• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

ଗଞ୍ଜେଇ ଚାଷ କୁ ଆପଣାଇଲେଣି ପରିବା ଚାଷୀ : କଲବଲ କଲାଣି ବଜାର ଦର, ୮୦ ଉପରେ ସବୁ ପରିବା

Proprietor Abhimanyu Maharana by Proprietor Abhimanyu Maharana
October 5, 2024
in କଟକ, କନ୍ଧମାଳ, ହୋମ୍
0
ଗଞ୍ଜେଇ ଚାଷ କୁ ଆପଣାଇଲେଣି ପରିବା ଚାଷୀ : କଲବଲ କଲାଣି ବଜାର ଦର, ୮୦ ଉପରେ ସବୁ ପରିବା
Share on FacebookShare on TwitterWhatsapp

୦୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ପୁଣି କଲବଲ କଲାଣି ପରିବା ଦର । ଆଳୁ ପିଆଜ ଦର ତ ଖସୁନି, ଏହାସାଙ୍ଗକୁ ପରିବାର ଦର ହୁ ହୁ ହୋଇ ବଢ଼ି ଚାଲିଛି। ବଜାରରେ ପରିବା ଯାହାକୁ ଯେତେ କିନ୍ତୁ ଦର ହୁ ହୁ ହୋଇ ବଢ଼ିଚାଲିଛି। ଏବେ ପ୍ରାୟ ସବୁ ପରିବା କିଲା ପିଛା ୬୦ରୁ ୭୦ ଟଙ୍କା ଉପରେ ବିକ୍ରି ହେଉଛି। କୌଣସି କଞ୍ଚା ପରିବାରେ ହାତ ମାରି ହେଉନାହିଁ । ଅଧିକାଂଶ ପରିବାର ଦର କିଲୋ ପିଛା ଦୁଇରୁ ତିନି ଗୁଣ ବୃଦ୍ଧି ପାଇଛି। ଯାହା ଖାଉଟିଙ୍କ ଚିନ୍ତାର କାରଣ ହୋଇଛି। ଆଳୁ କିଲୋ ୩୫ଟଙ୍କାରୁ ତଳକୁ ଖସୁନଥିବା ବେଳେ ପିଆଜ ୭୦ଟଙ୍କାରୁ ତଳକୁ ଆସୁନି। ସେହିଭଳି ବାଇଗଣ ଦୀର୍ଘ ଦିନ ଧରି ୬୦ ଟଙ୍କା ଉପରେ ରହିଛି ।

ଟମାଟୋ ମଧ୍ୟ ୮୦ ତଳକୁ ଖସୁନି କାଙ୍କଡ଼ କେଜି ୧୦୦, ଭେଣ୍ଡି ୬୦-୮୦ ଟଙ୍କାରେ ବିକ୍ରି ହେଉଛି। ସେହିପରି ପୋଟଳ ୮୦ ଟଙ୍କା, କଲରା କେଜି ୮୫, ଝୁଡଙ୍ଗ ୯୦ ଏବଂ ବିନ୍‌ ୮୦ ଟଙ୍କାରେ ପହଞ୍ଚିଛି। ଶିମଲା ଲଙ୍କା ୧୯୦-୨୦୦ ଟଙ୍କା, ଗାଜର ୧୨୦ ଟଙ୍କା ରହିଛି। ବ୍ୟବସାୟୀ ମାନେ କହୁଛନ୍ତି ଯେ ରାଜ୍ୟରେ ଶୀତଦିନିଆ ଚାଷ ଭଲ ହେଲାନାହିଁ। ପରବର୍ତ୍ତୀ ସମୟରେ ବର୍ଷା ଦିନିଆ ଫସଲର ସ୍ଥିତି ମଧ୍ୟ ଏତେ ଭଲ ନାହିଁ। ପ୍ରାୟ ସବୁ ପନି ପରିବା ଚାଷୀ ବର୍ତ୍ତମାନ ଗଞ୍ଜେଇ ଚାଷକୁ ଆପଣଇଥିବାରୁ ଏହି ଅଞ୍ଚଳର ପନି ପରିବା ଆଉ ପୂର୍ବ ଭଳି ଆଦାୟ ହେଉନାହିଁ l ଯାହା କିଛି ପନି ପରିବା ପାଇଁ ପଡୋଶୀ ଜିଲ୍ଲା ଉପରେ ସମ୍ପୂର୍ଣ୍ଣ ନିର୍ଭର କରିବାକୁ ପଡ଼ୁଛି। ତେଣୁ ଦର ନିୟନ୍ତ୍ରଣ ଭିତରେ ରହୁନାହିଁ। ସେଠିକାର ମାର୍କେଟ୍‌ରେ ଯାହା ଦରଦାମ୍‌ ରହୁଛି, ଏଠି ପରିବହନ ଓ ପରିବହନଜନିତ କ୍ଷୟକ୍ଷତି ମିଶିଲେ ଦର ଆକାଶଛୁଆଁ ହୋଇଯାଉଛି।

ଆଉ କେତେକ ବ୍ୟବସାୟୀଙ୍କ କହିବା ଅନୁସାରେ ଚଳିତବର୍ଷ ଅନିୟମିତ ବର୍ଷା ଯୋଗୁଁ ବଜାରକୁ ଆସିନି। ତେଣୁ ଟମାଟୋ ପାଇଁ ନାସିକ୍‌, ବେଙ୍ଗାଲୁରୁ, ରାୟପୁର ଉପରେ ନିର୍ଭର କରିବାକୁ ପଡ଼ୁଛି। ସେଠି ଯାହା ଦାମ୍‌ ରହୁଛି, ସେହି ଅନୁସାରେ ଆମର ଦାମ୍‌ ରହୁଛି। ତଥାପି ପୂର୍ବାପେକ୍ଷା ଟମାଟୋ ଦର ସାମାନ୍ୟ କମ୍‌ ରହିଛି। ସେହିଭଳି ଅଧିକାଂଶ ପୋଟଳ ଏବେ କଲିକତାରୁ ଆମଦାନୀ ହେଉଛି। ସେହି ପୋଟଳର ଦାମ୍‌ ସାମାନ୍ୟ କମ୍‌ ଥିବାବେଳେ ଦେଶୀ ପୋଟଳରେ ହାତ ମାରିହେଉନି। ଆମର ଆଞ୍ଚଳିକ ପରିବା ଆମଦାନୀ ହେଉଥିଲେ ହେଁ ତାହା ଆବଶ୍ୟକତା ପୂରଣ କରିବାକୁ ସକ୍ଷମ ହେଉନି। ସେହିଭଳି ଅନ୍ୟ ସମସ୍ତ ପରିବା ମଧ୍ୟ ବାହାର ରାଜ୍ୟରୁ ଆମଦାନୀ ହେଉଥିବାରୁ ଦର ହ୍ରାସ ପାଉନି। ଶୀତ ଦିନେ ଅଦିନିଆ ବର୍ଷା ଫସଲ ନଷ୍ଟ କରିଦେଲା। ବର୍ଷା ଆରମ୍ଭରୁ ନିୟମିତ ବର୍ଷା ହେଲାନି।

ଫଳରେ ଆଗୁଆ ଚାଷ କରିଥିବା ଚାଷୀ ହତାଶ ହେଲେ। ତା’ପରେ ଲଗାଣ ବର୍ଷା ଓ ଦୀର୍ଘ ଦିନ ପାଣି ଜମି ରହିବା କାରଣରୁ ଫସଲ ମୂଳ ସବୁ ପଚି ନଷ୍ଟ ହୋଇଗଲା। ଏସବୁ ସମସ୍ୟା ପାଇଁ ଆମର ଏହି ଅଞ୍ଚଳରେ ଯାହା କିଛି ଆଦାୟ ପରିବା ଉତ୍ପାଦନ ବାଧାପ୍ରାପ୍ତ ହେଲା। ତେଣୁ ଦାମ୍‌ ନିୟନ୍ତ୍ରଣକୁ ଆସୁନି। ଏହି ଦରବୃଦ୍ଧି ନୂଆ ପରିବା ଉତ୍ପାଦନ ହେବା ପର୍ଯ୍ୟନ୍ତ ଲାଗିରହିବ ବୋଲି ପରିବା ବ୍ୟବସାୟୀ ମାନେ କହିଛନ୍ତି। ପଶ୍ଚିମବଙ୍ଗରୁ ଏହି ଅଞ୍ଚଳକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆମଦାନୀ ହେଉଛି। ପୂର୍ବରୁ ଯେମିତି ଆଳୁ ଆସୁଥିଲା, ଏବେ ଆସୁଛି। ହେଲେ ଦୁଃଖର ବିଷୟ ପାଇକାରୀ କିଲୋ ପିଛା ଦାମ୍‌ ୨୦ରୁ ୨୨ ଭିତରେ ରହୁଥିବା ବେଳେ ଖୁଚୁରା ବଜାର ଦାମ୍‌ କିନ୍ତୁ ୩୫ ଟଙ୍କାରୁ ତଳକୁ ଖସୁନି।

ସେହିଭଳି ପିଆଜ କିଲୋ ପିଛା ପାଇକାରୀ ଦାମ୍‌ ୪୫ରୁ ୪୮ ଟଙ୍କା ରହୁଥିବାବେଳେ ଖୁଚୁରା ବଜାରରେ ୬୦ ରୁ ୭୦ ଟଙ୍କାରେ ବିକ୍ରି ହେଉଛି। ଦାମ୍‌ ବଢ଼ିବା ପ୍ରତିଯୋଗିତା ରୁ ବାଦ୍‌ ପଡ଼ୁନାହାନ୍ତି ରସୁଣ ଓ ଅଦା । ରସୁଣ କିଲୋ ୨୬୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଅଦା କିଲୋ ୧୧୦ ଟଙ୍କାରେ ବିକ୍ରି ହେଉଛି। ଖାଇବା ତେଲ ଓ ଡାଲି ଦାମ୍‌ ବି ବଢ଼ୁଛି । ଖାଇବା ତେଲ ଦାମ୍‌ ଲିଟର ପିଛା ୧୨୫ ଟଙ୍କାରେ ପହଞ୍ଚିଲାଣି। ଏହି ତେଲ ୮ ଦିନ ତଳେ ୧୧୦ ଟଙ୍କା ଥିବାବେଳେ ଗୋଟିଏ ସପ୍ତାହ ଭିତରେ ବଢ଼ି ୧୨୫ ଟଙ୍କାରେ ବିକ୍ରି ହେଉଛି। ହରଡ଼ ଡାଲି କିଲୋ ୧୬୦ ଟଙ୍କାରେ ପହଞ୍ଚିଲାଣି। ଆଉ କେତେ ଦିନ ଭିତରେ ଏହା ୨ଶହ ଛୁଇଁବ ବୋଲି ବ୍ୟବସାୟୀ ମହଲରେ ଆକନଳ ହେଲାଣି । ତୁରନ୍ତ ଅତ୍ୟାବଶ୍ୟକ ସାମଗ୍ରୀର ଦାମ୍‌ ନିୟନ୍ତ୍ରଣରେ ସରକାର ପଦକ୍ଷେପ ନ ନେଲେ ସାଧାରଣ ଲୋକ ରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version