No Result
View All Result
୧୬ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରୋଭର ରେଞ୍ଜର ସଂସ୍ଥାରେ ନୂତନ ଭାବରେ ୧୮ଜଣ ରୋଭର ଓ ୯ଜଣ ରେଞ୍ଜର ସ୍ୱେଚ୍ଛାସେବୀ ନୂତନ ଭାବରେ ଯୋଗଦାନ କରିଛନ୍ତି । ଏହି ଅବସରରେ ରୋଭର ଲିଡର ଭୂପତି ଭୂଷଣଙ୍କ ତତ୍ତ୍ୱାବଧାନରେ ଏକ ଶପଥପାଠ ଉତ୍ସବ ପାଳନ କରାଯାଇଥିଲା ।
ମୁଖ୍ୟଅତିଥି ଭାବେ କଲେଜ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଯୋଗଦାନ କରି ନୂତନ ଭାବରେ ଯୋଗଦାନ କରିଥିବା ସ୍ୱେଚ୍ଛାସେବୀମାନଙ୍କୁ ସ୍ୱାଗତ କରିଥିଲେ । କଲେଜର + ୨ ଅଧ୍ୟକ୍ଷ ପ୍ରାଧ୍ୟାପକ ସମୀର କୁମାର ମହାପାତ୍ର ଓ ବୃନ୍ଦାବନ ପ୍ରଧାନ ସମ୍ମାନିତ ଅତିଥିଭାବେ ଯୋଗଦେଇଥିବା ବେଳେ ରେଞ୍ଜର ଲିଡର ଅଧ୍ୟାପିକା ଦେବସ୍ମିତା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।
No Result
View All Result