• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ ସୁନାଖଳାରେ ସ୍ଵେଛାକୃତ ରକ୍ତଦାନ ଶିବିର

Proprietor Abhimanyu Maharana by Proprietor Abhimanyu Maharana
October 16, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାଜ ସୁନାଖଳାରେ ସ୍ଵେଛାକୃତ ରକ୍ତଦାନ ଶିବିର
Share on FacebookShare on TwitterWhatsapp

ଜୀବନ ବିନ୍ଦୁ ଅଭିଯାନ, କରିବା ରକ୍ତ ଦାନ, ବଞ୍ଚାଇବା ଜୀବନ 

୧୬ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ /ରଣପୁର :->  ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ସୀମାନ୍ତ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମ ଦିବସ ଉପଲକ୍ଷେ ରଣପୁର ବ୍ଲକ ବିଜେଡି ଦଳ ତରଫରୁ ବୁଧବାର ଦିନ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ସ୍ବେଛାକୃତ ରକ୍ତଦାନ କାର୍ଯ୍ୟକ୍ରମରେ ରଣପୁରର ପୂର୍ବତନ ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧାନ,

ନୟାଗଡ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ବିଜେଡି ବ୍ଲକ ସଭାପତି ଶଚିକାନ୍ତ ଷଡ଼ଙ୍ଗୀ,ରଣପୁର ଏନ ଏସି ଅଧକ୍ଷା ରଙ୍ଗୀନ ମହାନ୍ତି, l ରଣପୁର ବ୍ଲକ ବିଜେଡି ମହିଳା ମୋର୍ଚ୍ଚା ସଭାନେତ୍ରୀ ନର୍ମଦା ରାୟ, ସ୍ୱରାଜ୍ୟ ମହାନ୍ତି, ତ୍ରିନାଥ ବିଶ୍ୱାଳ,,ଓ ନରେନ୍ଦ୍ର ପୁର ସରପଞ୍ଚ ତ୍ରିନାଥ ରାଉତ, ସମାଜସେବୀ ତଥା ନୟାଗଡ଼ ଜିଲ୍ଲା ବିଜେଡି ଯୁବ ଉପସଭାପତି ପ୍ରଫୁଲ୍ଲ ନାୟକ, ବ୍ଲକ ବିଜେଡି ଯୁବ ଉପସଭାପତି ଅକ୍ଷୟ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଶଭଉଘାଟନ କରିଥିଲେ !

ରାଜ୍ୟରେ ରକ୍ତର ଅଭାବ ଦୂର କରିବା ପାଇଁ ଏହି କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ବହୁ ଯୁବକ,
ସାମ୍ବାଦିକ,କୃଷକ,ସମାଜସେବୀ,ବିଜେଡି କର୍ମୀ, କର୍ମକର୍ତ୍ତା ଓ ବିଜୁ ପ୍ରେମୀମାନେ ଯୋଗଦେଇ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ l  କାର୍ଯ୍ୟକ୍ରମକୁ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ, ରଣପୁର ବ୍ଲକର ବିଜେଡି କର୍ମକର୍ତ୍ତା,

ରାଜସୁନାଖଳାସ୍ଥିତ ଆଦର୍ଶ ପାଠାଗାରର ଯୁକମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ଏହି ମେଗା ରକ୍ତଦାନ ଶିବିରରେ ନୟାଗଡ଼ ଜିଲ୍ଲା ଡାକ୍ତରଖାନାର ଡା, ସତ୍ୟରଞ୍ଜନ ପ୍ରଧାନ, ଫାର୍ମାସିଷ୍ଟ ପବିତ୍ର ମୋହନ ସାହୁ, ଅଭୟ ଶlସମଲ, ସ୍ଵର୍ଣ୍ଣଲତା ସାହୁ ମାନସ ବେହେରା ପ୍ରମୁଖ ରକ୍ତ ସଂଗ୍ରହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ !ଏହି ରକ୍ତଦାନ ଶିବିରରେ ପ୍ରାୟ ୭୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

October 2, 2026
 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

October 1, 2026
ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

October 2, 2026
 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version