• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଗମ ଗଡର ଗ୍ରାମର ଆଦିବାସୀ ପୁଅ ଓଏଏସ ପରୀକ୍ଷାରେ କୃତକାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
October 22, 2024
in ଓଡ଼ିଶା, ଗଜପତି, ହୋମ୍
0
ଦୁର୍ଗମ ଗଡର ଗ୍ରାମର ଆଦିବାସୀ ପୁଅ ଓଏଏସ ପରୀକ୍ଷାରେ କୃତକାର୍ଯ୍ୟ
Share on FacebookShare on TwitterWhatsapp

୨୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି  :-> ଗଜପତି ଜିଲ୍ଲା ଏକ ଦୁର୍ଗମ ଆଦିବାସୀ ବହୁଳ ଜିଲ୍ଲା ହୋଇଥିବା ବେଳେ ଏଠାରେ ଅନେକ ଅଞ୍ଚଲରେ ଶିକ୍ଷା କ୍ଷେତ୍ରରେ ହଉ ଅବା ସ୍ଵାସ୍ଥ୍ୟ କ୍ଷେତ୍ର ପ୍ରତ୍ୟେକ କ୍ଷେତ୍ର ରେ ପଛୁଆ ହୋଇଥିବା ବେଳେ ଆଜି ଏହି ଦୁର୍ଗମ ଅଞ୍ଚଳର ଜଣେ ଯୁବକ ପ୍ରଶାସନିକ ସେବା ପରୀକ୍ଷାରେ ସଫଳ ହୋଇଛନ୍ତି । ଆମେ କହୁଚୁ ଦୁର୍ଗମ ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଛେଲାଗଡ଼ ପଞ୍ଚାୟତ ଗଡର ଗ୍ରାମର ଦୁଖା ପୂଜାରୀ ଙ୍କ ପୁତ୍ର କଳିଙ୍ଗ କୁମାର ପୂଜାରୀ କଥା ।

କଳିଙ୍ଗ ଜଣେ ଆଦିବାସୀ ବହୁଳ ଗ୍ରାମ ଗଡର ର ଜଣେ ଆଦିବାସୀ ଯୁବକ । ବାପା ଜଣେ ଅବସର ପ୍ରାପ୍ତ ସେକ୍ସନ ଅଫିସର ଥିବା ବେଳେ ମାଁ ଜଣେ ଶିକ୍ଷୟତ୍ରୀ । କଳିଙ୍ଗ ରାୟଗଡ଼ା ଜିଲ୍ଲାରେ ଅଡିଟର ଥିବା ସହ ଓଏଏସ ପରୀକ୍ଷା ଲାଗି ପ୍ରସ୍ତୁତ ହେଉଥିଲେ । ଅନେକ ଥର ବିଫଳ ହୋଇ ଏହି 2022 ପରୀକ୍ଷାରେ ଆଜି ସଫଳ ହୋଇ 548 ରାଙ୍କ ରଖିଛନ୍ତି ।

ଏହି ଖବର ପାଇବା ପରେ ନିଜ ପରିବାର ସହ ନିଜ ଅଞ୍ଚଳ ବାସୀ ଅନେକ ଖୁସି ଅନୁଭବ କରିବାସହ ତାଙ୍କୁ ନିଜ ଗ୍ରାମରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରିବାସହ ସଙ୍କୀର୍ତ୍ତନ କରି ଗ୍ରାମ ପରିକ୍ରମା କରାଇଥିଲେ । ନିଜ ପଞ୍ଚାୟତ ରେ ସେ ପ୍ରଥମ ଯୁବକ ଯେକି ଏହି ପରୀକ୍ଷାରେ କୃତିତ୍ବ ଲାଭକରିଛନ୍ତି । ଏହା ନିଜ ଗ୍ରାମ ତଥା ନିଜ ଅଞ୍ଚଳ ଲାଗି ଗୌରବ ବୋଲି କହି ଛନ୍ତି ଅଞ୍ଚଳବାସୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Vedanta Aluminium’s Project SANGAM Trains 400+ Farmers on Safe and Sustainable Agricultural Practices Across Kalahandi

August 8, 2026
ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

Celebrating 77 Years of Fragrance Excellence, Cycle Pure Agarbathi Unveils Festive Innovations in Bhubaneswar

ଯୌତୁକ ନିଷେଧ ଅଧିନିୟମ-୧୯୬୧ ଉପରେ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium’s Project SANGAM Trains 400+ Farmers on Safe and Sustainable Agricultural Practices Across Kalahandi

Vedanta Aluminium’s Project SANGAM Trains 400+ Farmers on Safe and Sustainable Agricultural Practices Across Kalahandi

August 8, 2026
ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

Celebrating 77 Years of Fragrance Excellence, Cycle Pure Agarbathi Unveils Festive Innovations in Bhubaneswar

August 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version