• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗାୟକ ରସନିଧି ଆନନ୍ଦ ବରାଡ଼ଙ୍କ ସ୍ମୃତି ସମାରୋହ ଉତ୍ସବ 

Proprietor Abhimanyu Maharana by Proprietor Abhimanyu Maharana
October 22, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଗାୟକ ରସନିଧି ଆନନ୍ଦ ବରାଡ଼ଙ୍କ ସ୍ମୃତି ସମାରୋହ ଉତ୍ସବ 
Share on FacebookShare on TwitterWhatsapp

୨୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ବୋଲଗଡ ବ୍ଲକ କଳାଙ୍ଗ ପଞ୍ଚାୟତ ନାଉପଡା ଗ୍ରାମଠାରେ ଗାୟକ ରସନିଧି ଆନନ୍ଦ ବରାଡ଼ଙ୍କ ସ୍ମୃତି ସମାରୋହ ଉତ୍ସବ ଶିକ୍ଷକ ନେତା ପ୍ରସନ୍ନ କୁମାର ଶ୍ରୀଚନ୍ଦନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବରେ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ମହାପାତ୍ର ଯୋଗଦେଇ ଓଡିଶୀ ସଂକୀର୍ତ୍ତନ ପରିବେଷଣ ଓ ସଂକୀର୍ତ୍ତନ ସଂଗଠନ ଗଢିବାରେ ଆନନ୍ଦ ବରାଡ଼ଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ ।

ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ଅନ୍ୟତମ ପ୍ରବକ୍ତା ପୂର୍ଣ୍ଣଚନ୍ଦ୍ର ସାହୁ ମୁଖ୍ୟବକ୍ତା ଭାବରେ ଯୋଗଦେଇ ସ୍ବର୍ଗତ ବରାଡ଼ଙ୍କ ଓଡିଶୀ ସଂକୀର୍ତ୍ତନ ପ୍ରତି ରହିଥିବା ରୁଚି ଓ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋଚନା କରିଥିଲେ । ସମ୍ମାନିତ ଅତିଥି ଭାବରେ ଶିକ୍ଷକ ମନମୋହନ ରାୟ,ଗାୟକ ବିଶ୍ୱନାଥ ପ୍ରଧାନ,ଗାୟକ ଗୋଲକ ପ୍ରଧାନ, ଗାୟକ ନରୋତ୍ତମ ପଣ୍ଡା,ଗାୟକ ନରୋତ୍ତମ ପ୍ରଧାନ,

ଗୁରୁ ଦୈତାରୀ ମଙ୍ଗରାଜ ଓ ସମାଜସେବୀ ପଞ୍ଚୁ ଭାରିମଲ୍ଲ ପ୍ରମୁଖ ଯୋଗଦେଇ ପାରମ୍ପରିକ କଳା ପରିବେଷଣ ସହିତ ସମାଜସେବା କ୍ଷେତ୍ରରେ ସ୍ୱର୍ଗତ ଆନନ୍ଦ ବରାଡ଼ଙ୍କ ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରାରମ୍ଭରେ ଶିକ୍ଷକ ରାମଚନ୍ଦ୍ର ଦାସ ଅତିଥି ପରିଚୟ ପ୍ରଦାନ କରିବା ସହିତ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ଓ ପରିଶେଷରେ ତାଙ୍କର ସୁପୁତ୍ର ମାନସ ବରାଡ଼ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

October 14, 2026
Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ 

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

October 14, 2026
Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ 

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version