• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯକ୍ଷ୍ମା ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
October 5, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଯକ୍ଷ୍ମା ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ
Share on FacebookShare on TwitterWhatsapp

୦୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼  :-> ପ୍ରାପ୍ତ ବୟସ୍କଙ୍କ ନିମନ୍ତେ ଯକ୍ଷ୍ମା ପ୍ରତିଷେଧକ ସ୍ଵତନ୍ତ୍ର ବିସିଜି ଟୀକାକରଣ କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ରାମାକାନ୍ତ ପଣ୍ଡାଙ୍କ ଦ୍ଵାରା ଶୁଭାରମ୍ଭ ହୋଇଯାଇଛି । ଯକ୍ଷ୍ମାରୋଗର ପ୍ରାଦୁର୍ଭାବକୁ କମ କରିବା ଓ ଏଥି ଜନିତ ଅକାଳ ମୃତ୍ୟୁକୁ ରୋକିବା ପାଇଁ ଏହି ଟୀକା ପ୍ରଭାବଶାଳୀ ଭୂମିକା ଗ୍ରହଣ କରିବ ବୋଲି ମତପୋଷଣ କରାଯାଇଥିଲା । ଏହି ଟୀକା ନେଇଥିବା ଅଙ୍ଗରେ ସାମାନ୍ୟ ଦରଜ, ଫୁଲା ଓ ନାଲି ପଡିବା ଭଳି କିଛି ଅତି ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇପାରେ, ଯାହା ଆପେ ଆପେ ଭଲ ହୋଇଯାଇଥାଏ ଓ ଏଥିପାଇଁ କୌଣସି ଚିକିତ୍ସା ଦରକାର ପଡିବ ନାହିଁ ବୋଲି ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ଶରତ କୁମାର ଦାଶ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡାକ୍ତର ବୀଣାପାଣି ନନ୍ଦ, ରାଜ୍ୟ ଚିକିତ୍ସା ଅଧିକାରିଣୀ, ଡାକ୍ତର ରଞ୍ଜିତା ନାୟକ ଡାକ୍ତର ଅଜୟ କୁମାର ବାହିନୀପତି ପ୍ରମୁଖ ଉପସ୍ଥିତ ରହି ମାର୍ଗଦର୍ଶନ କରିଥିଲେ ।

ପ୍ରକାଶ ଥାଉକି ୧୮ ବର୍ଷ ବା ତଦୁର୍ଦ୍ଧ ଓ ୬୦ ବର୍ଷରୁ କମ ପ୍ରାପ୍ତବୟସ୍କ, ପୂର୍ବରୁ ଯକ୍ଷ୍ମାରୋଗମୁକ୍ତ ହୋଇଥିବା ବ୍ୟକ୍ତି, ବର୍ତ୍ତମାନ ଯକ୍ଷ୍ମାରୋଗୀଙ୍କ ନିକଟ ସମ୍ପର୍କୀୟ ସମସ୍ତ ବ୍ୟକ୍ତି, ମଧୁମେହ ଆକ୍ରାନ୍ତ ବ୍ୟକ୍ତି, ଧୂମପାନ କରୁଥିବା ବ୍ୟକ୍ତି ତଥା କୁପୋଷଣ ଶିକାର ହୋଇଥିବା ବ୍ୟକ୍ତିମାନେ ସ୍ୱାସ୍ଥ୍ୟ ଅଭିଯାନ ଚାଲୁଥିବା ସମୟରେ ଟୀକାକରଣ କେନ୍ଦ୍ରରେ ଏହି ଟୀକା ବିନାମୂଲ୍ୟରେ ନେବାରେ କୌଣସି ପ୍ରତିବନ୍ଧକ ନାହିଁ । ମାତ୍ର ଗର୍ଭବତୀ ବା ସ୍ତନ୍ୟପାନ କରାଉଥିବା ମହିଳା, ଏଚଆଇଭି ଆକ୍ରାନ୍ତ, ରୋଗ ପ୍ରତିରୋଧକ ଶକ୍ତି ନଥିବା ବା ରୋଗ ପ୍ରତିରୋଧକ ଶକ୍ତି ହ୍ରାସକାରକ ଔଷଦ ସେବନ କରୁଥିବା,

ଅଙ୍ଗ ପ୍ରତିରୋପଣ ହୋଇଥିବା ଅଥବା ଦୂରାରୋଗ୍ୟ ବ୍ୟାଧିରେ ଦୀର୍ଘ ଦିନ ଧରି ପୀଡ଼ିତ ଥିବା ବ୍ୟକ୍ତିମାନଙ୍କୁ ଏହି ଟୀକା ନେବାକୁ ବାରଣ କରାଯାଉଛି । ଅଧିକ ଜାଣିବା ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ର ଅଥବା ଦେୟମୁକ୍ତ ହେଲ୍ପଲାଇନ ନମ୍ବର ୧୮୦୦୧୧୬୬୬୬ରେ ଯୋଗାଯୋଗ କରିପାରିବେ । ବୟସ୍କବ୍ୟକ୍ତିଙ୍କ ଠାରେ ରୋଗ ପ୍ରତିରୋଧକ କ୍ଷମତା ବଢାଇବା ଉଦେଶ୍ୟରେ ଏହି ସ୍ଵତନ୍ତ୍ର ବିସିଜି ଟୀକାକରଣ କାର୍ଯ୍ୟକ୍ରମର ଲାଭ ଉଠାଇବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି । ଜିଲ୍ଲା ଟିବି ସଂଯୋଜକ ରୁଦ୍ର ପ୍ରସାଦ ଜେନା, ଭରପ୍ରାପ୍ତ ଜିଲ୍ଲା ପରିଚାଳକ କିଶୋର ଚନ୍ଦ୍ର ଦାଶ, ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ କୁମାର ଦଳବେହେରା ,ଆଶୁତୋଷ ସାମନ୍ତସିଂହାର,ଦିଲୀପ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

October 2, 2026
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version