• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର,ଉଦୟଗିରିରେ ଅଷ୍ଟମ ସମିତି ବୈଠକ ଅନୁଷ୍ଠିତ : ପୂତ୍ତ ବିଭାଗ ଓ ଆରଡି ବିଭାଗ ଅଧିକାରୀ ଅନୁଉପସ୍ଥି ନେଇ ସାଂସଦ ଅସନ୍ତୁଷ୍ଟ କରିଥିଲେ

Proprietor Abhimanyu Maharana by Proprietor Abhimanyu Maharana
October 9, 2024
in ଓଡ଼ିଶା, ଗଜପତି, ହୋମ୍
0
ଆର,ଉଦୟଗିରିରେ ଅଷ୍ଟମ ସମିତି ବୈଠକ ଅନୁଷ୍ଠିତ : ପୂତ୍ତ ବିଭାଗ ଓ ଆରଡି ବିଭାଗ ଅଧିକାରୀ ଅନୁଉପସ୍ଥି ନେଇ ସାଂସଦ ଅସନ୍ତୁଷ୍ଟ କରିଥିଲେ
Share on FacebookShare on TwitterWhatsapp

୦୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଆର,ଉଦୟଗିରି ପଞ୍ଚାୟତ ସମିତିର ଅଷ୍ଟମ ସମିତି ବୈଠକ ଅନୁଷ୍ଠିତ । ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀନାରାଣ ଶବରଙ୍କ ସଭାପତିତ୍ବ କରିଥିଲେ । ୨୦୨୪ ସାଧାରଣ ନିର୍ବାଚନ ପରେ ବ୍ଳକର ପ୍ରଥମ ସମିତି ବୈଠକରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଡ . ପ୍ରଦୀପ କୁମାର ପାଣିଗ୍ରାହି ଓ ବିଧାୟକ ଦାଶରଥି ଗମାଙ୍ଗ ଉପସ୍ଥିତ ଜନପ୍ରତିନିଧି ମାନେ ନିଜ ପଞ୍ଚାୟତର ମୁଖ୍ୟ ସମସ୍ୟା ନେଇ ଜଣାଇଥିଲେ । ସେଥି ମଧ୍ୟରୁ ଆର, ଉଦୟଗିରି ଗ୍ରାମରେ ୟୁକ୍ତ୩ କଲେଜ ଖୁଲିବା ସହ ରାସ୍ତା, ଶିକ୍ଷା, ବ୍ରିଜ ଓ ସ୍ବାସ୍ଥ୍ୟ ସମସ୍ୟା ନେଇ ଅଭିଯୋଗ କରିଥିଲେ । ଏହି ସମସ୍ତ ସମସ୍ୟା ଗୁଡିକ ସମାଧାନ କରାଯଯିବ ବୋଲି ସାଂସଦ କହିବାପରେ ବ୍ଳକର ପି ଏନ କିଷାନ ରଥକୁ ଉଦଘାଟନ କରିଥିଲେ ।

ଏହା ପରେ ସାଂସଦ ଓ ବିଧାୟକ ମୋହନା ସମତି ବୈଠକ ଯୋଗଦେବାକୁ ଯାଇଥିଲେ । ଏହି ବୈଠକରେ ପୂର୍ବ ବୈଠକର ବିବରଣୀ ପାଠ କରିବା ପରେ ଆର, ଉଦୟଗିରି ବ୍ଳକର ୧୭ଟି ପଞ୍ଚାୟତର ସମସ୍ୟା ଗୁଡିକୁ ନେଇ ଆଲୋଚନା ହୋଇଥିଲା । ବିଭିନ୍ନ ବିଭାଗିୟ ଅଧିକାରୀମାନେ କାର୍ଯ୍ୟ ଗୁଡିକର ସଫଳତା କରିବା ସହ କାର୍ଯ୍ୟକାରିତାର ବିଭିନ୍ନ ପ୍ରକଳ୍ପ ଏବଂ ଆଗାମୀ ଯୋଜନା ଗୁଡିକର ବିଷୟରେ ସମସ୍ତଙ୍କୁ ବୁଝାଥିଲେ । ଏହି ବୈଠକରେ ବିଡିଓ ,ତହସିଲିଦାର ଜ୍ୟୋତିମୟ ଦାସ, ଉପାଧ୍ୟକ୍ଷା ବିଜୟଲକ୍ଷ୍ମ ପଟ୍ଟନାୟକ, ଜିଲ୍ଲା ପରିଷଦସଭ୍ୟ ଦଣ୍ଡପାଣି ବଡମୁଣ୍ଡି, ସିଡିପିଓ ଲଳିତା ପୂଜାରୀ ପ୍ରମୁଖ ମଞ୍ଚାସୀନ ଥିବାବେଳେ ସମସ୍ତ ସରପଞ୍ଚ, ସମିତିସଭ୍ୟ/ସଭ୍ୟା ଏବଂ ବ୍ଳକର ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମକୁ ଜିପିଇଓ ଦାମୋଦର ରେଡି ପରିଚାନା କରିଥିଲେ । ସମିତି ବୈଠକରେ ବାରମ୍ବାର ନିର୍ଦେଶ ସତ୍ତ୍ବେ ପୂତ୍ତ , ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀ ଯୋଗ ଦେଇ ନ ଥିବାରୁ ସାଂସଦ କହିଥିଲେ ତାଙ୍କୁ ଲେଖି ଦେବାକୁ । ସାଂସଦ ସହ ବିଜେପିର ନେତା ଓ ସତାଧିକ କର୍ମୀ ଉପସ୍ଥିତ ଥିଲେ । ଏଥିସହ ଏହି ଅଞ୍ଚଳର ବିଜେଡି କର୍ମୀମାନେ ବିଜେପି ଯୋଗଦେଇଥିଲେ । ସାଂସଦଙ୍କୁ ଅଞ୍ଚଳର ଲୋକଙ୍କ ସମସ୍ୟା ନେଇ ଲେଖି ଦାବି ପତ୍ର ଦେଇଥିଲେ । ପୂର୍ବ ସରକାର ଥିବା ସମୟରେ ଆସିଥିବା ଯୋଜନା ଗୁଡିକ ଲୋକଙ୍କ ପାଖରେ ଠିକ୍ ରେ ନପହଞ୍ଚି ତାର ଅସଦ୍ ଉପଯୋଗ ଓ ପ୍ରଶାସନର ମନମୁଖୀ ପ୍ରକ୍ରିୟା ଲାଗି ଫେର ଅଭିଯୋଗ କରି ନୂତନ ଏକ କମିଟି କରି ତଦନ୍ତ କରିବା ଲାଗି ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ ଦାବିକରିଥିଲେ ।

କିଛି ଜନପ୍ରତିନୀଧି ମାନେ କେତେକ ଅଙ୍ଗନବାଡି କେନ୍ଦ୍ରରେ କୌଣସି ପାଠପଢା ହେଉନଥିବା ବେଳେ, କେଉଁଠି ପୁଣି ଛୁଆଙ୍କୁ ଫାଳେ ଅଣ୍ଡା ଦେଉଥିବା ତ କେଉଁଠି କେନ୍ଦ୍ର କୋଠା ଗୁଡିକର ନିର୍ମାଣ କାର୍ଯ୍ୟ ଅଧାର ଅଟକିଥିବା ଅଭିଯୋଗ ଆସିଥିଲା, ପୁଣି କିଛି ସ୍କୁଲରେ ଶିକ୍ଷକ ଡେରିରେ ପହଞ୍ଚି ଶୀଘ୍ର ଫେରିଯାଉଛନ୍ତି ତ ଆଉ କେଉଁ ସ୍କୁଲରେ ଶିକ୍ଷକ ଅଭାବ ଓ କେଉଁ କେଉଁ ସେଣ୍ଟରରେ ଏଏନଏମଙ୍କ ରହୁନଥିବା ଅଭିଯୋଗ ସହ କ୍ବାଟର ମରାମତି ଏବଂ ମେଡିକାଲକୁ ଉନ୍ନତିକରଣ ପରି ଅନେକ ସମସ୍ୟା ଅଭିଯୋଗ ଉପସ୍ଥାପନ କରାଗଲା ।

ତେବେ ଗତ ବୈଠକରେ ମଧ୍ୟ ଏସମସ୍ତ ସମସ୍ୟା ଉପରେ ବିଭାଗ ଅଧିକାରୀଙ୍କୁ ଅଭିଯୋଗ ଥିଲା । ପୁଣି ଏହି ଥର ମଧ୍ୟ ସେହି ସମସ୍ୟାର ଅଭିଯୋଗ ଆସିଛି ଓ ବିଭାଗୀୟ ଅଧିକାରୀମାନେ ମଧ୍ୟ ସେସବୁର ସମାଧାନ ଲାଗି ପ୍ରତିଶୃତି ଦେଇଛନ୍ତି । ତେବେ ଦେଖାଯାଉ ସବୁର ସମାଧାନ କେବେ ହେଉଛି ନା ପ୍ରତିଶୃତି ପୂର୍ବଭଳି ପାଣିରଗାର ପାଲଟିବ ତାହା ସମୟ କହିବ ବୋଲି ବୈଠକରେ ଯୋଗଦେଇଥିବା ଜନପ୍ରତିନିଧି କୁହାକୁହି ହେଉଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

October 1, 2026
ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026
ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

October 1, 2026
ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version