୀ ବ୍ଲକ୍ କେରାଣ୍ଡି ପଞ୍ଚାୟତ ରୁ ଆନ୍ଧ୍ର ପ୍ରଦେଶ କୁ ଦେଶୀମଦ ଚୋରା ଚାଲାଣ ବେଳେ ଆନ୍ଧ୍ର ପ୍ରଦେଶର ଅବକାରୀ ବିଭାଗର ହାବୁଡ଼ରେ ପଡ଼ି ୪ ଗିରଫ,
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୭ ଅଗଷ୍ଟ ସୋମବାର) ପାରଳାଖେମୁଣ୍ଡି :- ଓଡିଶାର ଗଜପତି ଜିଲ୍ଲାରୁ ଆନ୍ଧ୍ରକୁ ଦେଶୀମଦ ଚୋରା ଚାଲାଣ ବେଳେ ଆନ୍ଧ୍ର ପୋଲିସ ହାବୁଡ଼ରେ ପଡ଼ି ୪ଜଣ ଗିରଫ ହୋଇ ଥିବା ଜଣାପଡିଛି। ଘଟଣାରୁ ପ୍ରକାଶ ଗୋଷାଣୀ ବ୍ଲକର କେରାଣ୍ଡି ପଞ୍ଚାୟତର କିଛି ଯୁବକ ବାଇକ ଯୋଗେ ପଡୋଶୀ ଆନ୍ଧ୍ର ରାଜ୍ୟକୁ ଚୋରା ଦେଶୀ ମଦ ଚାଲାଣ କରୁଥିବାବେଳେ ଆନ୍ଧ୍ର ପ୍ରଦେଶର ଟେକାଲି ମଣ୍ଡଳମର ଅବକାରୀ ବିଭାଗର ହାତରେ ଧରାପଡିଛନ୍ତି । ଏମାନଙ୍କ ନିକଟରୁ ମୋଟ ୯ଶହ ଲିଟର ଚୋରା ଦେଶୀ ମଦ ଜବତ ହୋଇଛି । ଏ ସମ୍ପର୍କରେ ଗଜପତି ଅବକାରୀ ବିଭାଗ କିମ୍ବା ପୋଲିସ ବିଭାଗ ପାଖରେ କୌଣସି ଖବର ନଥିବାବେଳେ ଏମାନଙ୍କୁ ସୀମାନ୍ତବର୍ତ୍ତୀ ମେଳିଆପୁଟି ମଣ୍ଡଳରେ ଆନ୍ଧ୍ର ପ୍ରଦେଶର ଅବକାରୀ ବିଭାଗର ସ୍କୁଆଡ କୌଣସି ସୂତ୍ରରୁ ଖବରପାଇ କାବୁ କରିଥିଲେ । ଏମାନେ ଏକ ହିରୋହୁଣ୍ଡା ସ୍ଲେଣ୍ଡର ବାଇକ ଏପି ୩୧ ଏଡି ୫୯୫ ଏବଂ ଏକ ଅଟୋରିକ୍ସା ନମ୍ବର ଏପି୩୦ ଡବ୍ଲ୍ୟୁ ୩୭୨୬ ଜରିଆରେ ୯ଶହ ଗୋଟି ପାଉଚ ଯାହାକି ଆନୁମାନିକ ୯ଶହ ଲିଟର ହେବ ବୋଲି ଜଣାପଡିଛି । ଏହି କାରବାରରେ ପାରଳାଖେମୁଣ୍ଡି ସହରର ଉପକଣ୍ଠରେ ଥିବା ଗୋଷାଣୀ ବ୍ଲକ ଅନ୍ତର୍ଗତ କେରାଣ୍ଡି ପଞ୍ଚାୟତର ଏସ.ତିରୁପତି, ଏନ୍‌.ବାଳକ୍ରିଷ୍ଣା, ଜେନା ସନ୍ତୋଷ,

ସାଇଲଡା ସଞ୍ଜୀବ ସମ୍ପୃକ୍ତଥିବାବେଳେ ଏମାନଙ୍କୁ ଆନ୍ଧ୍ର ଅବକାରୀ ବିଭାଗ ଗିରଫ କରିଥିବା ଜଣାପଡିଛି । ତେବେ ବର୍ତ୍ତମାନ କରୋନା ସମୟରେ ଆନ୍ଧ୍ର ପ୍ରଦେଶର ମେଳିଆପୁଟ ଯିବାକୁ ହେଲେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ସୀମାରେ ଥିବା ଦୁଇଟି ନାକ । ଗେଟ୍ ଦେଇ ଯିବାକୁ ପଡ଼େ କିନ୍ତୁ ଆଶ୍ଚର୍ଯ୍ୟର ବିଷୟଏହି କି ଜେ ଏହି ଦୁଇଟି ଗେଟ ଦେଇ ଏତେ ପରିମାଣର ମଦ ଏକ ଅଟୋ ରିକ୍ସା ରେ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ପୋଲିସ ମୁତୟନ ରହିଥିବାବେଳେ ଏମାନଙ୍କ ଉପରେ କିପରି ଦୃଷ୍ଟି ନଜର ପଡିଲା ନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ନା ପୋଲିସ ଓ ଅବକାରୀ ବିଭାଗର କିଛି ଦୁର୍ନୀତି ଗ୍ରସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଜାଣତରେ ଏହି ଚୋରା ଦେଶୀ ମଦ ବ୍ୟବସାୟ ଦୀର୍ଘ ଦିନ ଧରି ଚାଲିଥିଲା କି ନାହିଁ ତାହା ର ତଦନ୍ତ ମଧ୍ୟ ଆବଶ୍ୟକତା ରହିଛି । ଆନ୍ଧ୍ର ପ୍ରଦେଶ ଅବକାରୀ ବିଭାଗର ହାତରେ ଓଡ଼ିଶାର ମଦ ଓ ଓଡ଼ିଶାର ମଦ ବେପାରୀ ଧରା ପଡ଼ିବା ପରେ ଏହି ଚୋରା ଦେଶୀ ମଦ କାରବାର ଅବାଧରେ ଚାଲୁଥିବା ଘଟଣା ଲୋକୋଚନକୁ ଆସି ପାରିଛି । ପାରଳାଖେମୁଣ୍ଡି (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version