• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା ବାରଭୂଜାଙ୍କ ଶକ୍ତିପୀଠ ସମେତ ନିଆଳି ଓ ଅଡଶପୁର ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଉତ୍ସବମୁଖର

Proprietor Abhimanyu Maharana by Proprietor Abhimanyu Maharana
October 12, 2024
in ଓଡ଼ିଶା, କଟକ, ହୋମ୍
0
ମା ବାରଭୂଜାଙ୍କ ଶକ୍ତିପୀଠ ସମେତ ନିଆଳି ଓ ଅଡଶପୁର ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଉତ୍ସବମୁଖର
Share on FacebookShare on TwitterWhatsapp

୧୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନିଆଳି  :-> ଧରାପୃଷ୍ଠକୁ ଜଗତଜନନୀ ମା’ଦୁର୍ଗାଙ୍କର ଅବତରଣକୁ ପବିତ୍ର ଆଶ୍ଵିନ ମାସ ଅନେଇ ବସିଥିଲା ବେଳେ ନଦୀପଠାରେ କାଶତଣ୍ଡି ର ଖୂଲିଖୂଲି ହସର ସମ୍ଭାର ମା’ ଙ୍କ ଆଗମନର ସୂଚନା ଦେଇଥାଏ । ଚଳଚଞ୍ଚଳ ହୋଇ ପଡେ ଏହି ଧରାପୃଷ୍ଠ । ସବୁଆଡେ ସାଜସଜ୍ଜା , ମା’ଙ୍କର ପୂଜା ପାଠ ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଅପୂର୍ବ ଆଲୋକର ସମ୍ବାର ସୃଷ୍ଟି କରିଛି । ପ୍ରାଚୀ ନଦୀ ତଟସ୍ଥ ଆମଣ ।

କୁଦର କୁଦପାଟଣାସ୍ଥିତ ବହୁ ଯୁଗର ପୁରାଣ ପ୍ରସିଦ୍ଧ ମା’ ବାରଭୂଜାଙ୍କ ଶକ୍ତିପୀଠ ସମେତ ବହୁ ବର୍ଷରୁ ଅନୁଷ୍ଠିତ ହୋଇ ଆସୁଥିବା ନିଆଳି ବଙ୍ଗାଳୀସାହିର ମା’ଙ୍କ ଦୁର୍ଗାପୂଜା ଏବଂ ନିଆଳି ହାଟର ହରପାର୍ବତୀ ଓ ପହଙ୍ଗା, ଅଡସପୁର , କଣ୍ଟାପଡ଼ା ଅଞ୍ଚଳ ସମେତ ବାଲିପାଟଣା,ବନମାଳୀପୁରର ମା’ଦୁର୍ଗା, ଓ ହରପାର୍ବତୀ ପୂଜା ମଣ୍ଡପ ଗୁଡିକ ଆଲୋକମାଳାର ତୋରଣ ବେଶ ଆକର୍ଷଣୀୟ ହୋଇ ପଡ଼ିଛି। ଅଷ୍ଟମୀ ତିଥି ଆରମ୍ଭ ଠାରୁ ଦଶମୀ ପର୍ଯ୍ୟନ୍ତ ମା’ ବାରଭୂଜା ,

ଏବଂ ହରପାର୍ବତୀ ଓ ମା’ ଦୁର୍ଗାଙ୍କୁ ଦର୍ଶନ କରିବା ପାଇଁ ପୂଜା ମଣ୍ଡପମାନଙ୍କରେ ଶ୍ରଦ୍ଧାଳୁ ଭକ୍ତମାନଙ୍କ ପ୍ରବଳ ଭିଡ଼ ଲାଗିଥିବାର ଦେଖିବାକୁ ମିଳିଛି । ଆଉ ମଧ୍ୟ ମା’ ଙ୍କ ପୂଜା ଉପଲକ୍ଷେ ବିଭିନ୍ନ ପୂଜା ମଣ୍ଡପରେ ଷଷ୍ଠୀ ଦିବସ ଠାରୁ ଦଶମୀ ପର୍ଯ୍ୟନ୍ତ ଧୁମଧାମରେ ମା’ ଙ୍କର ଚଣ୍ଡୀ ପୂଜାପାଠ ବିଶିଷ୍ଟ ଚଣ୍ଡୀ ପୁରୋହିତଙ୍କ ଦ୍ଵାରା କରାଯିବା ସହ ଆଧ୍ୟାତ୍ମିକ ଭଜନ, ଜଣାଣ, ମେଲୋଡି, ପାଲା ଏବଂ ପ୍ରବଚନ ଆଦି ବିଭିନ୍ନ ପାରମ୍ପାରିକ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା ।

ପୂଜା ମଣ୍ଡପରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ସ୍ଥାନୀୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ହରପାର୍ବତୀ ଓ ଦୁର୍ଗା ପୂଜା କମିଟି ଗୁଡିକ ପକ୍ଷରୁ ଏହି ପୂଜା ଉତ୍ସଵ ପ୍ରତି ବର୍ଷ ପରି ଚଳିତ ବର୍ଷ ଶାରଦୀୟ ଦୁର୍ଗାପୂଜା ମହାସମାରୋହରେ ପାଳନ କରାଯାଇ ଆସୁଅଛି । ପୂଜା ମଣ୍ଡପର ମା’ ଦୁର୍ଗାଙ୍କୁ ଏବଂ ହରପାର୍ବତୀଙ୍କ ମୃଣୟ ମୂର୍ତ୍ତୀ ଗୁଡିକୁ ଦଶହରା ପୂଜା ପରେ ଭସାଣୀ ଉତ୍ସବ ଶାନ୍ତି ଶୃଙ୍ଖଳା ସହ ସ୍ଥାନୀୟ ନଦୀ ଏବଂ ପୋଖରୀରେ ବିସର୍ଜନ କରାଯିବ ବୋଲି ପୂଜା କମିଟି ପକ୍ଷରୁ କୁହାଯାଇଛି ,।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version