• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁମ୍ବାଇରେ ନିବେଶକ ସମ୍ମିଳନୀ-ରୋଡ୍ ସୋ’ରେ ଯୋଗଦେବେ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Proprietor Abhimanyu Maharana by Proprietor Abhimanyu Maharana
October 16, 2024
in ଓଡ଼ିଶା, ଦେଶ, ହୋମ୍
0
ମୁମ୍ବାଇରେ ନିବେଶକ ସମ୍ମିଳନୀ-ରୋଡ୍ ସୋ’ରେ  ଯୋଗଦେବେ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Share on FacebookShare on TwitterWhatsapp

୧୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମୁମ୍ବାଇରେ ଆସନ୍ତା ୧୮ ଓ ୧୯ ତାରିଖରେ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ ହେବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ୨ ଦିନିଆ ନିବେଶକ ସମ୍ମିଳନୀ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ । ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ ।

ଏଥିସହିତ ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ କେମ୍‌ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମିଲ ହେବେ, ଯାହାକୁ କି କେନ୍ଦ୍ର ରସାୟନ ମନ୍ତ୍ରୀ ଜେପି ନଡ୍ଡା ଉଦଘାଟନ କରିବେ । ପାରାଦୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବାର ସମ୍ଭାବନା ରହିଛି । ରାଜ୍ୟ ସରକାର ୧୯ ତାରିଖରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ।

ଶିଳ୍ପମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି, କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ମୁଖ୍ୟ ଶାସନ ସଚିବ ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି । ଉକ୍ତ ଶିଳ୍ପ ପ୍ରତିଷ୍ଠା ଲାଗି ଦୁଇଟି ସ୍ଥାନ ନିରୂପଣ ଲାଗି ନିର୍ଦ୍ଦେଶ ରହିଛି । ଷ୍ଟିଲ ଶିଳ୍ପର ବଡ଼ ନିବେଶକଙ୍କ ସହ ଆଲୋଚନା ଚାଲିଛି ।

ପୂର୍ବ ସରକାର ଲୋକ ଦେଖାଣିଆ ଭାବେ ଷ୍ଟିଲ ପ୍ଲାଣ୍ଟ ଘୋଷଣା କରିଥିଲେ । ଲୋକଙ୍କ ସରକାର କଥାରେ ନୁହେଁ, କାର୍ଯ୍ୟରେ କରି ଦେଖାଇବ ବୋଲି ସେ କହିଛନ୍ତି । କେନ୍ଦୁଝରରେ ମୋହନ ସରକାର ନିଶ୍ଚୟ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବେ । ଯାହାଫଳରେ ଓଡିଶା ଆଗାମୀ ଦିନରେ ଶିଳ୍ପ ହବ୍‌ ହେବାକୁ ଯାଉଛି ବୋଲି ଶିଳ୍ପ ମନ୍ତ୍ରୀ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version