• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିସିସି ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 11, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପିସିସି ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

୧୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡାମଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ଗୋପବନ୍ଧୁ ଛକ ସ୍ଥିତ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ପରେ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିତରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା ।

ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ତରୁଣ ମିଶ୍ର, ସୁବ୍ରତ ମହାପାତ୍ର, ମିହିର ଆଚାର୍ଯ୍ୟ, ଆଲୋକ ମହାନ୍ତି, ପ୍ରଭାତ ପ୍ରତାପ ସିଂ, ମନୋରଞ୍ଜନ ରାଉତରାୟ, ଖଗେଶ୍ୱର ମଲ୍ଲିକ, ଭାସ୍କର ସେଠୀ, କୁଳମଣି ସାହୁ, ତାପସ ସେଠୀ, ପ୍ରଶନ୍ନ ପାଇକରାୟ, ଚିନ୍ମୟ ସୁନ୍ଦର ଦାସ ଓ ସଂଜୟ ମିଶ୍ର ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version