• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଲଭର ଗାନ୍ଧୀଙ୍କର ଦିଲ୍ଲୀଠାରୁ ହରିୟାଣା ପଦଯାତ୍ରା ସମାପନ

Proprietor Abhimanyu Maharana by Proprietor Abhimanyu Maharana
October 5, 2024
in ଓଡ଼ିଶା, ଦେଶ, ହୋମ୍
0
ସିଲଭର ଗାନ୍ଧୀଙ୍କର ଦିଲ୍ଲୀଠାରୁ ହରିୟାଣା ପଦଯାତ୍ରା ସମାପନ
Share on FacebookShare on TwitterWhatsapp

୦୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :-> ସ୍ୱଚ୍ଛ ଭାରତ ଅଭିଯାନର ବ୍ରାଣ୍ଡ ଆମ୍ବାସଡ଼ର ସିଲଭର ଗାନ୍ଧୀ ଭାବରେ ପ୍ରସିଦ୍ଧ ମୋହନ ମହାପାତ୍ର ନିକଟରେ ନୂଆଦିଲ୍ଲୀଠାରୁ ହରିୟାଣା ପର୍ଯ୍ୟନ୍ତ ତାଙ୍କର ତିରିଶ ଦିନିଆ ପଦଯାତ୍ରା ସମାପନ କରିଛନ୍ତି । ସ୍ୱଚ୍ଛ ଭାରତ ଗଠନ, ମା’ ପାଇଁ ଗଛଟିଏ ରୋପଣ ଏବଂ ଘରେଘରେ ତ୍ରିରଙ୍ଗା ଉତ୍ତୋଳନ ଆଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଆହ୍ବାନଗୁଡ଼ିକୁ ପ୍ରଚାର, ପ୍ରସାର ଏବଂ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ଏହି ପଦଯାତ୍ରା ଆୟୋଜିତ ହୋଇଥିବା ଜଣାଯାଇଛି। ନୂଆଦିଲ୍ଲୀଠାରେ ଜାତୀୟ ରାଜଧାନୀ କ୍ଷେତ୍ରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସିଲଭର ଗାନ୍ଧୀଙ୍କର ଏହି ବହୁ ଆକାଂକ୍ଷିତ ପଦଯାତ୍ରାର ଶୁଭାରମ୍ଭ ପର୍ବରେ ସାମିଲ ହୋଇଥିବା ଦେଖାଯାଇଥିଲା ।

ହରିୟାଣାର କୁରୁକ୍ଷେତ୍ରଠାରେ ଏହି ଯାତ୍ରାର ଉଦଯାପନୀ ଉତ୍ସବରେ କେନ୍ଦ୍ର ଶକ୍ତି ଓ ସହରୀ ବ୍ୟାପାର ମନ୍ତ୍ରୀ ମନୋହରଲାଲ ଖଟ୍ଟର ଏବଂ ହରିଆଣା ରାଜ୍ଯର ସହର ବ୍ୟାପାର ଓ ଗୃହ ନିର୍ମାଣ ମନ୍ତ୍ରୀ ସୁଭାଷ ସୁଧା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଶ୍ରୀ ଖଟ୍ଟର ଓ ଶ୍ରୀ ସୁଧା ସିଲଭର ଗାନ୍ଧୀଙ୍କୁ ବ୍ୟକ୍ତିଗତ ଭାବେ ପାଛୋଟି ନେବା ସାଙ୍ଗକୁ ତାଙ୍କର ପଦଯାତ୍ରା ଦ୍ୱାରା ଯୁବ ସମ୍ପ୍ରଦାୟ ସକାରାତ୍ମକ ପ୍ରେରଣା ଲାଭ କରିବେ ବୋଲି ମତ ପ୍ରକାଶ କରିଥିଲେ । ଯାତ୍ରା ମଧ୍ୟରେ ସିଲଭର ଗାନ୍ଧୀ ସେପ୍ଟେମ୍ବର ୧୭ ତାରିଖରେ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅକ୍ଟୋବର ୨ ତାରିଖରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ଜନ୍ମ ଦିବସ ଏବଂ ସ୍ଵଚ୍ଛ ଭାରତ ମିଶନର ୧୦ ବର୍ଷ ପୂର୍ତ୍ତି ମଧ୍ଯ ପାଳନ କରିଥିବାର ଖବର ହସ୍ତଗତ ହୋଇଛି।

ଏହା ପୂର୍ବରୁ ଗୁଜୁରାଟରୁ ଦିଲ୍ଲୀ ପର୍ଯ୍ୟନ୍ତ ଅନୁଷ୍ଠିତ ପ୍ରଥମ ଦଫାର ପଦଯାତ୍ରାକୁ ଗାନ୍ଧୀ ନଗରଠାରେ ରାଜ୍ଯର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଉଦଘାଟନ କରିଥିଲେ । ଏହି ଅବସରରେ ଶ୍ରୀ ପଟେଲ ପ୍ରଦୂଷଣ ମୁକ୍ତ ସ୍ୱଚ୍ଛ ଓ ସବୁଜ ଭାରତ ଗଠନ ଦିଗରେ ସିଲଭର ଗାନ୍ଧୀ ଲଗାତାର ଭାବେ ଜାରି ରଖିଥିବା ସାଧୁ ଉଦ୍ୟମର ସଫଳତା ପାଇଁ ତାଙ୍କୁ ଶୁଭକାମନା ଜଣାଇଥିଲେ। ସେତେବେଳର ଯାତ୍ରାକୁ ସମ୍ପୂର୍ଣ୍ଣ କରି ପଦଯାତ୍ରୀ ସିଲଭର ଗାନ୍ଧୀ ଜାତୀୟ ରାଜଧାନୀରେ ପାଦ ଦେବା ମାତ୍ରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଉତ୍ତର ପୂର୍ବ ଦିଲ୍ଲୀର ସାଂସଦ ମନୋଜ ତିୱାରୀ, ତାଙ୍କୁ ଉଚ୍ଛ୍ୱସିତ ସମ୍ଵର୍ଦ୍ଧନା ପ୍ରଦାନ କରିଥିଲେ।

ନୁଆଦିଲ୍ଲୀଠାରେ ସେତେବେଳେ ଏହି ଯାତ୍ରାର ଉଦଯାପନୀ ଅଧିବେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ଏହି ଉପଲକ୍ଷେ ଶ୍ରୀ ପ୍ରଧାନଙ୍କର କୁଷକ ରୋଡ଼ ସ୍ଥିତ ବାସଭବନରେ ଆୟୋଜିତ ଏକ ଉତ୍ସବରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିବା ଜଣାଯାଇଥିଲା । ମନ୍ତ୍ରୀ ଶ୍ରୀ ପ୍ରଧାନ ଓ ତାଙ୍କର ଧର୍ମପତ୍ନୀ ମୃଦୁଳା ପ୍ରଧାନ, ସିଲଭର ଗାନ୍ଧୀ ପହଞ୍ଚିବା ମାତ୍ରେ ତାଙ୍କୁ ଭବ୍ୟ ବଧାଇ ଜଣାଇଥିଲେ। ପରିବେଶ ସୁରକ୍ଷା ସମ୍ପର୍କରେ ଭାରତ ବର୍ଷର କୋଣ ଅନୁକୋଣରେ ସଚେତନତା ସୃଷ୍ଟି କରିବା ଅଭିପ୍ରାୟରେ ସିଲଭର ଗାନ୍ଧୀଙ୍କର ପଦଯାତ୍ରା ଜରିଆରେ ମହତ ପ୍ରୟାସକୁ ଶ୍ରୀ ପ୍ରଧାନ ଭୂରିଭୂରି ପ୍ରଂଶସା କରିଥିଲେ।

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜୀବନ, ଦର୍ଶନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ତାଙ୍କର ବାର୍ତ୍ତାକୁ ପ୍ରତ୍ୟେକ ଭାରତୀୟଙ୍କ ନିକଟରେ ପହୁଁଞ୍ଚାଇବାକୁ ଅନବରତ ଭାବେ ଚେଷ୍ଟିତ ଥିବା ସିଲଭର ଗାନ୍ଧୀ ଗଣମାଧ୍ୟମ ନିକଟରେ ପ୍ରକାଶ କରିଛନ୍ତି । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଆସନ୍ତା ନଭେମ୍ବର ୧୪ ତାରିଖ ଶିଶୁ ଦିବସ ଅବସରରେ ମୋହନ ମହାପାତ୍ରଙ୍କର ଜୀବନୀକୁ ଆଧାର କରି ୬ ଟି ଭାଷାରେ ପ୍ରସ୍ତୁତ ‘ସିଲଭର ଗାନ୍ଧୀ ଇଣ୍ଡିଆ’ ଶୀର୍ଷକ ବଲିଉଡ ଚଳଚ୍ଚିତ୍ର ସମଗ୍ର ଦେଶର ୫୦୦ ଟି ସିନେମା ହଲରେ ମୁକ୍ତିଲାଭ କରିବାକୁ ଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version