• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବ୍ଲକ ବିଜେଡି ଦଳ ପକ୍ଷରୁ ଗାଁକୁ ଚାଲ ଅଭିଯାନ ଶୁଭାରମ୍ଭ ଓ ଗାନ୍ଧୀ, ଶାସ୍ତ୍ରୀ ଜୟନୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 4, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ବ୍ଲକ ବିଜେଡି ଦଳ ପକ୍ଷରୁ ଗାଁକୁ ଚାଲ ଅଭିଯାନ ଶୁଭାରମ୍ଭ ଓ ଗାନ୍ଧୀ, ଶାସ୍ତ୍ରୀ ଜୟନୀ ପାଳିତ
Share on FacebookShare on TwitterWhatsapp

୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ରଣପୁର  :-> ରାଜ୍ୟ ବିଜେଡି ସଭାପତି ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେଶକ୍ରମେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବିଜେଡି ସଭାପତି ସଚିକାନ୍ତ ଷଡ଼ଙ୍ଗୀ ଓ ରଣପୁର ଏନ ଏ ସି ଅଧକ୍ଷା ରଙ୍ଗୀନ ମହାନ୍ତିଙ୍କ ମିଳିତ ଆବାହକତ୍ୱରେ ରଣପୁର ମଣିନାଗ ମନ୍ଦିର କଲ୍ୟାଣ ମଣ୍ଡପଠାରେ ରଣପୁର ବ୍ଲକ ବିଜେଡି ଦଳ ପକ୍ଷରୁ ଗାଁକୁ ଚାଲ ଅଭିଯାନ ଶୁଭାରମ୍ଭ ଓ ଗାନ୍ଧୀ ଶାସ୍ତ୍ରୀ ଜୟନୀ ପାଳିତ ହୋଇଯାଇଛି !

ଏହି ଗାଁକୁ ଚାଲ ଅଭିଯାନ ଶୁଭାରମ୍ଭ କାର୍ଯ୍ୟକ୍ରମକୁ ରଣପୁର ନିର୍ବାଚନ ନିର୍ବାଚନ ମଣ୍ଡଳୀର ପୂର୍ବତ୍ତନ ବିଜେଡି ବିଧାୟକ ସତ୍ୟନାରାୟ ପ୍ରଧାନ , ନୟାଗଡ଼ ଜିଲ୍ଲା ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବ୍ଲକ ଉପାଧ୍ୟାକ୍ଷ ପ୍ରଭାତ ଦଳବେହେରା, ଲିଙ୍ଗରାଜ ନାୟକ, ଜିଲ୍ଲା ବିଜେଡି ଉପସଭାପତି ପାଣ୍ଡଵ ସେଠୀ, ବ୍ଲକ ବିଜେଡି ମହିଳା ସଭାନେତ୍ରୀ ନର୍ମଦା ରାୟ,ଏନ ଏ ସି ଅଧକ୍ଷାଙ୍କ ପ୍ରତିନିଧି ସ୍ୱରାଜ୍ ମହାନ୍ତି ପ୍ରମୁଖ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ଫୁଲ,

ଧୂପ ଓ ଦୀପ ଦେଇ ଏହାକୁ ଶୁଭ ଉଦଘାଟନ କରିଥିଲେ ! ନିର୍ବାଚନର ୪ମାସ ଭିତରେ ବିଳମ୍ବରେ ପ୍ରଥମ ବୈଠକ ପ୍ରସ୍ତୁତି ହୋଇଥିବାରୁ ନେତୃବୃନ୍ଦ କ୍ଷଭୋ ପ୍ରକାଶ କରିଥିଲେ ମଧ୍ୟ୍ୟ ସମସ୍ତେ ଭାଇଚାରା, ସମନ୍ନୟ, ,ଏକତା ଶୃଙ୍ଖଳାର ସହ ଏକାଠି ହୋଇ ଗାଁକୁ ଚାଲ ଅଭିଯାନରେ ସାମିଲ ହୋଇ ଦଳକୁ ସୃଦୁଢ କରିବା ଉପରେ ମତବ୍ୟକ୍ତ କରିଥିଲେ !

ରଣପୁର ନିର୍ବାଚନ ମଣ୍ଡଳୀର ପୂର୍ବତ୍ତନ ବିଜେଡି ବିଧାୟକ ଶ୍ରୀ ପ୍ରଧାନ ସମସ୍ତ ବିଜୁ ପ୍ରେମୀ, କର୍ମୀ/କର୍ମକର୍ତ୍ତମାନେ କମନ ମ୍ୟାନ ହୋଇ ବିଜେଡିର ଜନ ହିତକର ଯୋଜନା ସମ୍ପର୍କରେ ଜନସାଧାରଣଙ୍କ ନିକଟକୁ ଯାଇ ଅବଗତ କରାଇବାକୁ ପରାମର୍ଶ ଦେଇଥିଲେ । ନୟାଗଡ଼ ଜିଲ୍ଲା ଜିଲ୍ଲାପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ବିଜେଡି କର୍ମୀମାନଙ୍କୁ ସଂଘବଦ୍ଧ ଭାବେ ରହି ରାଜ୍ୟ ବିଜେପି ସରକାରକୁ ଟାର୍ଗେଟ କରିବାକୁ ଗୁରୁମନ୍ତ୍ର ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକର ସମସ୍ତ ନିର୍ବାଚିତ ବିଜେଡି ସରପଞ୍ଚ,ସମିତି ସଭ୍ୟ /ସଭ୍ୟା, ଓ ଜିଲ୍ଲାପରିଷଦ ସଭ୍ୟ/ସଭ୍ୟାମାନେ ଏବଂ ବିଜେଡି ଦଳର ବହୁ କର୍ମୀ/କର୍ମକର୍ତ୍ତାମାନେ ଯୋଗଦେଇ “ଜନତାଙ୍କ ବଳ,ବିଜୁ ଜନତା ଦଳ “ନାର ଦେଇ ବ୍ଲକରେ ୩ଟି ପ୍ରାର୍ଯ୍ୟାୟରେ ଗାଁକୁ ଚାଲ ଅଭିଯାନକୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ଅବସରରେ ଶପଥ ନେଇଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version