• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମିତିସଭ୍ୟଙ୍କୁ ପ୍ରାଣାନ୍ତକ ଆକ୍ରମଣ : ଆକ୍ରମଣକାରୀ ଗିରଫ- ଲୁହା ରଡ଼ ଜବତ

Proprietor Abhimanyu Maharana by Proprietor Abhimanyu Maharana
October 19, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସମିତିସଭ୍ୟଙ୍କୁ ପ୍ରାଣାନ୍ତକ ଆକ୍ରମଣ : ଆକ୍ରମଣକାରୀ ଗିରଫ- ଲୁହା ରଡ଼ ଜବତ
Share on FacebookShare on TwitterWhatsapp

୧୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍ ତଥା ବେଲଗାଁ ଥାନା ଦୟାପଲ୍ଲୀ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି।‌ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୟାପଲ୍ଲୀ ପଞ୍ଚାୟତର ସମିତିସଭ୍ୟଙ୍କୁ ସେହି ଗ୍ରାମର ଜଣେ ଯୁବକ ପ୍ରାଣାନ୍ତକ ଆକ୍ରମଣ କରିଛି। ଆକ୍ରମଣର ଶିକାର ହୋଇଥିବା ସମିତିସଭ୍ୟ ହେଲେ ଇପିଲି ରାଜା ରାଓ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ନେଇ ଆହତଙ୍କ ପୁଅ ବେଲଗାଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତିରେ ବେଲଗାଁ ଥାନା କେସ ନଂ-୧୩୨/୨୪ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରିବା ସହ ଆକ୍ରମଣକାରୀ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ଜଣଙ୍କ ହେଲେ ବେଲଗାଁ ଥାନା ଦୟାପଲ୍ଲୀ ଗ୍ରାମର ଗୋପାଳ ଦାସ (୩୨) ।

ପୁଲିସ ଗିରଫ ଯୁବକଙ୍କ ଠାରୁ ଆକ୍ରମଣରେ ବ୍ୟବହୃତ ଲୁହାରଡକୁ ଜବତ କରିଛି। ଗିରଫ ପରେ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଏସଆଇ କମଲିନୀ ନାୟକ କହିଛନ୍ତି । ପୁଲିସ ସୂତ୍ରରୁ ପ୍ରକାଶ ଯେ, ସମିତିସଭ୍ୟ ଇପିଲି ରାଜାରାଓ ଶୁକ୍ରବାର ସକାଳେ ପଳାସି ଗ୍ରାମରୁ କାମ ସାରି ମୋଟର ସାଇକେଲ ଯୋଗେ ଗ୍ରାମକୁ ଫେରୁଥିଲେ । ଗ୍ରାମ ନିକଟରେ ଗୋପାଳ ଦାସ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ ଅଟକାଇବା ସହ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିଥିଲେ। ରାଜା ଏହାର ପ୍ରତିବାଦ କରିବାରୁ ଗୋପାଳ ଉତ୍ୟକ୍ତ ହୋଇ ଧରିଥିବା ଏକ ଲୁହାରଡରେ ରାଜା ରାଓଙ୍କ ମୁଣ୍ଡ ଓ ହାତକୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ରାଜାରାଓ ଗୁରୁତର ଆହତ ହୋଇ ତଳେ ପଡି ଯାଇଥିଲେ। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ସହ ଆକ୍ରମଣକାରୀ ଗୋପାଳଙ୍କୁ କାବୁ କରି ବେଲଗାଁ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ବେଲଗାଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆକ୍ରମଣକାରୀ ଯୁବକଙ୍କୁ ଗିରଫ କରିଥିଲା ।‌

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version