• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନଶିକ୍ଷୟତ୍ରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
October 5, 2024
in ଓଡ଼ିଶା, ପୁରୀ, ହୋମ୍
0
ପ୍ରଧାନଶିକ୍ଷୟତ୍ରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ଉତ୍ସବ
Share on FacebookShare on TwitterWhatsapp

୦୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :-> ବ୍ଲକ ଅନ୍ତର୍ଗତ ସୋରଭା ନାରାୟଣୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀ ସୁଷମା ଦେଇଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଏନପିଏସ ଶିକ୍ଷକ ସଂଘ, ବିଦ୍ୟାଳୟ ପରିଚାଳନା କମିଟି ଓ ସୋରଭା ଗ୍ରାମ ବାସୀଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ବ୍ଲକ ଶିକ୍ଷା ଅଧିକାରୀ ସୁଶିଲ କୁମାର ବ୍ରହ୍ମା, ସହ ଶିକ୍ଷା ଅଧିକାରୀ ଅଶୋକ କୁମାର ବେହେରା, ଶ୍ରୀମତୀ ବିନୋଦିନୀ ମହାପାତ୍ର, କ୍ଲଷ୍ଟର ସଂଯୋଜକ ଅମୂଲ୍ୟ କୁମାର ପଣ୍ଡା,

ଅବସରପ୍ରାପ୍ତ ଶିକ୍ଷକ ବିପ୍ର ଚରଣ ସାମନ୍ତରାୟ, ଶ୍ରୀଧର ଛାଟୋଇ, ଜବାହର ଖାଁ, ଅଶୋକ ରାଉତ, ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ, ଫକିର ସ୍ବାଇଁ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଶ୍ରୀମତୀ ସୁଷମା ଦେଇଙ୍କ ଆଦର୍ଶ ଶିକ୍ଷକତା ଜୀବନ ଉପରେ ଆଲୋକପାତ କରିଥିଲେ। ୧୯୮୮ ମସିହାରୁ ଶିକ୍ଷକତା ଜୀବନ ଆରମ୍ଭ କରିଥିବା ଶ୍ରୀମତୀ ସୁଷମା ଦେଇ ୩୫ ବର୍ଷର ଦୀର୍ଘ ଚାକିରୀ ଜୀବନରେ ସେ ଜଣେ ଉତ୍ତମ, ଛାତ୍ରବତ୍ସଳ ଓ ଆଦର୍ଶ ଶିକ୍ଷକତା କରି ୩ବର୍ଷ ପ୍ରଧାନ ଶିକ୍ଷୟତ୍ରୀ ଭାବେ ଦାୟିତ୍ଵ ସମ୍ପାଦନ କରି ଅବସର ଗ୍ରହଣ କରିଛନ୍ତି।

ଯେଉଁ ସ୍କୁଲରେ ସେ ଶିକ୍ଷାଦାନ କରିଛନ୍ତି ସେଠାର ନିଷ୍ଠାର ସହ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତମ ଶିକ୍ଷା ଓ ସୂ ଚରିତ୍ର ଗଠନ ଉପରେ ଦୃଷ୍ଟି ପ୍ରଦାନ କରିଛନ୍ତି। ତାଙ୍କର ଅବସର ଜୀବନ ସୁସ୍ଥ ଓ ସୁଖମୟ ହେଉ ବୋଲି ଉପସ୍ଥିତ ଅତିଥି ମାନେ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଏହି ଅବସରରେ ଶ୍ରୀମତୀ ସୁଷମା ଦେଇଙ୍କୁ ଭାବ ବିହ୍ୱଳଭାବେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ବ୍ଲକ ଏନପିଏସ ଶିକ୍ଷକ ସଂଘ ପକ୍ଷରୁ ସଭାପତି ପ୍ରଦୀପ ପାତ୍ର, ସମ୍ପାଦକ ସେକ୍ ସକସୁଦ୍ ହୋସେନ୍,

ଆଲୋକ ରଞ୍ଜନ ପ୍ରଧାନ, ଦୀପକ ସେନାପତି, ସମାଜସେବୀ ବିଦ୍ୟାଧର ବେହେରା, ରକ୍ତୋପଳ ନାୟକଙ୍କ ସମେତ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ, ସାଥି ଶିକ୍ଷକ ଶିକ୍ଷୟତ୍ରୀ ଓ ଗ୍ରାମବାସୀ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ପରି ଶେଷରେ ସୁସଜ୍ଜିତ ଗାଡ଼ିରେ ରୋଷଣୀ କରି ବାଜା ବଜାଇ ଅବସରପ୍ରାପ୍ତ ଶିକ୍ଷୟତ୍ରୀଙ୍କୁ ତାଙ୍କ ବାସଭବନରେ ଛାଡିଥିଲେ। ଏପରି ଭାବ ବିହ୍ବଳ ସମ୍ବର୍ଦ୍ଧନା ଉତ୍ସବ ପାଇଁ ପ୍ରଧାନ ଶିକ୍ଷୟତ୍ରୀଙ୍କ ଦୁଇ ଶିକ୍ଷକ ପୁତ୍ର ଭୋଳାନାଥ ମୁଦୁଲି ଓ ଜିତେନ୍ଦ୍ରିୟ ମୁଦୁଲି ସମସ୍ତଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version