• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ପକ୍ଷରୁ ମହିଳା ସ୍ଵୟଂ ସହାୟିକା ମାନଙ୍କ ସଦସ୍ୟତା ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
October 5, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ବିଜେପି ପକ୍ଷରୁ ମହିଳା ସ୍ଵୟଂ ସହାୟିକା ମାନଙ୍କ ସଦସ୍ୟତା ଗ୍ରହଣ
Share on FacebookShare on TwitterWhatsapp

୦୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା  :-> ଭାରତୀୟ ଜନତା ପାର୍ଟି ଓଡିଶା ପକ୍ଷରୁ ଅକ୍ଟୋବର ୧ ଠାରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ବିଶେଷ ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି । ଏହା ମାଧ୍ୟମରେ ବିଭିନ୍ନ ବର୍ଗର ଲୋକ ମାନଙ୍କୁ ସଦସ୍ୟତା କରିବା ଲକ୍ଷ୍ୟ ରହିଛି । ଏହାକୁ ନେଇ ବାଲିଗୁଡା ନିର୍ବାଚନ ମଣ୍ଡଳୀର ମହିଳା ସ୍ଵୟଂ ସହାୟିକା ମାନଙ୍କୁ ନେଇ ଏକ ସ୍ଵତନ୍ତ ସଦସ୍ୟତା ଅଭିଯାନ ସ୍ଥାନୀୟ ଗାୟତ୍ରୀ ମନ୍ଦିର କଲ୍ଯାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଜିଲା ଅନୁସୂଚିତ ଜନଜାତି ସାଧାରଣ ସମ୍ପାଦିକା କୁସୁମି ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଏହି ବିଶେଷ ସଦସ୍ୟତା ଦିବସ ଅଭିଯାନ ଅନୁଷ୍ଠିତ ହୋଇଥିବା ବେଳେ ନଗର ମହିଳା ମୋର୍ଚା ସଭାନେତ୍ରୀ ସେହ୍ନଲତା ବେହେରା ସଭାର ସଭାପତିତ୍ଵ କରିଥିଲେ ।

ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ଏହି ସଦସ୍ୟତା ଅଭିଯାନ ରେ ବାଲିଗୁଡା ନଗର ର ଶତାଧିକ ମହିଳା ସ୍ଵୟଂ ସହାୟିକା ମାନେ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ନାରୀ ନେତ୍ରୀ ଚନ୍ଦନା ସାହୁ , ସରସ୍ବତୀ ନାୟକ, ତେଜସ୍ୱିନୀ ପାତ୍ର, ରଞ୍ଜିତା ବେହେରା, ଜିଲ୍ଲା କାର୍ଯ୍ୟକାରିଣୀର ବରିଷ୍ଠ ସଦସ୍ୟ ଦିଗାମ୍ବର ପାଣିଗ୍ରାହୀ ,ସୁରେନ୍ଦ୍ର ପାତ୍ର ,ରଞ୍ଜିତ ଚୌଧୁରୀ ,ଅଭୟ ପାତ୍ର ,ଅମିୟ ବେହେରା ,

ଗଦାଧର ନାୟକ, ସୂର୍ଯ୍ୟକାନ୍ତ ନାୟକ, ପୁରୁଷୋତ୍ତମ ଡାକୁଆ ପ୍ରମୁଖ ଉପସ୍ଥିତ ରହି ସଦସ୍ୟତା ହୋଇଥିଲେ । ସଦସ୍ୟତା ଗ୍ରହଣ କରିଥିବା ରୁ ସମସ୍ତ ମହିଳାଙ୍କୁ ସାଧାରଣ ସମ୍ପାଦିକା କୁସୁମି ପ୍ରଧାନ ସ୍ବତନ୍ତ୍ର ପ୍ରଦେଶ ଗଠନର ଶହେବର୍ଷ ପୂର୍ତି ଅବସରରେ ୨୦୩୬ ମସିହା ସୁଦ୍ଧା ଓଡ଼ିଶାକୁ ବିକଶିତ ରାଜ୍ୟ ପରିଣତ କରିବା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମସ୍ତଙ୍କ ସହଭାଗିତା ରହିବା ଆବଶ୍ୟକ ବୋଲି କହିଥିଲେ । ଭାରତୀୟ ଜନତା ପାର୍ଟିର ନୂତନ ସଦସ୍ୟତା ଗ୍ରହଣ କରିଥିବା ମହିଳା ମାନଙ୍କୁ ପୂର୍ବତନ ବିଧାୟକ କରେନ୍ଦ୍ର ମାଝି ଧନ୍ୟବାଦ ପ୍ରଦାନ କରିବା ସହ ସ୍ଵାଗତ ଜଣାଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version