• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରତାପନଗରୀ ଠାରେ କମିଶନରେଟ୍ ପୋଲିସ୍ ପକ୍ଷରୁ ଦୂର୍ଗା ପୂଜା ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
October 4, 2024
in ଓଡ଼ିଶା, କଟକ, ମହାନଗର, ହୋମ୍
0
ପ୍ରତାପନଗରୀ ଠାରେ କମିଶନରେଟ୍ ପୋଲିସ୍ ପକ୍ଷରୁ ଦୂର୍ଗା ପୂଜା ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ  :-> ଗଣେଶ ପୂଜା ଠାରୁ ଆରମ୍ଭ ହୋଇଛି ପାର୍ବଣ ରୁତୁ । ଏହି ଶାରଦୀୟ ଦୂର୍ଗାପୂଜା ଆସନ୍ତା ୯ ତାରିଖ ଷଷ୍ଠୀରୁ ଆରମ୍ଭ ହୋଇ ୧୩ ତାରିଖ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ୧୪ ତାରିଖରେ କଟକ ସହରରେ ଭଷାଣୀ ଉତ୍ସବ ଅନୁଷ୍ଠିତ ହେଉଥିବାରୁ । କଟକ ସଦର , ବାରଙ୍ଗ ଏବଂ ୪୨ ମୌଜା ଥାନା ଅଞ୍ଚଳରେ ହୋଇଥିବା ହରପାର୍ବତୀ, ଦୂର୍ଗା ମେଢ଼ ଗୁଡିକ ୧୫ ତାରିଖ ମଙ୍ଗଳବାର ଦିନ ଭଷାଣୀ କରାଯିବ । ଏନେଇ ଗୁରୁବାର ସନ୍ଧ୍ୟାର କଟକ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ,

କଟକ ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀ ସ୍ଥିତ ମା’ ଧାକୁଲେଇଙ୍କ ପୀଠ ସ୍ଥଳରେ ଶାରଦୀୟ ଦୂର୍ଗା ପୂଜା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ କଟକ ସଦର ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରସ୍ତୁତି ବୈଠକରେ କଟକ ସଦର ଥାନା,ବାରଙ୍ଗ ଥାନା ଓ ବୟାଳିଶ ମୌଜା ଥାନା ଅଞ୍ଚଳର ସମସ୍ତ ପୂଜା କମିଟି ସଭାପତି, ସମ୍ପାଦକ ଓ କର୍ମକର୍ତ୍ତା ମାନେ ଯୋଗଦେଇ ନିଜ ନିଜର ପୂଜା କମିଟିର ସମସ୍ୟା ବିଷୟରେ ଉପସ୍ଥିତ ପୋଲିସ ଅଧିକାରୀ ମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ଚଳିତ ବର୍ଷ ନିଶା ମୁକ୍ତ ଭଷାଣୀ ଡିଜେ ମୁକ୍ତ ଭଷାଣୀ ସାଙ୍ଗକୁ ପଲିଥିନ ମୁକ୍ତ ପୂଜା କରିବା ପାଇଁ ନିଷ୍ପତ୍ତି କରାଯାଇଥିଲା । ଦୂର୍ଗା ପୂଜା ସମୟରେ କିଭଳି ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହିତ ସୁରକ୍ଷା ବ୍ୟବସ୍ଥା ଓ ଟ୍ରାଫିକ ସମସ୍ୟା ଦୂର ହେବ ସେନେଇ ଆଲୋଚନା କରାଯାଇଥିଲା । ଯେଉଁ ସବୁ ପୂଜା ମଣ୍ଡପରେ ମାଙ୍କର ଚାନ୍ଦି ଅଳଙ୍କାର କରାଯାଇଛି । ସେଠାରେ ସୁରକ୍ଷା କର୍ମଚାରୀ ମୁତୟନ କରାଯିବା ସହିତ ସିସିଟିଭି ଲାଗାଇବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଥିଲା ।

ପ୍ରତ୍ୟେକ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଆଖିଆଗରେ ରଖି ପୂଜା ମଣ୍ଡପରେ ୫ ଜଣ ଲେଖାଏଁ ଭଲ୍ୟୁଣ୍ଟରଙ୍କ ସହିତ ପୋଲିସ ଫୋର୍ସ ମୁତୟନ କରାଯିବ । ଏହି ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବେ କଟକ ଜୋନ୍ -୪ -ଏସିପି ଉମାକାନ୍ତ ପ୍ରଧାନ,ବୟାଳିଶ ମୌଜା ଥାନା ଅଧିକାରୀ ଗିରିଶ ଚନ୍ଦ୍ର ମହାରଣା,ବାରଙ୍ଗ ଥାନା ଅଧିକାରୀ ବିଶ୍ବରଂଜନ ନାୟକ, ଅତିରିକ୍ତ ଆଇଆଇସି ଆର କେ ସେଠୀ , କର୍ପୋରେଟର ଜନାର୍ଦ୍ଦନ ପରିଡ଼ା,

କର୍ପୋରେଟର ଲିପସା ନାୟକ, କର୍ପୋରେଟର ପୂର୍ଣ୍ଣିମା ସ୍ବାଇଁ ପ୍ରମୁଖ ଯୋଗଦେଇ ଚଳିତବର୍ଷ ଶାନ୍ତି ଶୃଙ୍ଖଳାର ସହିତ ଦୂର୍ଗାପୂଜା ପାଳନ କରିବାକୁ ପରାମର୍ଶ ଦେଇଥିଲେ । ଏହି ପ୍ରସ୍ତୁତି ବୈଠକରେ କଟକ ସଦର ଥାନାର ସବ୍ ଇନିସପେକ୍ଟର ବିକ୍ରମ ବେହେରା, ସୁଶାନ୍ତ କୁମାର ସାହୁ, ଚିତ୍ତରଞ୍ଜନ ସାହୁ, କ୍ରୀଷ୍ଣାମୟୀ ବରାଳ, ଏ ଏସ ଆଇ ପ୍ରଶାନ୍ତ ପରିଡ଼ା , ଦାଶରଥି ଦଳାଇ , ସୁକାନ୍ତ ଦାସ,ରଞ୍ଜନ ଭୋଳ, ଜୟନ୍ତୀ ରାଉତ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

August 16, 2026
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version