• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 22, 2024
in ଓଡ଼ିଶା, ଗଜପତି, ହୋମ୍
0
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
Share on FacebookShare on TwitterWhatsapp

୨୧ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି  :-> ଗଜପତି ଜିଲ୍ଲା ନୁଆଗଡ ବ୍ଳକ ଅନ୍ତର୍ଗତ ଆତରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖ୍ୟ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ. ଗୁଣନିଧି ନାୟକ, ପ୍ରକଳ୍ପ ପ୍ରଶାସନ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଆତରସିଂ ଗ୍ରାମ ପଞ୍ଚାୟତ ସମେ ତ ତାବରଡା, ପୁଟୁରୁପଡା ଓ ବେତରସିଂ ପଞ୍ଚାୟତର ସମୁଦାୟ ମୋଟ ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।

ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୧୨ ଗୋଟି ଓ ଗ୍ରାମ ଭିତ୍ତିକ ସମସ୍ୟା ୪୦ ଗୋଟି ଆସିଥିଲା ଓ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରାଧାନମନ୍ତୀ ଆବାସ ଯୋଜନା, ସାମାଜିକ ସୁରକ୍ଷା, ଜମିପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ବାସ୍ଥ୍ୟ ଓ ରାସ୍ତା ସମସ୍ୟା ଭୋଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ସେହିପରି ଟାଙ୍ଗିଲି, ବେତରସିଂ ଓ ପୁଟୁରୁପଡା ସରପଞ୍ଚମାନେ ପୁଟୁରୁପଡା ଖାଟି ରୁ ତରଭା ପର୍ଯ୍ୟନ୍ତ pwd ଦ୍ବାରା ନିର୍ମାଣ ହୋଇଥିବା ରାସ୍ତା ନିମ୍ନମାନର କାମ ହେଉଛି ।

ଏହି ବିଭାଗୀୟ ଉଚ ଅଧିକାରୀମାନେ ତଦନ୍ତ କରି ଉନତମାନର କାମ କରିବାକୁ ଅଭିଯୋଗ କରିଥିଲେ, ଖଜୁରୀପଦା ଠାରୁ ନୁଆଗଡ ରାସ୍ତା ଅସୁର ଘାଟି ବୁଲାଣି ରାସ୍ତାକୁ ସିଧା କରିବା ଏବଂ ନୁଆଗଡ ବ୍ଳକ ଅଫିସ ଠାରୁ ବସଷ୍ଟଣ୍ଡା ରାସ୍ତା ନିର୍ମାଣ ଦାବୀ କରିଥିଲେ ନୁଆଗଡ ଗ୍ରାମର ରବିନ୍ଦ୍ର ସୁବୁଦ୍ଧି ଜିଲ୍ଲାପାଳ ଅଭିଯୋଗ କରିଥିଲେ । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୁଆଗଡ ପଞ୍ଚାୟତ ତିମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ନିହିମୀୟ ରଇତ,ବିଡିଓ ଲୋକନାଥ ଶବର,

ତହସିଲିଦାର ଶ୍ରୀମତୀ ମନାଲିସା ଆଚାର୍ଯ୍ୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ, ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ ରାଜିବ ଦୋରା , ସରପଞ୍ଚ ଜିବନୀ ଗମାଙ୍ଗଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ସ୍ଥାନୀୟ ଜିପିଇଓ ନସିଂହ କୁମାର ମିିଶ୍ର ପରିଚାନା କରିଥିବା ବେଳେ ତାଙ୍କୁ ସହଯୋଗ କରିଥିଲେ ବ୍ଳକର ପିଇଓ ମାନେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

ଆଇଆଇଟି ଭୁବନେଶ୍ୱରରେ ଓଡିଆପ୍ରେନ୍ୟୁର୍ ୩.୦ ରାଜ୍ୟସ୍ତରୀୟ ହ୍ୟାକାଥନ୍ ଉଦ୍‌ଘାଟିତ

October 1, 2026
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

ଆଇଆଇଟି ଭୁବନେଶ୍ୱରରେ ଓଡିଆପ୍ରେନ୍ୟୁର୍ ୩.୦ ରାଜ୍ୟସ୍ତରୀୟ ହ୍ୟାକାଥନ୍ ଉଦ୍‌ଘାଟିତ

October 1, 2026
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version