• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ : ଲୋକେ ଭୟଭିତ

Proprietor Abhimanyu Maharana by Proprietor Abhimanyu Maharana
October 19, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ : ଲୋକେ ଭୟଭିତ
Share on FacebookShare on TwitterWhatsapp

୧୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତ ରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି l ସୂଚନା ଯୋଗ୍ୟ ଯେ, ଗତ ଶନିବାର ଦିନ ଉକ୍ତ ଗ୍ରାମର କିଛି ଗ୍ରାମବାସୀ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ ହେଲେ ହଠାତ ବାଘ ରଡି ଶୁଣିବାକୁ ପାଇଥିଲେ l

ତା’ର କିଛି ସମୟ ପରେ ପାହାଡ଼ ଆରପଟେ ୪/୫ ଗୋଟି ଛେଳି ମରି ପଡିଥିବା ସହ ଆଉ କେତୋଟି ଛେଳି ଖଣ୍ଡିଆ ଖାବରା ହୋଇଥିବା ଦେଖିବାକୁ ପାଇଥିଲେ l ଏହା ଦେଖି ଗ୍ରାମବାସୀ ବାଘ ଖାଇଥିବା ସନ୍ଦେହ କରୁଛନ୍ତି l ବାଘ ଏ ଭିତରେ ଦଶ ଗୋଟି ଛେଳି ଖାଇଲାଣି l ବାଘର ପାଦ ଚିହ୍ନ ମଧ୍ୟ ଗ୍ରାମବାସୀ ମାନେ ଦେଖିଥିବା ପ୍ରକାଶ କରିଛନ୍ତି l ଫଳରେ ବର୍ତ୍ତମାନ ଲୋକେ ସନ୍ଧ୍ୟା ନ ହେଉଣୁ ତାଟି, କବାଟ ବନ୍ଦ କରି ଭୟଭିତ ଅବସ୍ଥାରେ ରହୁଛନ୍ତି l

ଉକ୍ତ ଗ୍ରାମର ଉପେନ୍ଦ୍ର ପାଟମାଝି ଙ୍କର ୬ ଗୋଟି ଛେଳି, ମହନ୍ତ ବଡ଼ମାଝି ଙ୍କ ଗୋଟିଏ ଛେଳି , ଆର୍କିଷନ ପାଟମାଝି ଙ୍କ ର ଗୋଟିଏ ଛେଳି,ଓ ଜିନାନ୍ତ ପାଟମାଝିଙ୍କ ର ଦୁଇଟି ଛେଳି ଏପରି ୧୦ ଗୋଟି ଛେଳି ମlରି ଖାଇଥିବା ଅଭିଯୋଗ ହୋଇଛି l ଏ ନେଇ ଗ୍ରାମବାସୀ ମାନେ କୋଟଗଡ ବନ ବିଭାଗ ରେଞ୍ଜର ବାଳ ଗୋପାଳ ବେହେରା ଙ୍କୁ ଜଣାଇଥିବା ସହ କ୍ଷତି ପୂରଣ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି l

ତେବେ ଘଟଣା ସ୍ଥଳରେ ବନ ବିଭାଗ ଅଧିକାରୀଙ୍କ ସମେତ ସଦଳ ବଳ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି  l ଏହାର ତଦନ୍ତ ପରେ ବାଘ ନା ଆଉ କୌଣସି ଜଙ୍ଗଲୀ ଜନ୍ତୁ ଛେଳି ମାନଙ୍କୁ ମାରିଛି, ତାହା ସ୍ପଷ୍ଟ ହେବ ବୋଲି ରେଞ୍ଜର ଶ୍ରୀ ବେହେରା ପ୍ରକାଶ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version