• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଭିଡ଼ ନିୟମକୁ ଉଲଂଘନ କଲେ ସରଂପଚ ମାଛ କିଣିବାକୁ ଗ୍ରାହକଙ୍କ ଅସମ୍ଭବ ଭିଡ଼ : କରୋନାକୁ ଆମନ୍ତ୍ରଣ

Proprietor Abhimanyu Maharana by Proprietor Abhimanyu Maharana
August 18, 2020
in Uncategorized, ଓଡ଼ିଶା, ହୋମ୍
0
କୋଭିଡ଼ ନିୟମକୁ ଉଲଂଘନ କଲେ ସରଂପଚ ମାଛ କିଣିବାକୁ ଗ୍ରାହକଙ୍କ ଅସମ୍ଭବ ଭିଡ଼ : କରୋନାକୁ ଆମନ୍ତ୍ରଣ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୮ ଅଗଷ୍ଟ ମଙ୍ଗଳବାର ) ହିଞ୍ଜିଳିକାଟୁ :- କରୋନାକୁ ପ୍ରତିହିତ କରିବା ଲାଗି ପ୍ରଶାସନ ପକ୍ଷରୁ ମାସ୍କ ପରିଧାନ ଓ ସାମାଜିକ ଦୁରତା ରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି । ହେଲେ ଜିଲ୍ଲାପାଳ କ୍ଷମତା ଲାଭ କରିଥିବା ସରଂପଚ ଏହାର ବ୍ୟତିକ୍ରମ କରୁଥିବାର ଦେଖିବାକୁ ମିଳିଛି । କୋଭିଡ଼ କଟକଣାକୁ ଅମାନ୍ୟ କରି ଗ୍ରାମ ପୋଖରୀରୁ ମାଛ ଧରିବା ସହ ବହୁ ଲୋକଙ୍କୁ ରୁଣ୍ଡ କରି ମାଛ ବିକ୍ରି କରିବା ଘଟଣା ସ୍ଥାନୀୟ ଅଂଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଏଭଳି ଘଟଣା ମଙ୍ଗଳବାର ରାଜ୍ୟ ମୁଖିଆଙ୍କ ଗଡ଼ ହିଞ୍ଜିଳିକାଟୁ ବ୍ଳକ ରାଳବ ଗ୍ରାମରେ ଦେଖିବାକୁ ମିଳିଛି । ମାଛ କିଣିବା ସକାଶେ ଗ୍ରାହକଙ୍କ ଅସମ୍ଭବ ଭିଡ଼ ଯୋଗୁଁ ପରୋକ୍ଷରେ ମହାମାରୀ କରୋନାକୁ ଆମନ୍ତ୍ରଣ କରାଯାଉଛି ବୋଲି ସ୍ଥାନୀୟ ଅଂଚଳର ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି । କରୋନାକୁ ପ୍ରତିହିତ କରିବା ଲକ୍ଷ୍ୟରେ ସରକାର ଓ ପ୍ରଶାସନ ପକ୍ଷରୁ ବହୁ କଟକଣା ଜାରି କରାଯାଇଛି । ଗତ ମାର୍ଚ୍ଚ ୨୩ ତାରିଖ ଠାରୁ ଲକଡ଼ାଉନ, ସଟଡ଼ାଉନ ଘୋଷଣା କରାଯିବା ସହ ସଂକ୍ରମିତ ବହୁଳ ଅଂଚଳ ଗୁଡ଼ିକୁ ପ୍ରଶାସନ ପକ୍ଷରୁ କଂଟେନମେଂଟ ଓ ବଫରଜୋନ ଭାବେ ଘୋଷଣା କରାଯାଇଛି । ଉଭୟ ସରକାର ଓ ପ୍ରଶାସନର ମିଳିତ ଉଦ୍ୟମ ଯୋଗୁଁ ଏକଦା ରାଜ୍ୟର ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ଗଞ୍ଜାମ ଜିଲ୍ଲା ରାଜ୍ୟର ୨ୟ ସର୍ବାଧିକ ସଂକ୍ରମିତ ଅଂଚଳ ଭାବେ ପରିଗଣିତ ହୋଇଛି ।

ଏଭଳି ସ୍ଥିତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନାକୂ ମାତ୍ ଦେବା ପାଇଁ ପ୍ରୟାସ ଜାରି ରହିଛି । ଜିଲ୍ଲା ପ୍ରଶାସନ ସମେତଚ ସ୍ଥାନୀୟ ପ୍ରଶାସନର ଉଦ୍ୟମରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳରେ ସ୍ୱାବ ନମୁନା ସଂଗ୍ରହ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଯାହା ଫଳରେ ଅଗଷ୍ଟ ପହିଲାରୁ ସରକାର ଅନଲକ-୩କୁ କାର୍ଯ୍ୟକାରୀ କରାଯିବା ସହ କଟକଣାକୁ କୋହଳ କରାଯାଇଛି । ହେଲେ ମଙ୍ଗଳବାର ସକାଳେ ସ୍ଥାନୀୟ ବ୍ଳକ ରାଳବ ଗ୍ରାମରେ କୋଭିଡ଼ ନିୟମକୁ ୍ରମାନ୍ୟ କରି ଜିଲ୍ଲାପାଳ କ୍ଷମତାପ୍ରାପ୍ତ ସରଂପଚ ଗ୍ରାମର ବହୁ ଲୋକଙ୍କ ସହାୟତାରେ ପଂଚାୟତ ପୋଖରୀରୁ ମାଛ ଧରି ବିକ୍ରି କରିଥିଲେ । ମାଛ କିଣିବା ସକାଶେ ସ୍ଥାନୀୟ ଗ୍ରାମ ସମେତ ନିକଟବର୍ତି ଗ୍ରାମରୁ ବହୁ ଗ୍ରାହକଙ୍କ ଭିଡ଼ ଜମିଥିଲା । ବହୁ ଗ୍ରାହକ ମାସ୍କ ବ୍ୟବହାର କରିନଥିବାର ଦେଖିବାକୁ ମିଳିଥିଲା । ଏପରିକି ସେମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା ନଥିବା ଏବଂ ସତେଯେପରି ସେମାନଙ୍କ ମନରେ ଆଦୈ କରୋନାର ଭୟ ନଥିଲା । ସାଧାରଣ ଜନତା କୋଭିଡ଼ କଟକଣାକୁ ଉଲଂଘନ କଲେ ଦଣ୍ଡ ବିଧାନ କରାଯାଉଥିବା ବେଳେ ଜିଲ୍ଲାପାଳ କ୍ଷମତା ପ୍ରାପ୍ତ ସରଂପଚ କୋଭିଡ଼ କଟକଣାକୁ ଅମାନ୍ୟ କଲେ ସରଂପଚଙ୍କ ବିରୋଧରେ କିଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶ୍ନବାଚି ସୃଷ୍ଟି ହୋଇଛି । ( ରିପୋର୍ଟ–ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

April 26, 2026
ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version