• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆବାସ ଯୋଜନା ମହା ଦୁର୍ନୀତି : ଖାଇଗଲେ ପ୍ରୋତ୍ସାହନ ରାଶି

Proprietor Abhimanyu Maharana by Proprietor Abhimanyu Maharana
October 22, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଆବାସ ଯୋଜନା ମହା ଦୁର୍ନୀତି : ଖାଇଗଲେ ପ୍ରୋତ୍ସାହନ ରାଶି
Share on FacebookShare on TwitterWhatsapp

୨୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ସମସ୍ତ ଘର ହେବ ଛାତଘର । ସମସ୍ତେ ସୁରକ୍ଷିତ ଭାବରେ ରହିବା ମକାଶେ , ସରକାର ଆବାସ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହି ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ନିର୍ଦ୍ଧାରିତ ସମୟ ମଧ୍ୟରେ ଆବାସ ଯୋଜନାରେ ଘର ନିର୍ମାଣ କରୁଥିବା ହିତାଧିକାରୀଙ୍କୁ ସରକାର ପ୍ରୋତ୍ସାହନ ରାଶି ପ୍ରଦାନ କରୁଛନ୍ତି | ହେଲେ ଦଶପଲ୍ଲା ବ୍ଲକ୍‌ରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଘର କରିଥିବା ହିତାଧିକାରୀଙ୍କ ପରିବର୍ତ୍ତେ ଏସବୁ ପ୍ରୋତ୍ସାହନ ରାଶିକୁ ହଡ଼ପ କରି ନେଇଛନ୍ତି ସରକାରୀ ବାବୁ। ଯାହାକି ଏହି ଘଟଣାରେ ଏକ ବଡ଼ଧରଣର ଘୋଟାଲା ହୋଇଥିବା ନେଇ ଅଭିଯୋଗ ହେବାପରେ ଜିଲ୍ଲା ପ୍ରଶାସନ ଏହାକୁ ଗୁରୁତର ସହ ନେଇଛି ।

ଅଭିଯୋଗ ପରେ ଏହାର ତଦନ୍ତ ଆରମ୍ଭ ହୋଇଥିବା ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ (ପିଡି) ଦେବଦତ୍ତ ପଣ୍ଡା କହିଛନ୍ତି । ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ବେଳେ ଯିଏ ଦୋଷୀ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି । ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗ ବ୍ଲକ୍‌ସ୍ତରରୁ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ଚର୍ଚ୍ଚାର ବିଷୟ ପାଲଟିଛି | ବଡ଼କଥା ହେଉଛି, ସରକାର ଗରିବ ଗୁରୁବାଙ୍କ ପାଇଁ ଆବାସ ଯୋଜନାରେ ଘର ଯୋଗାଇ ଦେଉଛନ୍ତି। ନିର୍ଦ୍ଧାରିତ ସମୟରେ ଘର ନିର୍ମାଣ କରିବା ତଥା ଯୋଜନାର ସଫଳ ରୂପାୟନ ପାଇଁ ହିତାଧିକାରୀଙ୍କୁ ଏହି ପ୍ରୋତ୍ସାହନ ରାଶି ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି ।

ଯେଉଁ ହିତାଧିକାରୀ ୪ ମାସ ମଧ୍ୟରେ ଘର ନିର୍ମାଣ କାର୍ଯ୍ୟ ଶେଷ କରିବେ ୨୦ ହଜାର ଏବଂ ୬ ମାସ ମଧ୍ୟରେ ଶେଷ କଲେ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଦେବାର ବ୍ୟବସ୍ଥା ରହିଛି। ମାତ୍ର ଏହି ପ୍ରୋତ୍ସାହନ ରାଶିକୁ ଜନୈକ ବିଭାଗୀୟ ଅଧିକାରୀ ଏହାକୁ ତଞ୍ଚକତା କରି ହଡ଼ପ କରିଥିବା ଜଣାପଡ଼ିଛି। ଯେଉଁ ଘଟଣାରେ ପଞ୍ଚାୟତ ଓ ଜିଲ୍ଲାସ୍ତରର କିଛି କର୍ମଚାରୀଙ୍କ ସମ୍ପୃକ୍ତି ଥିବା ମଧ୍ୟ ଅଭିଯୋଗ ହେଉଛି। ବିଶେଷତଃ ହିତାଧିକାରୀମାନେ ଘର କରିବା ପୂର୍ବରୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଦେଇଥାନ୍ତି। ସେହି ଆକାଉଣ୍ଟରେ ବିଲ୍ ଅର୍ଥ ପୈଠ କରାଯାଇଛି |

ପରବର୍ତ୍ତୀ ସମୟରେ ପ୍ରୋତ୍ସାହନ ରାଶିକୁ ହଡ଼ପ କରିବା ପାଇଁ ତଞ୍ଚକତା କରାଯାଇ ହିତାଧିକାରୀଙ୍କ ନାମରେ ଅନ୍ୟଏକ ଆକାଉଣ୍ଟ ଖୋଲାଯାଇ ସେସବୁ ଅର୍ଥକୁ ଆତ୍ମସାତ୍ କରାଯାଇଛି । ଯେଉଁ ଘଟଣାରେ ମଧ୍ୟ କିଛି ବ୍ୟାଙ୍କ କର୍ମଚାରୀଙ୍କ ସମ୍ପୃକ୍ତି ଥିବା କୁହାଯାଉଛି। ଏଭଳି ଦଶପଲ୍ଲା ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରୁ ହିତାଧିକାରୀଙ୍କ ନାମରେ ଲକ୍ଷଲକ୍ଷ ଟଙ୍କାକୁ ଅଧିକାରୀମାନେ ମିଳିମିଶି ଚଳୁ କରି ଦେଇଥିବା ବେଳେ ଆଗକୁ ଜିଲ୍ଲା ପ୍ରଶାସନ କି ପ୍ରକାର କାର୍ଯ୍ୟାନୁଷ୍ଠାନ ନେଉଛି ତାହା ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026
ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

October 1, 2026
ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ 

October 1, 2026
ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026
ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେଜିଲ୍ଲପାଳ ଙ୍କୁ ୧୨ ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version