• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୀ ସାର୍ଥକରେ ନୂଆ ଫିଲ୍ମ ‘ଉଡନ୍ତା ଥାଳିରେ ଆସିଛି ପ୍ରିୟା’ ୨. ୦’ ର ଅଡିଓ ଲୋକାର୍ପଣ – ଅକ୍ଟୋବର ୧୩ ସନ୍ଧ୍ୟା ୬.୩୦ରେ ପ୍ରସାରଣ

Proprietor Abhimanyu Maharana by Proprietor Abhimanyu Maharana
October 9, 2024
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
ଜୀ ସାର୍ଥକରେ ନୂଆ ଫିଲ୍ମ ‘ଉଡନ୍ତା ଥାଳିରେ ଆସିଛି ପ୍ରିୟା’ ୨. ୦’ ର ଅଡିଓ ଲୋକାର୍ପଣ – ଅକ୍ଟୋବର ୧୩ ସନ୍ଧ୍ୟା ୬.୩୦ରେ ପ୍ରସାରଣ
Share on FacebookShare on TwitterWhatsapp

୦୮ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ, ଧାରାବାହିକ ଓ ଫିଲ୍ମ । ଦର୍ଶକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଥିବା ଜୀ ସାର୍ଥକ ନିଚ୍ଛକ କାହାଣୀ ସହିତ ଲୋକଙ୍କର ଦୈନନ୍ଦୀନ ଜୀବନ ସହିତ କାହାଣୀକୁ ସଂଯୋଗ କରିଥାଏ । ଅଗଣିତ ଦର୍ଶକଙ୍କ ପାଖରୁ ମିଳୁଥିବା ଭଲପାଇବା ଫଳରେ ଜୀ ସାର୍ଥକ ଦର୍ଶକଙ୍କ ରୁଚି କୁ ଧ୍ୟାନରେ ରଖି ମନଛୁଆଁ ଧାରାବାହିକ ବା ଫିଲ୍ମର କାହାଣୀରେ କିଛି ନୂତନତ୍ତ୍ବ ଆଣିବାକୁ ନିଜର ପ୍ରୟାସ ଜାରି ରଖିଥାଏ । ଗତ ବର୍ଷ “ଉଡନ୍ତା ଥାଳିରେ ଆସିଛି ପ୍ରିୟା”ର ଅପାର ସଫଳତା ପରେ ଆସିଛି ନୂଆ ଫିଲ୍ମ ‘ଉଡନ୍ତା ଥାଳିରେ ଆସିଛି ପ୍ରିୟା ୨. ୦’ ଯାହା ଅକ୍ଟୋବର ୧୩ ତାରିଖ ସନ୍ଧ୍ୟା ୬.୩୦ ମିନିଟରେ କେବଳ ଜୀ ସାର୍ଥକରେ ଦେଖିବାକୁ ପାଇବେ ସିନେପ୍ରେମୀ ଯାହାର କାହାଣୀ ଖୁବ ରୋଚକ ସହିତ ଭିନ୍ନ ରହିଛି । ମୁଖ୍ୟ ଅଭିନୟରେ ଦେଖିବାକୁ ପାଇବେ ଅନନ୍ୟା ଦାସ ଙ୍କୁ ଯିଏ ତାଙ୍କ ଅଭିନୟ ଦ୍ୱାରା ଟେଲିଭିଜନ ଇଣ୍ଡଷ୍ଟ୍ରି ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ।

ରାହୁଲ ନାମକ ଏକ ପିଲା ଯାହାଙ୍କର ମହାକାଶ ବିଜ୍ଞାନ ଉପରେ ଢେର ରୂଚି ରହିଛି । ସେ ଏତେ ଜ୍ଞାନୀ ଯେ ସବୁବେଳେ କିଛି ନା କିଛି ନୂଆ ଆବିଷ୍କାର କରୁଥାଏ । ତାଙ୍କର ଏହି ଗୁଣକୁ ଅନ୍ୟ ଗ୍ରହରେ ଥିବା ଏଲିଏନ୍ ଜାଣିପାରି ଖୁବ ଇର୍ଷାରେ ରହୁଥାନ୍ତି । ଏଲିଏନ୍ ରାହୁଲଙ୍କ ଭବିଷ୍ୟତ ଦେଖିପାରି ଜାଣନ୍ତି ଯେ ଏଲିଏନ୍ ସଭ୍ୟତା ପାଇଁ ଆଗକୁ ଯାଇ ରାହୁଲ ବିପଦ ସାଜିପାରନ୍ତି ତେଣୁ ତାଙ୍କୁ ମାରିବାର ଯୋଜନା ପାଞ୍ଚିଥାନ୍ତି ଏଲିଏନ୍ । ରାହୁଲକୁ ମାରିବାପାଇଁ ଜଣେ ଝିଅ ରୂପରେ ଏଲିଏନ ପୃଥିବୀକୁ ଆସି ବିଫଳ ହୋଇଥାଏ । ରାହୁଲ ନିଜର ବୀଚକ୍ଷଣ ବୁଦ୍ଧିର ପ୍ରୟୋଗ କରି ସବୁବେଳେ ମୃତ୍ୟୁକୁ ଚଖମା ଦେଉଥାନ୍ତି । ଏହା ମଧ୍ୟରେ ଝିଅ ରୂପ ନେଇଥିବା ଏଲିଏନ୍ ରାହୁଲ ସହିତ ଖୁବ ଭଲଭାବରେ ସଂଯୋଗ କରିଯାଏ l ରାହୁଲକୁ ମାରିବାକୁ ଆସିଥିବା ଏଲିଏନ୍ ବର୍ତ୍ତମାନ ରାହୁଲଙ୍କ ରକ୍ଷାକର୍ତ୍ତା ଭାବରେ ସବୁ ବିପଦରେ ଠିଆ ହୁଏ । ଏହା ମଧ୍ୟରେ ଏ କଥା ଜାଣି ଆଉ ଅନ୍ୟ ଗ୍ରହରୁ ଆଉ ଏକ ପୁରୁଷ ଏଲିଏନକୁ ରାହୁଲକୁ ମାରିବାକୁ ପଠାନ୍ତି । ଉଭୟ ଏଲିଏନଙ୍କ ମଧ୍ୟରେ କେବେ ସମାପ୍ତ ହେଉନଥିବା ଯୁଦ୍ଧ ଚାଲିଥାଏ ଯାହା ମାନବ ସମାଜ ପାଇଁ ଖୁବ କ୍ଷତିଦାୟକ ଓ ସମାଜ ବିନାଶର କାରଣ । ସମୟକ୍ରମେ ଏହା ଏକ ଚିନ୍ତାଜନକ ବିଷୟ ପାଲଟିଯାଏ । ଯାହାପରେ ରାହୁଲ ଉଭୟଙ୍କୁ ଜୀବନର ମହତ୍ତ୍ବ ବିଷୟରେ ବୁଝାଇଥାନ୍ତି । ତେବେ କଣ ଏଲିଏନ୍ ଜୀବନର ମହତ୍ତ୍ବ ବିଷୟରେ ବୁଝିପାରିବେ ? ସେମାନେ ପୃଥିବୀ ଛାଡି ଚାଲିଯିଵେ କି ? ରାହୁଲର କଣ ହେବ ? ଏ ସବୁ ପ୍ରଶ୍ନର ଉତ୍ତର ମିଳିବ ଫିଲ୍ମର କ୍ଲାଇମାକ୍ସରେ ।

ସୃଜନ ଫିଲ୍ମ୍ସ ବ୍ୟାନର ରେ ନିର୍ମିତ ଏହି ରୋଚକ କାହାଣୀକୁ ନିର୍ଦ୍ଦେଶନା ଦେଇଛନ୍ତି ସଂଜୟ ନାୟକ l ପ୍ରଯୋଜନା ଭାର ସମ୍ଭାଳିଛନ୍ତି ଦେବପ୍ରିୟ ସେନା ନାୟକ । ମୁଖ୍ୟ ଚରିତ୍ରରେ ଅନନ୍ୟା ଦାସ ଙ୍କ ସମେତ ବରଦା ପ୍ରସନ୍ନ, ସ୍ମୃତି ଏବଂ ଶିଶୁ କଳାକାର ତାପସ ଅଭିନୟ କରିଛନ୍ତି l ଗୀତ ରଚନା କରିଛନ୍ତି ଡଃ ନିର୍ମଳ ନାୟକ, ସଙ୍ଗୀତ ନିର୍ଦ୍ଦେଶନା ବିରଜା ପ୍ରସାଦ ସର, ଗୀତ ଗୁଡିକୁ କଣ୍ଠଦାନ କରିଛନ୍ତି ସତ୍ୟଜିତ୍, ଅନ୍ତରା ଚକ୍ରବର୍ତ୍ତୀ, ଜିତେନ୍ଦ୍ର ସୁତାର ଭଳି ସୁନାମଧନ୍ୟ କଣ୍ଠଶିଳ୍ପୀ । ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ଲୁବୁନ ଟୁବୁନ l ଏହି କାହାଣୀକୁ ଅକ୍ଟୋବର ୧୩ ତାରିଖ ସନ୍ଧ୍ୟା ୬.୩୦ ମିନିଟରେ ଜୀ ସାର୍ଥକରେ ଦେଖିବା ସହିତ କାହାଣୀ ସହିତ ନିଜକୁ ଯୋଡି ହେବାକୁ ଅନୁରୋଧ କରିଛନ୍ତି ଚିଫ୍ ଚ୍ୟାନେଲ ଅଫିସର୍ ପ୍ରତୀକ ସିଲ୍ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

June 16, 2025
ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

June 16, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version