• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶଙ୍ଖ ଭବନରେ ନବୀନ ଶୁଭାରମ୍ଭ କରିବେ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 9, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଶଙ୍ଖ ଭବନରେ ନବୀନ ଶୁଭାରମ୍ଭ କରିବେ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

 ଜିଲ୍ଲା ସଦର ମହକୁମାରେ ଯୋଡି ହେବେ ଜିଲ୍ଲାର ସମସ୍ତ ନେତୃବୃନ୍ଦ

 ସଭ୍ୟ ସଂଗ୍ରହରେ ଛାତ୍ର ଓ ଯୁବ ରହିବେ ଫୋକସରେ

 ବିଜେଡି ଜନ ସମ୍ପର୍କ ପଦଯାତ୍ରାକୁ ରାଜ୍ୟବାସୀଙ୍କ ବିପୁଳ ସମର୍ଥନ

୦୮ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆସନ୍ତାକାଲି ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମତିଥିରେ ଶୁଭାରମ୍ଭ ହେବ । ଏହାକୁ ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶଙ୍ଖ ଭବନ ଠାରେ ଶୁଭାରମ୍ଭ କରିବେ । ଏହା ସହିତ ଜିଲ୍ଲା ସଦର ମହକୁମାରେ ଜିଲ୍ଲାର ସମସ୍ତ ନେତୃବୃନ୍ଦ ଭର୍ଚୁଆଲ ମାଧ୍ୟମରେ ଶଙ୍ଖ ଭବନ କାର୍ଯ୍ୟକ୍ରମ ସହିତ ଯୋଡି ହେବେ । ଆଜି ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ସମନ୍ୱୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସଭ୍ୟ ସଂଗ୍ରହ ଅଭିଯାନ କମିଟିର ଆବାହକ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଓ କାର୍ଯ୍ୟକ୍ରମ ରୂପାନ୍ତରଣ କମିଟିର ଆବାହକ ଶ୍ରୀ ସଞ୍ଜୟ ଦାସବର୍ମା ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ ।

ସମନ୍ୱୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର କହିଥିଲେ, ବିଜେଡି ଏକ ଆଞ୍ଚଳିକ ଦଳ ହୋଇଥିବା ବେଳେ ଜନ ସମ୍ପର୍କକୁ ସବୁବେଳେ ଗୁତୁତ୍ୱ ଦେଇଆସିଛି । ସଭ୍ୟ ସଂଗ୍ରହ ଅଭିଯାନ ଦଳର ଏକ ନିୟମିତ କାର୍ଯ୍ୟକ୍ରମ । ବିଜେଡିର ସମୁଦାୟ ସଭ୍ୟ ସଂଖ୍ୟା ଏକ କୋଟିରୁ ଉର୍ଦ୍ଧ୍ୱ ରହିଛି ଓ ସକ୍ରିୟ ସଭ୍ୟ ସଂଖ୍ୟା ପ୍ରାୟ ଚାରି ଲକ୍ଷ ରହିଛି । ସଭ୍ୟ ସଂଗ୍ରହ ଅଭିଯାନ କମିଟିର ଆବାହକ ଶ୍ରୀ ଅତନୁ ସବ୍ୟସାଚୀ ନାୟକ କହିଥିଲେ, ଏହି ସଭ୍ୟ ସଂଗ୍ରହ ଅଭିଯାନରେ ସମସ୍ତ ବର୍ଗର ଲୋକ ମାନଙ୍କୁ ଯୋଡା ଯିବା ସହ ବିଶେଷ କରି ଛାତ୍ର ଓ ଯୁବ ବର୍ଗ ଉପରେ ଫୋକସ ରହିବ । ଆସନ୍ତାକାଲି ଶଙ୍ଖ ଭବନ କାର୍ଯ୍ୟକ୍ରମ ସହିତ ସମସ୍ତ ଜିଲ୍ଲା ସଦର ମହକୁମା ଯୋଡି ହେବାର କାର୍ଯ୍ୟକ୍ରମ ରହିଛି । ପରବର୍ତ୍ତୀ ଦିନ ମାନଙ୍କରେ ଅନ୍ୟ ବିଧାନସଭା କ୍ଷେତ୍ର ଗୁଡିକରେ ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ କରାଯିବ ।

ସେହିପରି କାର୍ଯ୍ୟକ୍ରମ ରୂପାନ୍ତରଣ କମିଟିର ଆବାହକ ଶ୍ରୀ ସଞ୍ଜୟ ଦାସବର୍ମା କହିଥିଲେ, ନିକଟରେ ଆରମ୍ଭ ହୋଇଥିବା ଜନ ସମ୍ପର୍କ ପଦଯାତ୍ରାରେ ଜନ ସାଧାରଣଙ୍କ ବିପୁଳ ସମର୍ଥନ ମିଳିଛି । ସେଥିପାଇଁ ଓଡିଶାବାସୀଙ୍କ ନିକଟରେ ଆମେ କୃତଜ୍ଞତା ଜ୍ଞାପନ କରୁଛୁ । ଓଡ଼ିଶାବାସୀ ବିଜୁ ଜନତା ଦଳକୁ ବିରୋଧୀ ଦଳର ଦାୟିତ୍ୱ ପ୍ରଦାନ କରିଛନ୍ତି । ଗଣତନ୍ତ୍ରରେ ସରକାରୀ ଦଳର ଯେତିକି ଆବଶ୍ୟକତା ଅଛି, ବିରୋଧୀ ଦଳର ମଧ୍ୟ ସେତିକି ଆବଶ୍ୟକତା ଅଛି । ତେଣୁ ଗୋଟିଏ ଦାୟିତ୍ୱ ସମ୍ପନ୍ନ ବିରୋଧୀ ଦଳ ଭାବେ ଆମେ ଜନ ସାଧାରଣଙ୍କ ଆବଶ୍ୟକତାକୁ ପୁରା କରିବୁ ଏବଂ ଓଡ଼ିଶାର ସ୍ୱାର୍ଥ ପାଇଁ ଲଢେଇ ଜାରି ରଖିବୁ ବୋଲି ଶ୍ରୀ ଦାସବର୍ମା କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version