• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଳାର କାଶୀନଗର ଠାରେ ସଂଯୁକ୍ତ କିଶାନ୍ ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 3, 2024
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଳାର କାଶୀନଗର ଠାରେ ସଂଯୁକ୍ତ କିଶାନ୍ ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ଦିବସ ପାଳିତ
Share on FacebookShare on TwitterWhatsapp

୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> କୃଷକ ସଂଗଠନ ମାନଙ୍କ ସର୍ବଭାରତୀୟ ମଞ୍ଚ “ସଂଯୁକ୍ତ କିଶାନ୍ ମୋର୍ଚ୍ଚା” ପକ୍ଷରୁ ଆଜି ସର୍ବଭାରତୀୟ ପ୍ରତିବାଦ ଦିବସ ପାଳିତ ହୋଇଯାଇଛି ।ସଂଯୁକ୍ତ କିଶାନ୍ ମୋର୍ଚ୍ଚାର ସର୍ବଭାରତୀୟ କମିଟିର ଡାକରା ପରିପ୍ରେକ୍ଷିରେ ଆଜି ଗଜପତି ଜିଲ୍ଲା ଅନ୍ତର୍ଗତ କାଶୀନଗର ଠାରେ ବିଭିନ୍ନ କୃଷକ ସଂଗଠନ ମାନଙ୍କ ପକ୍ଷରୁ ଆୟୋଜିତ ପ୍ରତିବାଦରେ ବିଭିନ୍ନ ଗ୍ରାମର ଶତାଧିକ କୃଷକ ଯୋଗ ଦେଇଥିଲେ ।ଏଠାରେ ଉଲ୍ଲେଖଯୋଗ୍ୟ ଯେ ଗତ ୨୦୨୦ ମସିହାର ଆଜିର ଦିନରେ ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରୀ ଠାରେ ବିଜେପି ନେତା ତଥା ତତ୍କାଳୀନ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଟେନୀ’ଙ୍କ ପୁଅ ଓ ତାଙ୍କ ସହଯୋଗୀ ଗୁଣ୍ଡାମାନେ ଶାନ୍ତିପୂର୍ଣ୍ଣ ଭାବେ ରାସ୍ତାରେ ଯାଉଥିବା କୃଷକ ଆନ୍ଦୋଳନର କର୍ମୀମାନଙ୍କ ଉପରେ ନିଜର ଗାଡି ଚଳାଇ ଆକ୍ରମଣ କରିଥିଲେ ।

ଏଥିରେ ଚାରି ଜଣ କୃଷକ’ଙ୍କ ସହ ଜଣେ ସ୍ଥାନୀୟ ସାମ୍ବାଦିକ ପ୍ରାଣ ହରାଇଥିବା ବେଳେ ଅନେକ ଗୁରୁତର ଭାବେ ଆହତ ହୋଇଥିଲେ । ମୋଦି ସରକାରଙ୍କ ତିନି କଳା ଆଇନକୁ ବିରୋଧ କରି ସେତେବେଳେ ଦିଲ୍ଲୀ ସୀମାନ୍ତରେ କୃଷକ ମାନଙ୍କ ଆନ୍ଦୋଳନ ଚାଲିଥିବା ବେଳେ ଲକ୍ଷ୍ମୀପୁର ଖେରୀର ଏହି ଘଟଣା ସେତେବେଳେ ସାରା ଦେଶରେ ଚହଳ ପକାଇଥିଲା । ସେହି ଘଟଣାରେ ଶହୀଦ ହୋଇଥିବା କୃଷକମାନଙ୍କୁ ମନେ ପକାଇବା ପାଇଁ ତଥା ସରକାରଙ୍କ କୃଷକ ବିରୋଧି ନୀତିର ପ୍ରତିବାଦ କରିବାକୁ ପ୍ରତିବର୍ଷ ଏହି ଦିନକୁ ପ୍ରତିବାଦ ଦିବସ ଭାବେ ସଂଯୁକ୍ତ କିଶାନ୍ ମୋର୍ଚ୍ଚା ପକ୍ଷରୁ ପାଳନ କରାଯାଉଛି ।ଆଜି ସଂଯୁକ୍ତ କିଶାନ୍ ମୋର୍ଚ୍ଚାର ଡାକରାରେ ଅଖିଳ ଭାରତ କିଶାନ୍ ମଜଦୁର ସଭା (ଏ:ଆଇ:କେ:ଏମ:ଏସ:) ର କାଶୀନଗର ବ୍ଲକ କମିଟି ପକ୍ଷରୁ କାଶୀନଗର ଠାରେ ଲକ୍ଷ୍ମୀପୁର ଖେରୀର କୃଷକ ହତ୍ୟା ପ୍ରତିବାଦ ଦିବସ ପାଳନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଅଖିଳ ଭାରତ କିଶାନ୍ ମଜଦୁର ସଭା ର ଜିଲ୍ଲା ସମ୍ପାଦକ ଶ୍ରୀ କେଦାର ଶବର , କାଶୀନଗର ବ୍ଲକ ସଭାପତି ଶ୍ରୀ ସମ୍ବାରୁ ଶବର ଙ୍କ ସମେତ ମଜଦୂର ସଭାର ଶ୍ରୀ ଚୈତନ୍ୟ ଶବର , ଶ୍ରୀ ଜୁନେସ ମେଦି ଓ ଗଜପତି ଜିଲ୍ଲା ରଈତ କୁଲି ରଈତ ସଂଘ ପକ୍ଷରୁ ଶ୍ରୀ ଆର୍.ଲୋକନାଥାମ୍ ପ୍ରମୁଖ ଯୋଗ ଦେଇ କେନ୍ଦ୍ର ସରକାରଙ୍କ କୃଷକ ବିରୋଧି ନୀତିର ପ୍ରତିବାଦ କରିଥିଲେ । କୃଷକମାନଙ୍କ ସବୁ ଫସଲର ସର୍ବନିମ୍ନ ସହାୟକ ଦର ପାଇଁ ଆଇନ ପ୍ରଣୟନ କରିବା , ସବୁ କୃଷକଙ୍କ ସମସ୍ତ କୃଷିଋଣ ଛାଡ କରିବା , କୃଷକ ବିରୋଧି ପ୍ରସ୍ତାବିତ ବିଦ୍ୟୁତ୍ ବିଲକୁ ପ୍ରତ୍ୟାହାର କରିବା , ଜଙ୍ଗଲ ଜମିରେ ଚାଷବାସ କରୁଥିବା ସମସ୍ତ ଆଦିବାସୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିବା , ୬୦ ବର୍ଷ ପରେ ସବୁ କୃଷକଙ୍କୁ ମାସିକ ସର୍ବନିମ୍ନ ପାଞ୍ଚ ହଜାର ଟଙ୍କା ସାମାଜିକ ଭତ୍ତା ପ୍ରଦାନ କରିବା ଆଦି ଦାବି କରା ଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version