• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡମପଡ଼ା ଦଶହରା ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ପାଳନ

Proprietor Abhimanyu Maharana by Proprietor Abhimanyu Maharana
October 17, 2024
in ଓଡ଼ିଶା, କଟକ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଡମପଡ଼ା ଦଶହରା ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ପାଳନ
Share on FacebookShare on TwitterWhatsapp

୧୬ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ  :->  ବାଙ୍କୀ ଉପଖଣ୍ଡ ଡମପଡ଼ାରେ ଦଶହରା ପର୍ବ ବହୁବର୍ଷ ଧରି ଧୂମ୍‌ଧାମ୍‌ରେ ପାଳିତ ହୋଇଆସୁଛି । ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁମାନେ ଏହି ପର୍ବକୁ ଉପଭୋଗ କରିବାକୁ ସେଠାକୁ ଆସିଥାନ୍ତି । ଚଳିତ ବର୍ଷ ବିିଭିିନ୍ନ ପୂଜାମଣ୍ଡପରେ ମା’ଙ୍କର ପୂଜା ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ସମସ୍ତ ଗ୍ରାମକୁ ରଙ୍ଗିନ୍ ଆଲୋକମାଳରେ ସଜା ଯିବା ସହିତ ସୁଉଚ୍ଚ ତୋରଣ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲା । ଏହି ବର୍ଷ ଗ୍ରାମର ସର୍ବପୁରାତନ ପୂଜାମଣ୍ଡପ “କରଣ ସାହି ପୂଜାମଣ୍ଡପ” ତାହାର ଦଶହରାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ କରିଛି ।ତିନି ଦିନ ବ୍ୟାପି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ସଭାମଞ୍ଚରେ ସାହିର ମୁରବୀ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରି ସାହିକୁ ଗୌରାବନ୍ୱୀତ କରିଥିବା ପ୍ରତିଭାମାନଙ୍କୁ ସାହି ପ୍ରତିଭା ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଡକ୍ଟର ରାଜେଶ ଦାଶ, ଧଳସିଦ୍ଧେଶ୍ୱର କାଷ୍ୟପ, ମଙ୍ଗଳ ପଟ୍ଟନାୟକ, ସୁଶ୍ରୀ ମମତା ଦାଶ, ସୁଶ୍ରୀ ଇତିଶ୍ରୀ ଦାସ, ସଂଜୀବ କୁମାରଦାଶ, ରାକେଶ କୁମାର ଦାଶ, ଗଦା ପଟ୍ଟନାୟକ ପ୍ରଭୃତିଙ୍କୁ ସମ୍ମାନୀତ କରାଯାଇଥିଲା । ସାହିର ସଭାପତି ଟିକଟ କୁମାର ମହାନ୍ତି, ସମ୍ପାଦକ ଯୋଗେଶ ଚନ୍ଦ୍ର ଦାଶ,ମୁଖ୍ୟସହଯୋଗୀ ପ୍ରଶାନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ବିଶିଷ୍ଟ ଯୁବକର୍ମି ସଂଜୀବ କୁମାର ଦାଶ ମଞ୍ଚ ପରିଚାଳନା କରିଥିବା ବେଳେ କ୍ଲବର ସମସ୍ତ ଯୁବକମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସଭାପତି ଓ ସଂପାଦକ ସମସ୍ତ ସାହି ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
India’s First Women Mount Yunam Expedition Team Meets Assembly Speaker

India’s First Women Mount Yunam Expedition Team Meets Assembly Speaker

August 23, 2026
ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

ଆଗକୁ ରାକ୍ଷୀପୂର୍ଣ୍ଣିମା : ଡିଜାଟାଲ୍ ଯୁଗରେ ବି ଲୋକଙ୍କ ଭରସା ପାଲଟିଛି ଭାରତୀୟ ଡାକସେବା – ଫେନସି ରାକ୍ଷୀ ର ଚାହିଦା ବେଶୀ

August 22, 2026
ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

India’s First Women Mount Yunam Expedition Team Meets Assembly Speaker

India’s First Women Mount Yunam Expedition Team Meets Assembly Speaker

August 23, 2026
ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version