• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡା ର ଢେମସା ନୃତ୍ୟ ରେ କମ୍ପି ଉଠିଲା ନୟାଗଡ଼ । ନୟାଗଡ଼ ଜିଲ୍ଲା ମହୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
December 24, 2019
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରାୟଗଡା ର ଢେମସା ନୃତ୍ୟ ରେ କମ୍ପି ଉଠିଲା ନୟାଗଡ଼ । ନୟାଗଡ଼ ଜିଲ୍ଲା ମହୋତ୍ସବ
Share on FacebookShare on TwitterWhatsapp

ନୟାଗଡ ଜିଲ୍ଲା , (ଓଡିଶା ତାଜା ନିଉଜ୍) ନୟାଗଡ଼ 25-12-2019 :– ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ୨୦୧୯ କୃଷି ଓ କୃଷକ ସଶକ୍ତିକରଣ , ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ ଏବଂ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀଯୁକ୍ତ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଦ୍ୱାରା ଉଦଘାଟନ ହେଲା ।

ସଭାପତିତ୍ୱ କରିଥିଲେ ଜିଲ୍ଲାପାଳ ଡା ପୋମା ଟୁଡୁ ମହୋଦୟା । ଜିଲ୍ଲା ମହୋତ୍ସବ ପ୍ରଥମ ସଂନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ଅବସରରେ ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ନୟାଗଡ଼ ବନ୍ଦନା ପରିବେଷଣ କରାଯାଇଥିଲା ।

ଏଥିସହିତ ଭୂବନେଶ୍ୱର ପୁଷ୍ପିତା ମିଶ୍ର ଓ ସାଥିଙ୍କ ଦ୍ୱାରା ଓଡ଼଼ିଶୀ ନୃତ୍ୟ, ପୁରୀ ରଘୁରାଜ ପୁରର ଗୋଟିପୁଅ ନୃତ୍ୟ, ରାୟଗଡ଼ାର ଢେମସା ନୃତ୍ୟ, ରାଜସ୍ଥାନ ଲୋକନୃତ୍ୟ ଶିବ ତାଣ୍ଡବ ପରିବେଷଣ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ରାୟଗଡ଼ାର ଢେମସା ମନୋମୁଗ୍ଧକର ଥିଲା । (ଓଡିଶା ତାଜା ନିଉଜ୍) ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version