No Result
View All Result
୧୬ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ଆଜି ମା’ଚର୍ଚ୍ଚିକାଙ୍କ ପୀଠରେ କୁମାର ପୂର୍ଣ୍ଣିମା ଅବସରରେ ମା’ଙ୍କୁ କୁମାରୀ ବେଶ କରାଯାଇ ପୂଜାର୍ଚ୍ଚନା କରାଯାଇଛି । ଆଜି ହଜାର ହଜାର ଶ୍ରଦ୍ଧାଳୁ ମା’ଚର୍ଚ୍ଚିକାଙ୍କ ପୀଠକୁ ଯାଇ ମା’ଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ଭିକ୍ଷା କରିଥିଲେ ।
ମନ୍ଦିରରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ମନ୍ଦିର କମିଟି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯିବା ସହିତ ଭକ୍ତମାନେ କିପରି ମା’ଙ୍କୁ ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ସମସ୍ତ ପ୍ରକାର ସୁବିଧା କରାଯାଇଛି ।
No Result
View All Result