• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନନୀୟ ପ୍ରଧାନମନ୍ତ୍ରୀ ଙ୍କ ସ୍ୱଚ୍ଛ ପକ୍ଷ ଅଭିଯାନ ଓ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରେ ମହୋଦଧି ସଫେଇ କାର୍ଯ୍ୟକ୍ରମ ପ୍ରଥମ ଥର ପାଇଁ ମହୋଦଧି ସଫେଇ ପାଇଁ ପ୍ରୟାସ

Proprietor Abhimanyu Maharana by Proprietor Abhimanyu Maharana
October 3, 2024
in ଓଡ଼ିଶା, ପୁରୀ, ହୋମ୍
0
ମାନନୀୟ ପ୍ରଧାନମନ୍ତ୍ରୀ ଙ୍କ ସ୍ୱଚ୍ଛ ପକ୍ଷ ଅଭିଯାନ ଓ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରେ ମହୋଦଧି ସଫେଇ କାର୍ଯ୍ୟକ୍ରମ ପ୍ରଥମ ଥର ପାଇଁ ମହୋଦଧି ସଫେଇ ପାଇଁ ପ୍ରୟାସ
Share on FacebookShare on TwitterWhatsapp

 ୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ମାନନୀୟ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ ଠାରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ସମ୍ପୂର୍ଣ ଭାରତ ବର୍ଷରେ ସ୍ୱଚ୍ଛତା ପକ୍ଷ ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ପୁରୀର ସାମାଜିକ ସାଂସ୍କୃତିକ ଧାର୍ମିକ ଓ ଅର୍ଥନୀତି ସହିତ ଜଡ଼ିତ ପୁରୀର ମହୋଦଧି ସ୍ୱଚ୍ଛତା ଓ ପବିତ୍ରତା ରକ୍ଷା ପାଇଁ ପ୍ରୟାସ ଆରମ୍ଭ କରାଯାଇଛି।ପୁରୀ ଜିଲ୍ଲାର ସ୍ବେଛାସେବୀ ସଙ୍ଗଠନ ଦି ବେଲ୍,ପୁରୀ ପୌରାପାଳିକା ,ସ୍ଥାନୀୟ ମତ୍ସ୍ୟଜୀବୀ ସଙ୍ଘ୍ ,ପୁରୀ ବିଚ୍ ଲାଇଫ ଗାର୍ଡ ମହାସଂଘ୍ ଓ ବିଭିନ୍ନ ଅନୁଷ୍ଠାନ ମିଳିତ ଭାବରେ ମହୋଦଧିର ସ୍ୱଚ୍ଛତା ରକ୍ଷା ପାଇଁ ପ୍ରଥମ ଥର ପାଇଁ ମହୋଦଧି ବା ସମୁଦ୍ର ସଫେଇ ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି।

ପୁରୀ ବେଳାଭୂମି ଲାଇଟ୍ ହାଉସ ଠାରେ ଥିବା ଫିସ ଲାଣ୍ଡିଂ ସେଣ୍ଟର୍ ଠାରେ ଆୟୋଲଯିତ୍ ଏହି କାର୍ଯ୍ୟକ୍ରମରେ ୧୨ ରୁ ଉର୍ଦ୍ଧ୍ବ ମାଛ ଧରା ଡଙ୍ଗାରେ ୫୦ ରୁ ଉର୍ଦ୍ଧ୍ବ ମତ୍ସ୍ୟଜୀବି ଓ ଲାଇଫ ଗାର୍ଡ ଗଭୀର ସମୁଦ୍ର ଭିତରେ ଭାସୁଥିବା ଆବର୍ଜନା ଓ ପ୍ଲାଷ୍ଟିକ କୁ ସଂଗ୍ରହ କରି କୂଳକୁ ଆଣିଥିଲେ।ଏହି ଅର୍ୟ୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପୁରୀ ପୌର ଅଧିକାରୀ ଅଭିମନ୍ୟୁ ବେହେରା କହିଥିଲେ ଜେ ସମୁଦ୍ର ତଟର ସ୍ୱଚ୍ଛତା ପାଇଁ ସମସ୍ତେ ପ୍ରୟାସ କରୁଥିବା ବେଳେ ସମୁଦ୍ର ରୁ ଆବର୍ଜନା ସଫା କରିବା କୁ କେହିବି ପ୍ରୟାସ କରୁନାହାନ୍ତି ତେଣୁ ଅନୁଷ୍ଠାନର ଏଭଳି ପ୍ରୟାସ ପ୍ରଶଂସନୀୟ। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ନାଲକୋର ପୂର୍ବତନ ସି ଏମ ଡକ୍ଟର ତପନ କୁମାର ଚାନ୍ଦ ବିଶେଷ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ କହିଲେ ଯେ ଏହି ଅଭିନବ ପ୍ରୟାସ ସମସ୍ତଙ୍କୁ ସଂକେତ ପ୍ରଦାନ କରିବ ଯେ କେବଳ ଉପକୂଳ ବା ସମୁଦ୍ରତଟ ନୁହଁ ସମୁଦ୍ର କୁ ମଧ୍ୟ ନିର୍ମଳ ଓ ସୁରକ୍ଷିତ ରଖିବା ଆବଶ୍ୟକ।

ଏହା ଦ୍ବାରା ସାମୁଦ୍ରିକ ଯିବ ସୁରକ୍ଷିତ ରହିବା ସହିତ ଏହାର ଇକୋଲଜୀ ସିଷ୍ଟମ ମଧ୍ୟ ଠିକ୍ ରହିବ। ଅନ୍ୟ ତମ ଅତିଥି ଭାବରେ ବିଶିଷ୍ଟ ଶିଳ୍ପ ପତି ତାରିଣୀ ମହାନ୍ତି,ଅଧିବକ୍ତା କୁଳମଣି ବିଶ୍ଵାଳ ପ୍ରମୁଖ ଅତିଥି ଭାବରେ ଉପସ୍ଥିତି ଥିଲେ ଏବଂ ଏହି ସମୁଦ୍ର ସଫେଇ କାର୍ଯ୍ୟ କ୍ରମ ଅନ୍ୟ ମାନଙ୍କ ପାଇଁ ପ୍ରେରଣା ଦାୟୀ ହେବା ସହିତ ସ୍ୱଚ୍ଛ ପକ୍ଷ ବା ସ୍ୱଚ୍ଛତା ପଖୱାଡା କାର୍ଯ୍ୟକ୍ରମରେ ଏକ ମାଇଲ ଖୁଣ୍ଟ ଯୋଡ଼ିବ ବୋଲି କହିଥିଲେ।ଏହି ଅବସରରେ ପୁରୀ ଲାଇଫ ଗାର୍ଡ ମାହସଂଘ୍ ,ବୁଢ଼ୀ ମା ମତ୍ସ୍ୟଜୀବୀ ସଙ୍ଘ୍,ସାତ ଲହଡ଼ି ମତ୍ସ୍ୟଜୀବୀ ସଂଘ୍,ଶ୍ରୀକ୍ଷେତ୍ର ମତ୍ସ୍ୟ ଯିବି ସଂଘ୍ ,ସାଗର ସୋସାଇଟି,ଶ୍ରୀକ୍ଷେତ୍ର ମତ୍ସ୍ୟଜୀବୀ ସୋସାଇଟି ,ବୁଢ଼ୀ ମା ମତ୍ସ୍ୟଜୀବୀ ସମବାୟ ସମିତି ଓ ପୁରୀ ଜିଲ୍ଲା ସାମୁଦ୍ରିକ ମତ୍ସ୍ୟଜୀବି ଇଉନୀୟନ ର କର୍ମକର୍ତ୍ତା ମାନଙ୍କୁ ସମ୍ମାନୀତ କରାଯାଇ ଥିଲା।କାର୍ଯ୍ୟକ୍ରମକୁ ବେଲ୍ ଅଧକ୍ଷ ସିଦ୍ଧାର୍ଥ ରାୟ,ଉପାଧ୍ୟକ୍ଷ ସୁକାନ୍ତ ପଣ୍ଡା ,ପୁରୀ ବିଚ୍ ଲାଇଫ ଗାର୍ଡ ମହାସଂଘ୍ ସମ୍ପାଦକ ହ୍ୟାରୀ ରାଓ ଏବଂ ବେଲ୍ ଅନୁଷ୍ଠାନ ର ସ୍ବେଛାସେବୀ ମାନେ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version