• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆତରସିଂରେ ଜିଲ୍ଲା ପ୍ରଶାସନ ଦ୍ବାରା ଗ୍ରାମ୍ୟମୁଖି ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର

Proprietor Abhimanyu Maharana by Proprietor Abhimanyu Maharana
October 22, 2024
in ଓଡ଼ିଶା, ଗଜପତି, ହୋମ୍
0
ଆତରସିଂରେ ଜିଲ୍ଲା ପ୍ରଶାସନ ଦ୍ବାରା ଗ୍ରାମ୍ୟମୁଖି ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର
Share on FacebookShare on TwitterWhatsapp

୨୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗଜପତି  :-> ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଆତରସିଂ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ଦ୍ବାରା ଗ୍ରାମ୍ୟମୁଖି ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣି ଶିବୀରରେ ଜିଲ୍ଲାପାଳ ବିଜୟ କୁମାର ଦାସ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜିତେନ୍ଦ୍ର କୁମାର ପଣ୍ଡା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀବରାଜ ମଣ୍ଡଳ ସମେତ ବ୍ଲକ ଅଧ୍ୟକ୍ଷା ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ନିହିମୀୟା ରଇତ, ସ୍ଥାନୀୟ ସରପଞ୍ଚ ଜୀବନି ଗମାଙ୍ଗ, ସମିତି ସଭ୍ୟ ରୂତନି ରାଇକ ମଞ୍ଚଷିନ ହୋଇଥିଲେ ।

ସେହିପରି ବିଡିଓ ଲୋକନାଥ ଶବରଙ୍କ ସମେତ ଜିଲ୍ଲା ଏବଂ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏଥିରେ ବ୍ଲକର ବିଭିନ୍ନ ପଞ୍ଚାୟତର ମୋଟ 47 ଟି ଅଭିଯୋଗ ସମାଧାନ ପାଇଁ ପଞ୍ଜିକୃତ ହୋଇଥିଲା । ସେଥି ମଧ୍ୟରୁ 32 ଟି ଅଭିଯୋଗ ଗୋଷ୍ଠୀଗତ ହୋଇଥିବା ବେଳେ 15 ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ରହିଥିଲା । ବ୍ଲକର ଗ୍ରାମାଞ୍ଚଳରେ ଲାଗିରହିଥିବା ବିଭିନ୍ନ ସମସ୍ୟା ମଧ୍ୟରୁ ସାମାଜିକ ସୁରକ୍ଷା ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା, ନେଟୱର୍କ, ସ୍ୱାସ୍ଥ୍ୟ ସେବା, ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା ଭଳି ଅଭିଯୋଗ ଆସିଥିଲା ।

ଲୋକଙ୍କ ଅଭିଯୋଗର ଶୁଣାଣୀ କରି ବିଭିନ୍ନ ସମସ୍ୟାର ଘଟଣାସ୍ଥଳରେ ହିଁ ତ୍ୱରିତ ସମାଧାନ କରିଛନ୍ତି ଜିଲ୍ଲା ପ୍ରଶାସନ । କେତେକ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ୨ଜଣ ବିକଳାଙ୍ଗକୁ ୱିଲ ଚେର, କରାଯାଇ ଥିଲା । ଆଜିର ଏହି ଜନ ଶୁଣାଣିରେ ବ୍ଲକର ବିଭିନ୍ନ ବିଭାଗ ଦ୍ଵାରା ସଚେତନତା ଷ୍ଟଲ ଖୋଲାଯାଇଥିଲା ଶେଷରେ ସମସ୍ତ ଷ୍ଟଲ ବୁଲିବୁଲି ଦେଖିଥିଲେ ଜିଲ୍ଲାପାଳ ।  ଏହି କାର୍ଯ୍ୟକ୍ରମକୁ ନୂଆଗଡ଼ ବ୍ଲକ ପ୍ରଶାସନ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

ଆଇଆଇଟି ଭୁବନେଶ୍ୱରରେ ଓଡିଆପ୍ରେନ୍ୟୁର୍ ୩.୦ ରାଜ୍ୟସ୍ତରୀୟ ହ୍ୟାକାଥନ୍ ଉଦ୍‌ଘାଟିତ

October 1, 2026
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

ଆଇଆଇଟି ଭୁବନେଶ୍ୱରରେ ଓଡିଆପ୍ରେନ୍ୟୁର୍ ୩.୦ ରାଜ୍ୟସ୍ତରୀୟ ହ୍ୟାକାଥନ୍ ଉଦ୍‌ଘାଟିତ

October 1, 2026
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version