• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ରୋଗୀ ଙ୍କୁ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାପାଈଁ ଦାବି – ଭାରତୀୟ ବିକାଶ ପରିଷଦ

Proprietor Abhimanyu Maharana by Proprietor Abhimanyu Maharana
August 19, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କରୋନା ରୋଗୀ ଙ୍କୁ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାପାଈଁ ଦାବି – ଭାରତୀୟ ବିକାଶ ପରିଷଦ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ଭାରତୀୟ ବିକାଶ ପରିଷଦର ଭାଇସ ପ୍ରେସିଡେଣ୍ଟ କିଶୋର ଚନ୍ଦ୍ର ପାତ୍ର ଆଜି ମାନ୍ୟବର ଉଚ୍ଚ ନ୍ୟାୟାଳୟ ଓଡ଼ିଶାରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି ଆଜି ପର୍ୟ୍ୟନ୍ତ ଓଡିଶା ସରକାରଙ୍କ ଦ୍ଵାରା ପରୀକ୍ଷା କରିଥିବା କୌଣସି ବ୍ୟକ୍ତି ଙ୍କୁ ସ୍ବାବ୍ ଟେଷ୍ଟ ର ନେଗେଟିଭ କିମ୍ବା ପଜିଟିଭ ରିପୋର୍ଟ୍ ପ୍ରଦାନ କରାଯାଇନାହିଁ । ନିୟମାନୁଯାୟୀ ସ୍ବାବ୍ ଗ୍ରହଣ କରିବାର 24 ଘଣ୍ଟା ମଧ୍ୟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଦାନ କରିବା ବିଧି କିନ୍ତୁ ଓଡିଶାରେ କରୋନା ରେ ପଜିଟିଭ ଥିବା ବ୍ୟକ୍ତିଙ୍କୁ ରିପୋର୍ଟର ନକଲ ଦେଉନାହାନ୍ତି ଯାହାକି ଏକ ବ୍ୟକ୍ତିର ସାମ୍ବିଧାନିକ ଅଧିକାର ଓ Natural Law OF justice ର ଉଲଗ୍ନ ହେଉଛି । ପ୍ରକାଶ ଥାଉକି ସ୍ବାବ୍ ଟେଷ୍ଟ ର 7 ଦିନରୁ 12 ଦିନ ମଧ୍ୟରେ ପଜିଟିଭ ଥିବା ବ୍ୟକ୍ତିଙ୍କୁ ଫୋନ ଦ୍ଵାରା ଜାଣଇ ଦିଆଯାଉଛି ଯେ ଆପଣ ଙ୍କର ପଜିଟିଭ ରିପୋର୍ଟ୍ ଆସିଛି ପ୍ରସ୍ତୁତ ରୁହନ୍ତୁ ସରକାରୀ ଆମ୍ବୁଲାନ୍ସ ଆପଣ ଙ୍କୁ covid hospital କୁ ନିଆଯିବ ।

ପ୍ରକୃତରେ ଆଣ୍ଟିଜେନ୍ ପରୀକ୍ଷାର କେବଳ 15 ମିନିଟ୍ ମଧ୍ୟରେ ଏବଂ RT-PCR ପରୀକ୍ଷାର 2 ରୁ 3 ଘଣ୍ଟା ମଧ୍ୟରେ ରିପୋର୍ଟ୍ ପ୍ରସ୍ତୁତି ହେଇଯାଉଛି ଜାଣି ଶୁଣି ରାଜ୍ୟ ସରକାର ପଜିଟିଭ କିମ୍ବା ନେଗଟିଭ୍ ରିପୋର୍ଟ୍ ପ୍ରଦାନ କରୁନାହାନ୍ତି ଯାହାଫଳରେ ଅଜଣାତରେ ସମ୍ପୃକ୍ତ୍ ପଜିଟିଭ ବ୍ୟକ୍ତି 7 ରୁ 12 ଦିନ ମଧ୍ୟରେ ଶହ ଶହ ଜଣଙ୍କ ସହିତ ମିଶି କରୋନା ଭାଇରସ୍ ସଂକ୍ରମଣ କରୁଛନ୍ତି । ଯେତେବେଳେ ସ୍ବାବ୍ ସଂଗ୍ରହ କରିବା ପୂର୍ବରୁ ବ୍ୟକ୍ତିର ଆଧାର ଓ ଫୋନ ନମ୍ବର ନିଆଯାଉଛି ଫୋନ ଦ୍ଵାରା ଜାଣଇ ପାରିନଥାନ୍ତେ ଏଥିରୁ ସ୍ଵଷ୍ଟ ଭାବେ ଯଣାଯାଏ ସରକାରଙ୍କ ସୁଚିନ୍ତିତ କଳ୍ପନା ଓ କୂଟନୀତି କରୋନା ସରକାରୀ ପାଣ୍ଠି ହଡପ କରିବା ଷୋଡ଼ଯନ୍ତ୍ର ଅଟେ । ଏଥି ପାଇଁ ରାଜ୍ୟ ପ୍ରଶମନ ପରିଚାଳନା ଅଥରିଟି ର ଚେୟାରମ୍ଯାନ, ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ, ସ୍ଵତନ୍ତ୍ର ରିଲିଫ କମିଶନର ଏବଂ ସମସ୍ତ ଜିଲ୍ଲାପାଳ ମାନେ ଜାଣି ଶୁଣି ଓଡ଼ିଶାରେ କରୋନା ରୋଗକୁ ବହୁଳ ଭାବରେ ସଂକ୍ରମଣ କରାଉଛନ୍ତି କେବଳ ସରକାରୀ ତହବିଲରୁ ଅର୍ଥ ଆତ୍ମସାତ୍ କରିବା ଉଦ୍ଦେଶ୍ୟରେ bartaman ସୁଦ୍ଧା ଓଡିଶାରେ 360 ରୁ ଅଧିକା କରୋନା ରୋଗୀ ଙ୍କୁ ଜାଣି ଶୁଣି ମାରି ମାରି ଦିଆଯାଇଛି ।

ଏଣୁ ଉପରୋକ୍ତ ସମସ୍ତ ଅଧିକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଭାରତୀୟ ସମ୍ବିଧାନ, DM ACT 2005, EPIDEMIC ACT ଇତ୍ଯାଦି ଅବମାନନା କରିଛନ୍ତି ତେଣୁ ଉପରୋକ୍ତ ସମସ୍ତ ଅଥରିଟି ଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ସହିତ ଏହି ମାମଲରେ ଉପର ବର୍ଣିତ ଅଥରିଟି ମାନଙ୍କୁ ପକ୍ଷ ଭୁକ୍ତ କରାଯାଇଛି ଏବ୍ଂ ମାନ୍ୟବର ଉଚ୍ଚନ୍ୟାୟାଳୟ ଙ୍କୁ ଅନୁରୋଧ କରାଯାଇଛି ଯେ ତୁରନ୍ତ ସ୍ବାବ୍ ଗ୍ରହଣ କରିବା ର 24 ଘଣ୍ଟା ମଧ୍ୟରେ ନେଗେଟିଭ ଓ ପଜିଟିଭ ରିପୋର୍ଟ୍ ପ୍ରଦାନ କରାଯାଉ । ଉକ୍ତ ମକଦ୍ଦମା କୁ ଗୋପାଳ ପ୍ରସାଦ ଜେନା ଆଇନଜିବି ମାମାଲା ପରିଚାଳନା କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version